କରୋନା ଭାଇରସ୍‌

୨୬୬ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୯।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାର ୧୨୬ ରେ ପହଞ୍ଚିଛି। ୨୬୬ ଦିନ ପରେ ଏହା ସର୍ବନିମ୍ନ…

କୋଭାକ୍ସିନ ନେଇଥିଲେ ବିନା ବାଧାରେ କରିପାରିବେ ବ୍ରିଟେନ ଯାତ୍ରା

ଲଣ୍ଡନ,୯ ।୧୧: ଭାରତ ବାୟୋଟେକର କୋଭିଡ-୧୯ ଭ୍ୟାକ୍ସିନ ‘କୋଭାକ୍ସିନ’ ନେଇଥିବା ଲୋକେ ଏଣିକି ବିନା ବାଧାରେ ବ୍ରିଟେନ ଯାତ୍ରା କରିପାରିବେ । ବ୍ରିଟିଶ ସରକାର ଘୋଷଣା କରିଛନ୍ତି କି ୨୨ ନଭେମ୍ବରରୁ କୋଭାକ୍ସିନକୁ ଜରୁରୀକାଳୀନ ବ୍ୟବହାର ସୂଚିରେ ସାମିଲ କରିବେ ।…

ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୬୧କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଦୁଇ ଜଣ ରହିଥିବା ବେଳେ ପୁରୀ ଓ ଗଞ୍ଜାମରୁ ଜଣେ…

ରାଜ୍ୟରେ ୨୭୬ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୭…

ରାଜ୍ୟରେ ୩ କୋଟି ୮୮ ଲକ୍ଷ ୨୫ ହଜାର ୪୮୩ ଲୋକ ନେଲେଣି କରୋନା ଟିକା

ଭୁବନେଶ୍ୱର,୭ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ଟିକାକରଣ ଅଭିଯାନରେ ଶନିବାର ୨୮ ଲକ୍ଷ ୩୧ ହଜାର ୪୩୭ ଜଣ ଟିକା ନେଇସାରିଲେଣି। ଏହାକୁ ମିଶାଇ ରାଜ୍ୟର ଟିକାକରଣ ସଂଖ୍ୟା ୩ କୋଟି ୮୮ ଲକ୍ଷ ୨୫ ହଜାର ୪୮୩ରେ ପହଞ୍ଚିଛି। ଏ…

ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୫୭ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ…

ରାଜ୍ୟରେ ୩୧୮ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୮ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୨…

ଦୈନିକ ମୃତ୍ୟୁ ସଂଖ୍ୟା ପୁଣି ୫ ଶହ ଟପିଲା…

ନୂଆଦିଲ୍ଲୀ,୭।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ମୃତ୍ୟୁ ସଂଖ୍ୟା ପୁଣି ୫ ଶହ ଟପିଛି। ଏହି ସମୟ ମଧ୍ୟରେ ଦୈନିକ ସଂକ୍ରମଣ…

ଦ୍ୱିତୀୟ ଡୋଜ ଟିକା ନେଇଥିଲେ ବି ବଢୁଛି ସଂକ୍ରମଣ: ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଜମ୍ମୁ,୭ ।୧୧: ଜମ୍ମୁ-କଶ୍ମୀରରେ ବିଭିନ୍ନ ପ୍ରକାର ଉତ୍ସବ ପାଳନ ସମୟରେ କୋଭିଡ ଏସ୍‌ଓପିର ଅବମାନନା କରିବା ଏବେ ମହଙ୍ଗା ପଡିଛି । ନୂଆ ସଂକ୍ରମିତଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ପରିବାର ସଂକ୍ରମିତ ହେଉଥିବା ଦେଖାଯାଇଛି । ଜମ୍ମୁ ସହରର ସରୱାଲ ଓ ସଞ୍ଜୟ…

ରାଜ୍ୟରେ ଆଖି ବୁଜିଲେ ଆଉ ୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୫୪ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଅନୁଗୋଳ ଓ କେନ୍ଦ୍ରାପଡାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା…

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୮ କରୋନା ପଜିଟିଭ୍‌

ଭୁବନେଶ୍ୱର,୪।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୯…

ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୫୦କୁ ବୃଦ୍ଧି

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୩୫୦କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?