କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୩୧୬ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ୩୧୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୧,୭୭୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୮୬ ଜଣ ଚିହ୍ନଟ ହୋଇଥିବା…
ଅନାଥ ଶିଶୁଙ୍କ ଥଇଥାନ ରିପୋର୍ଟ ଲୋଡିଲେ ସୁପ୍ରିମ୍କୋର୍ଟ, ସମସ୍ତ ରାଜ୍ୟକୁ ନୋଟିସ୍…
ନୂଆଦିଲ୍ଲୀ,୩୧।୧୦: କରୋନା ମହାମାରୀ ଯୋଗୁ ଅନାଥ ହୋଇଥିବା ଶିଶୁମାନଙ୍କର ଥଇଥାନ ରିପୋର୍ଟ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ଲୋଡା ଯାଇଛି। ସୁପ୍ରିମକୋର୍ଟ ରାଜ୍ୟଗୁଡିକରୁ ସ୍ଥିତି ସମ୍ପର୍କରେ ରିପୋର୍ଟ ସମସ୍ତ ରାଜ୍ୟ ସରକାର ଏବଂ କେନ୍ଦ୍ରଶାସିତ ଅଞ୍ଚଳରୁ ଲୋଡ଼ିଛନ୍ତି। ଏନେଇ ଶୀର୍ଷକୋର୍ଟଙ୍କ ପକ୍ଷରୁ ନୋଟିସ୍ ଜାରି…
୧୨ ହଜାର ବାୟୁସେନା କର୍ମଚାରୀଙ୍କ ଚାକିରି ଯିବ, ନେଇ ନାହାନ୍ତି କରୋନା ଟିକା…
ଓ୍ବାଶିଂଟନ,୩୧।୧୦: ଆମେରିକାର ୧୨ ହଜାର ବାୟୁସେନା କର୍ମଚାରୀଙ୍କୁ ଚାକିରିରୁ ବାହାର କରିବାକୁ ଯୋଜନା ଆରମ୍ଭ ହୋଇଛି। ସମ୍ପୃକ୍ତ କର୍ମଚାରୀମାନେ କରୋନା ଟିକା ନେଇ ନଥିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବା କୁହାଯାଉଛି। ଆମେରିକାର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କରୋନା ଟିକା ନେବାକୁ…
ଆମେରିକା-ବ୍ରାଜିଲ-ସୌଦି ମୁଣ୍ଡରେ ଅଠା ବୋଳିଲା ଚାଇନା…
ବେଜିଂ,୩୧।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ କରୋନା ମହାମାରୀର ଉତ୍ପତ୍ତି ନେଇ ଚାଇନା ଅନ୍ୟ ମୁଣ୍ଡରେ ଅଠା ବୋଳିବା ଲାଗି ଅଣ୍ଟା ଭିଡ଼ିଛି। ଆମେରିକା ତଦନ୍ତକାରୀ ସଂସ୍ଥା ପକ୍ଷରୁ କରୋନା ସୃଷ୍ଟି ଆଉ କେବେ ଜଣାପଡ଼ିବ ନାହି…
ପୁଣି ବଢ଼ିଲା କରୋନା ସଂକ୍ରମଣ: ଆଜି ରାଜ୍ୟରେ ୪୮୮ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୪୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୨୮୫ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୦୩ ଜଣ ଲୋକାଲ…
ସୁସ୍ଥତା ହାର ୯୮.୨୦ ପ୍ରତିଶତ…
ନୂଆଦିଲ୍ଲୀ,୩୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୨ ହଜାର ୮୩୦ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୪୪୬ ଜଣଙ୍କ…
୫ରୁ ୧୧ ବର୍ଷର ପିଲା ନେବେ ଫାଇଜର ଟିକା
ଓ୍ବାଶିଂଟନ, ୩୧।୧୦: ଆମେରିକାର ଖାଦ୍ୟ ଓ ଔଷଧ ପ୍ରଶାସନ (ଏଫ୍ଡିଏ) ଫାଇଜର-ବାୟୋଏନ୍ଟେକ୍ ପ୍ରସ୍ତୁତ କୋଭିଡ୍ ଟିକାକୁ ୫ରୁ ୧୧ ବର୍ଷ ବୟସ ବର୍ଗର ପିଲାମାନଙ୍କ ନିମନ୍ତେ ଜରୁରୀ ବ୍ୟବହାର ପାଇଁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହି ବୟସବର୍ଗର ପିଲାଙ୍କୁ କୋଭିଡ୍ ସଂକ୍ରମଣରୁ…
ବଢୁଛି କରୋନା ସଂକ୍ରମଣ : ନିୟମ କଡ଼ାକଡ଼ି କରିବାକୁ ସରକାରଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ,୩୦ା୧୦: ଆସାମ ଏବଂ ପଶ୍ଚିମବଙ୍ଗରେ କରୋନା ସଂକ୍ରମଣ ବଢୁଛି। ସାପ୍ତାହିକ ସଂକ୍ରମଣ ହାର ବୃଦ୍ଧି ହେବାର ଲକ୍ଷଣକୁ ସୂଚାଇ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ କୋଭିଡ୍ ନିୟମକୁ କଡ଼ାକଡ଼ି ଲାଗୁ କରିବାକୁ କହିଛନ୍ତି। କେବଳ ଏତିକି ନୁହେଁ, ପ୍ରତିଷେଧକ ପଦକ୍ଷେପଗୁଡ଼ିକର ସମୀକ୍ଷା…
ଉଭୟ ଡୋଜ୍ ବି କରୋନାରୁ ସୁରକ୍ଷା ଦେବାରେ ବିଫଳ, ଲାସେଣ୍ଟ୍ ରିପୋର୍ଟ…
ଲଣ୍ଡନ/ନୂଆଦିଲ୍ଲୀ,୩୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଦୀପାବଳି ପୂର୍ବରୁ ଦେଶରେ ପୁଣି ଥରେ କରୋନା ସଂକ୍ରମଣର ଘଟଣା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି। ସେମାନେ…
ରହସ୍ୟରେ ରହିଯିବ କରୋନା ଉତ୍ପତ୍ତି, ଆମେରିକା ବି ପଛେଇଲା…
ଓ୍ବାଶିଂଟନ,୩୦।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ରୁଷିଆ ଏବଂ ଚାଇନାରେ ସଂକ୍ରମଣ ବଢୁଥିବାରୁ ପୁଣି ଲକ୍ ଡାଉନ୍ ଘୋଷଣା କରାଯାଇଛି। କରୋନା ସଂକ୍ରମଣ କିଭଳି ବ୍ୟାପିଲା ଏବଂ ଏହାର ଉତ୍ପତ୍ତି ହେଲା କିପରି ତାହା ବୋଧହୁଏ ରହସ୍ୟରେ ରହିଯିବ…
ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୨୯ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଦୁଇ ଜଣ ରହିଥିବା ବେଳେ ନୟାଗଡ ଓ କଟକରୁ…
Archives


