କରୋନା ଭାଇରସ୍‌

ରାଜ୍ୟ ସରକାରଙ୍କୁ ରାସ୍ତାରେ ବୁଲୁଥିବା ବେଘର-ରୋଗାକ୍ରାନ୍ତଙ୍କ ରିପୋର୍ଟ ତଲବ…

ଚେନ୍ନାଇ,୧୪।୧୦: ରାସ୍ତାରେ ବୁଲୁଥିବା ବେଘର ମାନସିକ ରୋଗୀ ତଥା ରୋଗାକ୍ରାନ୍ତଙ୍କ ରିପୋର୍ଟ ସରକାରଙ୍କୁ ତଲବ କରିଛନ୍ତି ମାଡ୍ରାସ୍‌ ହାଇକୋର୍ଟ। ଏହା ସହିତ ସରକାରୀ ଆଶ୍ରୟ ଶିବିରର ନବୀକରଣ ଏବଂ ନିର୍ମାଣ ସମ୍ପର୍କିତ ସବିଶେଷ ତଥ୍ୟ ରାଜ୍ୟ ସରକାରଙ୍କଠାରୁ ମାଗିଛନ୍ତି। ଏସବୁ ଲୋକଙ୍କୁ…

ରାଜ୍ୟରୁ ପୁଣି ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୨୭୪କୁ ବୃଦ୍ଧି ପାଇଛି। ୬ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩ଜଣ ରହିଥିବା ବେଳେ ଭଦ୍ରକ, କଟକ, ଯାଜପୁର ଜିଲାରୁ ଜଣେ ଲେଖାଏ…

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୬୫ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହେଉଛି। ରାଜ୍ୟରେ ଗୁରୁବାର ୫୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ। ଆକ୍ରାନ୍ତଙ୍କ ମଧ୍ୟରୁ ୩୦୮…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୪।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…

କରୋନା ମୃତକ ବିପିଏଲ୍ ପରିବାରକୁ ମାସକୁ ୫ ହଜାର ଟଙ୍କା ସହାୟତା

ଥିରୁଭାନନ୍ତପୁରମ,୧୪ ।୧୦: କରୋନା ମହାମାରୀ ଅନେକ ପରିବାରରେ ଲୁହ ଭରିଦେଇଛି । ଏସବୁ କ୍ଷତକୁ ପୂରଣ କରିବାକୁ ଏବେ ସରକାର ସାମାନ୍ୟ ପ୍ରୟାସ କରିଛନ୍ତି । ମିଳିଥିବା ସୂଚନାରୁ ଜଣାପଡିଛି କି କରୋନାରେ ପୀଡ଼ିତ ହୋଇ ମୃତ୍ୟୁ ଘଟିଥିବା ବିପିଏଲ୍ ପରିବାରର…

ବ୍ରିଟେନରୁ ଭାରତ ଆସୁଥିବା ଯାତ୍ରୀଙ୍କ ପାଇଁ ସରକାର ବଦଳାଇ ଦେଲେ ଟ୍ରାଭେଲ ଆଡଭାଇଜରୀ

ନୂଆଦିଲ୍ଲୀ,୧୩ ।୧୦: ବ୍ରିଟେନରୁ ଆସୁଥିବା ଯାତ୍ରୀଙ୍କ ପାଇଁ ସରକାର ଲଗାଇଥିବା ଅତିରିକ୍ତ ଯାଞ୍ଚ ଓ ଅନ୍ୟ କରୋନା ସମ୍ବନ୍ଧିୟ କଟକଣାକୁ ନେଇ ଜାରି କରାଯାଇଥିବା ଆଡଭାଇଜରିକୁ ଫେରାଇ ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ମନ୍ତ୍ରଣାଳୟ…

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୧୩।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…

କରୋନାରେ ମୃତକଙ୍କ ପରିବାରକୁ ପଞ୍ଜାବ ସରକାର ଦେବେ ଆର୍ଥିକ ସହାୟତା

ଚଣ୍ଡିଗଡ଼,୧୩ ।୧୦ : ପଞ୍ଜାବ ସରକାର କରୋନା ଭାଇରସ ଯୋଗୁ ଯେଉଁମାନଙ୍କର ମୃତ୍ୟୁ ହୋଇଛି ସେମାନଙ୍କ ପରିଜନଙ୍କୁ ଆର୍ଥିକ ସହାୟତା ସ୍ୱରୂପ ୫୦ ହଜାର ଟଙ୍କା ଯୋଗାଇ ଦେବାକୁ ଘୋଷଣା କରିଛନ୍ତି । କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶ…

୨ ରୁ ୧୮ ବର୍ଷ ବୟସ୍କ ପିଲାଙ୍କୁ ଦିଆଯିବ କୋଭାକ୍ସିନ୍‌ ଟିକା…

ନୂଆଦିଲ୍ଲୀ,୧୨।୧୦: କରୋନା ମହାମାରୀ ବିରୋଧରେ ଜାରି ରହିଥିବା ଲଢ଼େଇ ନେଇ ଦିଲ୍ଲୀରୁ ଖୁସି ଖବର ଆସିଛି। ଦେଶରେ ଏବେ ୨ ରୁ ୧୮ ବର୍ଷ ବୟସ୍କ ପିଲାଙ୍କୁ କୋଭାକ୍ସିନ୍‌ ଟିକା ଦିଆଯିବ। ଏନେଇ ସେଣ୍ଟାଲ ଡ୍ରଗ୍ସ୍‌ ଷ୍ଟାଣ୍ଡାର୍ଡ କଣ୍ଠ୍ରୋଲ ଅର୍ଗାନାଇଜେଶନ(ସିଡିଏସ୍‌ସିଓ) ବିଶେଷଜ୍ଞ…

ରାଜ୍ୟରୁ ପୁଣି ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୨୬୦କୁ ବୃଦ୍ଧି ପାଇଛି। ୬ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର ଜିଲାରୁ ଜଣେ…

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୬୨ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୫୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୩୦୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୨୧ ଜଣ ଲୋକାଲ…

୬୦ ପ୍ରତିଶତ ଛୋଟ ପିଲା କରୋନା ଆକ୍ରାନ୍ତ, ଆଇସିଏମ୍‌ଆର୍‌ ସେରୋ ସର୍ଭେ ରିପୋର୍ଟ…

ନୂଆଦିଲ୍ଲୀ,୧୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣରେ ବ୍ରେକ୍‌ ଲାଗିଛି। ବିଶେଷଜ୍ଞ ଅକ୍ଟୋବରରେ କରୋନାର ତୃତୀୟ ଲହର ଆସିବାର ଆଶଙ୍କାର ପୂର୍ବାନୁମାନ କରିଥିଲେ। ତେବେ ଏବେ ଏହାର ଆଶଙ୍କା ଧୀରେଧୀରେ କମିବାରେ ଲାଗିଛି। ଏପରିସ୍ଥଳେ ଭାରତୀୟ ମେଡ଼ିକାଲ ରିସର୍ଚ୍ଚ ପରିଷଦ(ଆଇସିଏମ୍‌ଆର୍‌) ପକ୍ଷରୁ ପ୍ରକାଶିିିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?