କରୋନା ଭାଇରସ୍‌

ଦୈନିକ ମୃତ୍ୟୁ ସଂଖ୍ୟା ୬୬୬ ଛୁଇଁଲା…

ନୂଆଦିଲ୍ଲୀ,୨୩।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୬ ହଜାର ୩୨୬ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ…

ଟିକାକରଣ: ଭାରତ ବନାମ ଅବଶିଷ୍ଟ ବିଶ୍ୱ

ନୂଆଦିଲ୍ଲୀ,୨୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭାରତର କରୋନା ନିରୋଧୀ ଟିକାକରଣ ସଫଳତା ବଖାଣିବାକୁ ଯାଇ ବିରୋଧୀଙ୍କୁ ସମାଲୋଚନା କରିଛନ୍ତି। ସରକାରଙ୍କ ସାମର୍ଥ୍ୟକୁ ନେଇ ପ୍ରଶ୍ନ କରୁଥିବା ଲୋକଙ୍କୁ ଉପଯୁକ୍ତ ଜବାବ ମିଳିଥିବା ସେ କହିଛନ୍ତି। କଂଗ୍ରେସ ମତରେ ମୋଦି ଓ…

ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୦୧ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ…

ରାଜ୍ୟରେ ଉପରମୁହାଁ ସଂକ୍ରମଣ; ପିଲାଙ୍କ ପାଇଁ ବଢୁଛି ଚିନ୍ତା

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି। ଶୁକ୍ରବାର ରାଜ୍ୟରେ ୪୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୨ କ୍ୱାରାଣ୍ଟାଇନ୍‌ରୁ…

ଭାରତକୁ ଶୁଭେଚ୍ଛା ଜଣାଇଲା ଡବ୍ଲୁଏଚଓ

ଜେନେଭା,୨୧ ।୧୦: ଦେଶରେ କରୋନା ମହାମାରୀ ସହ ଲଢିବାକୁ ଦିଆଯାଉଥିବା ଟିକା ଗୁରୁବାର ୧୦୦କୋଟି ଅତିକ୍ରମ କରିଛି । ଏହି ଅବସରରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ)ର ମୁଖ୍ୟ ତେଦ୍ରୋସ ଅଧାନୋମ ଗେବ୍ରେୟେସସ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଶେଷଜ୍ଞ, ସ୍ୱାସ୍ଥ୍ୟକର୍ମୀ ଓ…

ସ୍କୁଲ ପିଲାଙ୍କୁ ହୋମିଓପ୍ୟାଥି ଇମ୍ୟୁନିଟି ବୁଷ୍ଟର ଦେବା ପ୍ରସ୍ତାବ, ବିରୋଧ କରି ହାଇକୋର୍ଟର ଦ୍ୱାରସ୍ଥ ହେଲେ ଡାକ୍ତର…

ଥିରୁଭାନନ୍ତପୁରମ୍‌,୨୧।୧୦: ସ୍କୁଲ ପିଲାଙ୍କୁ କରୋନା ମହାମାରୀ ଲଢ଼େଇରେ ହୋମିଓପ୍ୟାଥି ଇମ୍ୟୁନିଟି ବୁଷ୍ଟର ଦିଆଯିବା ପ୍ରସ୍ତାବକୁ ବିରୋଓ କରି କେରଳର ଜଣେ ଡାକ୍ତର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଡାକ୍ତଙ୍କ ପକ୍ଷରୁ ଦାଖଲ ହୋଇଥିବା ଆବେଦନରେ ଉଲ୍ଲେଖ କରାଯାଇଛି ଯେ, ଆର୍ସେନିକମ୍‌ ଅଲବମ୍‌-୩୦ ସିଏଚ୍‌…

ଅରୁଣ ନେଲେ ୧୦୦ କୋଟି ତମ ଟିକା, ପ୍ରଧାନମନ୍ତ୍ରୀଙ୍କ ସହ ସେଲ୍‌ଫି ନେଇ ନ ଥିବାରୁ ଦୁଃଖିତ…

ନୂଆଦିଲ୍ଲୀ,୨୧।୧୦: ଭାରତ ଟିକାକରଣରେ ନୂଆ ଇତିହାସ ରଚିଛି। ଦେଶରେ ଇତିମଧ୍ୟରେ ୧୦୦ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି। ଦେଶରେ ୧୦୦ କୋଟିତମ ଟିକା ନେଇଥିବା ବ୍ୟକ୍ତି ହେଉଛନ୍ତି ବାରାଣସୀର ଅରୁଣ ରାୟ। ସେ ଦିଲ୍ଲୀର ରାମ ମନୋହର ହସ୍ପିଟାଲରେ ଏହି…

କରୋନା ଟିକାକରଣରେ ଭାରତ ରଚିଲା ଇତିହାସ: ଟପ୍ ୧୦ରେ ରହିଲେ ଏହିସବୁ ରାଜ୍ୟ

ନୂଆଦିଲ୍ଲୀ,୨୧ ।୧୦: କରୋନା ମହାମାରୀକୁ ଦୂରେଇବା ପାଇଁ ଦେଶରେ ଆରମ୍ଭ କରାଯାଇଥିବା ଟିକାକରଣ କାର୍ଯ୍ୟକ୍ରମ ଇତିହାସ ରଚିଛି । ଜାନୁୟାରୀ ୧୬ରୁ ଆରମ୍ଭ କରାଯାଇଥିବା ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଅକ୍ଟୋବର ଶେଷ ଅର୍ଥାତ୍ ୨୧ ତାରିଖ ସୁଦ୍ଧା ଏହା ୧୦୦ କୋଟି…

ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୨୯୮ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…

ପୁଣି ୧୮ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୮ ହଜାର ୪୫୪ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୬୦…

ରାଜ୍ୟରେ ବଢୁଛି ପିଲାଙ୍କ ଚିନ୍ତା

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି। ରାଜ୍ୟରେ ଗୁରୁବାର ୫୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୩୦୮…

ଇତିହାସ ରଚିଲା ଭାରତ, ୧୦୦ କୋଟି ଟପିଲା ଟିକାକରଣ…

ନୂଆଦିଲ୍ଲୀ,୨୧।୧୦: ଭାରତ ଟିକାକରଣରେ ନୂଆ ଇତିହାସ ରଚିଛି। ଦେଶରେ ଇତିମଧ୍ୟରେ ୧୦୦ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି। ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ଡ.ମନସୁଖ ମାଣ୍ଡବ୍ୟ ଗୁରୁବାର ଟୁଇଟ୍‌ କରି ସୂଚନା ଦେଇଛନ୍ତିି।ଟିକାକରଣ ଅଭିଯାନରେ ଭାରତ ଇତିହାସ ରଚିବା ସହିତ ୧୦୦ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?