ଟିକାକରଣରେ ରେକର୍ଡ ପରେ ଲାଲକିଲାରେ ଉଡିବ ତ୍ରିରଙ୍ଗା
ନୂଆଦିଲ୍ଲୀ,୨୧ ।୧୦: କରୋନା ଟିକାକରଣରେ ସରକାର କେର୍ଡ କରିବାକୁ ଯାଉଛନ୍ତି । ଗୁରୁବାର ଦେଶରେ ୧୦୦କୋଟି ଟିକାକରଣ ପୂରଣ ହେବା ପରେ ମୋଦି ସରକାର ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରିଥିବା ଜଣାପଡିଛି । ପ୍ରଥମେ ଏହି ଅବସରରେ ଦିଲ୍ଲୀର ଲାଲ କିଲାରେ…
ରାଜ୍ୟରେ କରୋନା ନେଲା ୨ ଜୀବନ
ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୨୯୬ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଜଗତସଂହପୁର ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…
ରାଜ୍ୟରେ ପୁଣି ବଢିଲା ସଂକ୍ରମଣ
ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି। ରାଜ୍ୟରେ ବୁଧବାର ୫୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୧ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୩୨୧ କ୍ୱାରାଣ୍ଟାଇନ୍ରୁ…
ହାରୁଛି କରୋନା, ସୁସ୍ଥତା ହାର ୯୮.୧୫ ପ୍ରତିଶତ…
ନୂଆଦିଲ୍ଲୀ,୨୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଧୀରେଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୪ ହଜାର ୬୨୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୯୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର…
ଭାରତ ଇତିହାସ ରଚିବା ଦ୍ୱାରଦେଶରେ, ୯୯ କୋଟିରୁ ଅଧିକ ଟିକାକରଣ…
ନୂଆଦିଲ୍ଲୀ,୧୯।୧୦: ଭାରତ ନୂଆ ଇତିହାସ ରଚିବାର ଦ୍ୱାରଦେଶରେ ଠିଆ ହୋଇଛି। ଦେଶରେ ଇତିମଧ୍ୟରେ ୯୯ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି। ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ଡ.ମନସୁଖ ମାଣ୍ଡବ୍ୟ ମଙ୍ଗଳବାର ଟୁଇଟ୍ କରି ସୂଚନା ଦେଇଛନ୍ତିି। ଟିକାକରଣ ଅଭିଯାନରେ ଭାରତ ଇତିହାସ ରଚିବା…
ପୁଣି ଏନ୍ତୁଡ଼ିଶାଳକୁ ଫେରିଲା କରୋନା, ଲକଡାଉନ୍ ଜାରି…
ବେଜିଂ,୧୯।୧୦: କରୋନାର ଏନ୍ତୁଡ଼ିଶାଳ ପାଲଟି ଥିବା ଚାଇନାରେ ପୁଣି ସଂକ୍ରମଣ ଆରମ୍ଭ ହୋଇଛି। ଏହାକୁ ସୃଷ୍ଟରେ ରଖି ଉତ୍ତର ସୀମାବର୍ତ୍ତୀ ସହରରେ ଆଶିଂକ ଲକଡାଉନ୍ ଜାରି ହୋଇଛି। ମଙ୍ଗୋଲିଆ ଅଞ୍ଚଳରେ ବସବାସ କରୁଥିବା ୭୬ ହଜାର ଲୋକଙ୍କୁ ଘରୁ ନ ବାହାରିବାକୁ…
ତୃତୀୟ ଲହର ଆସିବା ଆଶଙ୍କା କ୍ଷୀଣ !…
ନୂଆଦିଲ୍ଲୀ,୧୯।୧୦: ଦେଶରେ ଧୀରେ ଧୀରେ କରୋନା ମହାମାରୀ ଆତଙ୍କ କମିବାରେ ଲାଗିଛି। ପୂର୍ବରୁ ତୃତୀୟ ଲହର ଆସିବା ନେଇ କୁହାଯାଉଥିଲା। ମାତ୍ର ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମୁଥିବାରୁ ତୃତୀୟ ଲହର ଆଶଙ୍କା ଆସିବାର ଆଶଙ୍କା କ୍ଷୀଣ ହେବାରେ…
ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୨୯୪ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କଟକ ଓ ଜଗତ୍ସିଂହପୁରରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ…
ରାଜ୍ୟରେ ଉପରମୁହାଁ ସଂକ୍ରମଣ: ବଢୁଛି ପିଲାଙ୍କ ଚିନ୍ତା
ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ପୁଣି ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ ହେଉଛି। ରାଜ୍ୟରେ ମଙ୍ଗଳବାର ୫୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୩୨୪ କ୍ୱାରାଣ୍ଟାଇନ୍ରୁ…
ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍…
ନୂଆଦିଲ୍ଲୀ,୧୯।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ୮ ମାସ ପରେ ଦୈନିକ ସଂକ୍ରମଣ ୧୪ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…
ତରବରରେ ତିଆରି ହୋଇନି ତ କୋଭାକ୍ସିନ: ଡବ୍ଲୁଏଚଓ ମାଗିଲା ଅଧିକ ତଥ୍ୟ
ଜେନେଭା,୧୯ ।୧୦: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ପ୍ରସ୍ତୁତ ହୋଇଛି ଟିକା । ହେଲେ ଏବେ ଏହି ଟିକାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ଭାରତ ବାୟୋଟେକକୁ ଏହାଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକା ଉପରେ ଆହୁରି…
ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୯୦କୁ ବୃଦ୍ଧି
ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି। ଆଜି ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
Archives


