ଟିକାକରଣ ଯୋଗୁ ଦେଶରେ ସୃଷ୍ଟି ହୋଇଛନ୍ତି ୨ ଭିନ୍ନ ଭିନ୍ନ ବର୍ଗ, କହିଲେ ହାଇକୋର୍ଟ…
କୋଚି,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ମହାମାରୀ ବିରୋଧରେ ଲଢ଼େଇ ଅନ୍ତର୍ଗତ ଟିକାକରଣ ଅଭିଯାନ ଦେଶବ୍ୟାପୀ ଜାରି ରହିଛ। ଏପରିସ୍ଥଳେ କେରଳ ହାଇକୋର୍ଟ କହିଛନ୍ତି ଯେ କେନ୍ଦ୍ର ସରକାରଙ୍କ ଟିକାକରଣ ଯୋଜନା ଦେଶରେ ନାଗରିକଙ୍କ ଦୁଇଟି ଭିନ୍ନ…
ରାଜ୍ୟରେ ୩୨୨ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୭ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୩୫…
ମୃତ୍ୟୁ ସଂଖ୍ୟାରେ ବ୍ରେକ୍…
ନୂଆଦିଲ୍ଲୀ,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୧ ହଜାର ୯୦୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ…
ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୪୦କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରେ ବାଲେଶ୍ୱରରୁ ଜଣେ ଥିବା ବେଳେ ଭୁବନେଶ୍ୱରରୁ ଜଣେ, ଜଗତସିଂହପୁରରୁ ଜଣେ ଏବଂ ପୁରୀରୁ ଜଣଙ୍କର…
ପୁଣି ବଢ଼ିଲା କରୋନା ସଂକ୍ରମଣ: ଆଜି ରାଜ୍ୟରେ ୩୨୭ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୪ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୯୧ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୩୬ ଜଣ ଲୋକାଲ…
୫୦ ଲକ୍ଷ ଟପିଲା କୋଭିଡ୍ ମୃତ୍ୟୁ
ଓ୍ବଶିଂଟନ, ୨।୧୧: ସାରା ବିଶ୍ୱରେ କୋଭିଡ୍-୧୯ ମହାମାରୀ ଜନିତ ମୃତ୍ୟୁସଂଖ୍ୟା ଇତିମଧ୍ୟରେ ୫୦ ଲକ୍ଷ ଅତିକ୍ରମ କରିଛି। ୨ ବର୍ଷରୁ କମ୍ ସଙ୍କଟ କାଳରେ କେବଳ ଦରିଦ୍ର ଦେଶଗୁଡ଼ିକ ଯେ ବିପର୍ଯ୍ୟସ୍ତ ହୋଇଛନ୍ତି ତାହା ନୁହେଁ, ଉନ୍ନତ ସ୍ବାସ୍ଥ୍ୟସେବା ଭିତ୍ତିଭୂମି ଥିତ୍ବା…
ଦିନେ କମିଲେ ପୁଣି ବଢୁଛି…
ନୂଆଦିଲ୍ଲୀ,୨।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ତଳମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାର ୪୨୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୪୪୩ ଜଣଙ୍କ…
ଘର ଘର ବୁଲି ଟିକା…
ନୂଆଦିଲ୍ଲୀ,୨।୧୧: କରୋନା ମହାମାରୀ ଲଢ଼େଇରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘର ଘର ବୁଲି ଟିକା ଦାନ ଅଭିଯାନ ଆରମ୍ଭ କରୁଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କ ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ମେଗା ଟିକାଦାନ ଅଭିଯାନ ନେଇ ସ୍ବତନ୍ତ୍ର ଯୋଜନା…
ଏହି ସ୍ଥାନରେ ଆଜିଯାଏ ପହଞ୍ଚିପାରିନି କରୋନା ଭାଇରସ୍
କରୋନା ଭାଇରସ୍ ସମଗ୍ର ବିଶ୍ୱରେ ହଟଚମଟ ସୃଷ୍ଟି କରିଛି। ଏହି ମହାମାରୀ ଯୋଗୁ ବିଶ୍ୱରୁ ଲକ୍ଷ ଲକ୍ଷ ଲୋକଙ୍କର ମୃତ୍ୟୁ ଘଟିଛି। ମହାମାରୀର ମୁକାବିଲା ପାଇଁ ଦୁନିଆର ଅନେକ ଦେଶକୁ ଲକ୍ଡାଉନ୍ ବି କରାଯାଇଥିଲା। ଯେଉଁଥିପାଇଁ ଲୋକଙ୍କୁ ନିଜ ଘରେ ରହିବାକୁ…
କୋଭାକ୍ସିନ୍କୁ ଅଷ୍ଟ୍ରେଲିଆରେ ମଞ୍ଜୁରୀ…
ସିଡ୍ନୀ/ନୂଆଦିଲ୍ଲୀ,୧।୧୧: ଭାରତରେ ତିଆରି ହୋଇଥିବା କରୋନା ଟିକା କୋଭାକ୍ସିନ୍କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ଅନୁମୋଦନ ମିଳିପାରିନାହିଁ। କିନ୍ତୁ ଅଷ୍ଟ୍ରେଲିଆ ସରକାର ଏହାକୁ ଅନୁମୋଦିତ ଟିକା ତାଲିକାରେ ଅନ୍ତର୍ଭୁକ୍ତ କରିଛନ୍ତି। ଯାତ୍ରୀଙ୍କ ଟିକାକରଣ ସ୍ଥିତି ପାଇଁ ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ…
ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୩୬କୁ ବୃଦ୍ଧି
ଭୁବନେଶ୍ୱର,୧ା୧୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟା ମଧ୍ୟ ଦିନେ ବଢ଼ିଲେ ଦିନେ କମୁଛି। ଆଜି ଆଉ ୩ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…
ତଳମୁହାଁ ମହାମାରୀ ସଂକ୍ରମଣ…
ନୂଆଦିଲ୍ଲୀ,୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ତଳମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୨ ହଜାର ୫୧୪ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୫୧ ଜଣଙ୍କ…
Archives


