କେରଳ ଯୋଗୁ ବଢୁଛି ଦୈନିକ ସଂକ୍ରମଣ-ମୃତ୍ୟୁସଂଖ୍ୟା…
ନୂଆଦିଲ୍ଲୀ,୨୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୪ ହଜାର ୩୦୬ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ…
ଆଜି ରାଜ୍ୟରୁ ୪୨୫ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୧ ପିଲା
ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ୪୨୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୮,୮୩୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୪୯ ଜଣ ଚିହ୍ନଟ ହୋଇଥିବା…
ସୋଲାର ଗନ୍ ଶତ୍ରୁଙ୍କୁ ଚିହ୍ନଟ କରି ନିପାତ କରିବ…
ନୂଆଦିଲ୍ଲୀ,୨୪।୧୦: ଏଲ୍ଓସିରେ ପାକିସ୍ତାନ ଏବଂ ଏଲ୍ଏସିରେ ଚାଇନା ଭାରତ ପାଇଁ ସମସ୍ୟା ସୃଷ୍ଟି କରିବା ଜାରି ରଖିଛନ୍ତି। ତେବେ ଏଣିକି ସୀମାକୁ ସୁରକ୍ଷିତ ରଖିବା ସହଜ ହୋଇପାରିବ। ସୋଲାର ଗନ୍ ଦ୍ୱାରା ଶତ୍ରୁଙ୍କୁ ସହଜରେ ଚିହ୍ନଟ କରାଯାଇ ନିପାତ କରାଯାଇ ପାରିବ।…
ତୃତୀୟ ଲହର ଆଶଙ୍କା, ୭ ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି…
ନୂଆଦିଲ୍ଲୀ,୨୪।୧୦: କରୋନା ସଂକ୍ରମଣ ଘଟଣା ହଠାତ୍ ବୃଦ୍ଧି ପାଇବାରେ ଲାଗିଛି। ଏହାର ସର୍ବାଧିକ ପ୍ରଭାବ ପଶ୍ଚିମବଙ୍ଗ ସମେତ ୭ଟି ରାଜ୍ୟରେ ଦେଖିବାକୁ ମିଳୁଛି। ଏହାର କାରଣ ନିକଟରେ ଶେଷ ହୋଇଥିବା ପାର୍ବଣ ବୋଲି ଅନୁମାନ କରାଯାଉଛି। ପଶ୍ଚିମବଙ୍ଗରେ ଶନିବାର ୯୭୪ ନୂଆ…
୫୦୦ ଉପରେ ଦୈନିକ ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୨୪।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୫ ହଜାର ୯୦୬ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ…
ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୦୯ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କେନ୍ଦୁଝରରୁ ୨, କଳାହାଣ୍ଡି ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର…
ବଢୁଛି ପିଲାଙ୍କ ଚିନ୍ତା; ଆଜି ୭୮ ଛୁଆ ପଜିଟିଭ୍
ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୮ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୨୬୦ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୮୭…
ପିଲାଙ୍କ ପାଇଁ ଫାଇଜର ୯୦.୭% ଫଳପ୍ରଦ
ଓ୍ବାଶିଂଟନ୍, ୨୪ା୧୦: ୫ରୁ ୧୧ ବର୍ଷର ପିଲାଙ୍କ ପାଇଁ ଫାଇଜର କରୋନା ଟିକା ୯୦.୭ ପ୍ରତିଶତ ପ୍ରଭାବଶାଳୀ ବୋଲି ଫାଇଜର ଏବଂ ବାୟୋଏନ୍ଟେକ୍ ପକ୍ଷରୁ ଦାବି କରାଯାଇଛି। ଆସନ୍ତା ୨୬ରେ ଫୁଡ୍ ଆଣ୍ଡ୍ ଡ୍ରଗ୍ ଆଡମିନିଷ୍ଟ୍ରେଶନ(ଏଫ୍ଡିଏ)ର ବୈଠକ ଥିବାବେଳେ ଏହା ପୂର୍ବରୁ…
ଫେରୁଛି କରୋନା: ବେଜିଂ ସମେତ ଚାଇନାର ଅଧିକାଂଶ ଅଞ୍ଚଳରେ ବଢୁଛି ସଂକ୍ରମଣ
ବେଜିଂ,୨୪ ।୧୦: ଚାଇନର ରାଜଧାନୀରେ ଶନିବାର ୧୯ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ପୁଣିଥରେ କରୋନାକୁ ନେଇ ଚିନ୍ତା ବଢି ଯାଇଛି । ଦେଶରେ ପୁଣିଥରେ କରୋନା ଫେରୁଥିବା ଦେଖି ଅଧିକାରୀମାନେ ଯାଞ୍ଚ ବଢାଇ ଦେବା ସହ ହୋଟେଲ…
ସତର୍କ ସୂଚନା, କରୋନା ମହାମାରୀ ପ୍ରଭାବରେ ଭାରତୀୟଙ୍କ ହାରାହାରି ବୟସ କମିଛି ୨ ବର୍ଷ…
ନୂଆଦିଲ୍ଲୀ,୨୩।୧୦: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତୀୟଙ୍କ ଜୀନଧାରଣ ବୟସ ହାରାହାରି ୨ ବର୍ଷ କମିଛି। ଏନେଇ ଏନେଇ ଏକ ଅନ୍ତର୍ଜାତୀୟ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ପୃଥିବୀରେ ଇତି ମଧ୍ୟରେ କରୋନାରେ ଆକ୍ରାନ୍ତ ହୋଇ ୫୦ ଲକ୍ଷରୁ ଅଧିକ ଲୋକଙ୍କ ମୃତ୍ୟୁ…
ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୩୦୫କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ ରହିଥିବା ବେଳେ ପୁରୀ, ଅନୁଗୋଳରୁ ଜଣେ ଲେଖାଏ ରହିଛନ୍ତି ।
ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୭୫ ଛୁଆ କରୋନା ସଂକ୍ରମିତ
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ୪୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୨୫୩ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୮୮ ଜଣ ଲୋକାଲ…
Archives


