କରୋନା ଭାଇରସ୍‌

୧୫ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ଏବେ ସରକାରଙ୍କୁ ଘାରିଛି। ଦୈନିକ ସଂକ୍ରମଣ ୧୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

କରୋନା ଭାଇରସ: ତୁର୍କିରେ ସର୍ବାଧିକ ସଂକ୍ରମଣ

ଅଙ୍କାରା,୧୨ ।୧୦: କରୋନା ମହାମାରୀ ସାରା ବିଶ୍ୱରେ ପ୍ରଭାବ ବିସ୍ତାର କରିଥିବା ବେଳେ କେଉଁ କେଉଁ ଦେଶରେ ଏହାର ତୃତୀୟ ଲହର ବି ଦେଖାଦେଇ ସାରିଲାଣି । ତେବେ କରୋନା ସଂକ୍ରମଣରେ ତୁର୍କି ସବୁଠାରୁ ଆଗରେ ରହିଛି । ଏଠାରେ ଦୈନିକ…

ରୁଷିଆ କୋଭିଶିଲ୍ଡ ବ୍ଲୁ ପ୍ରିଣ୍ଟ୍‌ ଚୋରି କରି ପ୍ରସ୍ତୁତ କରିଛି ସ୍ପୁଟନିକ୍‌ !…

ଲଣ୍ଡନ,୧୧।୧୦: ବ୍ରିଟେନ୍‌ ପକ୍ଷରୁ ରୁଷିଆ ବିରୋଧରେ ଗୁୁରୁତର ଅଭିଯୋଗ ଅଣାଯାଇଛି। ବ୍ରିଟେନ କହିଛି ଯେ, ରୁଷିଆ କୋଭିଶିଲ୍ଡ ବ୍ଲୁ ପ୍ରିଣ୍ଟ୍‌ ଚୋରି କରି ପ୍ରସ୍ତୁତ କରିଛି ସ୍ପୁଟନିକ କରୋନା ଟିକା ପ୍ରସ୍ତୁତ କରିଛି। ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା କରୋନା ଟିକା ଏବଂ କୋଭିଶିଲ୍ଡ ବିଷୟରେ…

ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୫୫କୁ ବୃଦ୍ଧି

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୧୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ଏବେ ସରକାରଙ୍କୁ ଘାରିଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୧୯ ହଜାର ତଳେ ରହିଛି। ଗତ…

କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୪୪୮ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୫୯ ଶିଶୁ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ୪୪୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୨,୧୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୫୯ ଜଣ ଚିହ୍ନଟ ହୋଇଥିବା…

ଟିକାକରଣରେ ଇତିହାସ ରଚିବ ଭାରତ: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୧ ।୧୦: ଦେଶରେ କରୋନା ମହାମାରୀକୁ ଦୂରେଇବା ପାଇଁ ଦ୍ରୁତ ଗତିରେ ଚାଲିଛି ଟିକାକରଣ କାର୍ଯ୍ୟକ୍ରମ । ଏବେସୁଦ୍ଧା ଦେଶରେ ଏହି ଟିକାକରଣ ୯୫ କୋଟି ଅତିକ୍ରମ କରିଥିବା ଜଣାପଡିଛି । କୋ-ୱିନ ପୋର୍ଟଲର ସୂଚନା ଅନୁଯାୟୀ ରବିବାର ସନ୍ଧ୍ୟା ୭ଟା…

ଆଉ ୭ ଜଣଙ୍କ ଜୀବନ ନେଲା କରୋନା, କେବଳ ଖୋର୍ଦ୍ଧାରୁ ୫

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ବଢ଼ିଲା ସଂକ୍ରମଣ: ଆଜି ରାଜ୍ୟରୁ ୬୫୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ୬୫୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୧,୬୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୮୦ ଜଣ ଚିହ୍ନଟ ହୋଇଥିବା…

ଦୈନିକ ସଂକ୍ରମଣ ୧୯ ହଜାର ତଳେ…

ନୂଆଦିଲ୍ଲୀ,୧୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ଭିଡ଼କୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଦୈନିକ ସଂକ୍ରମଣ ୧୯ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୮ ହଜାର ୧୬୬ ରେ…

ଟିକାକରଣ ପ୍ରମାଣପତ୍ରରେ ମୋଦିଙ୍କ ଫଟୋ କାହିଁକି, କେନ୍ଦ୍ରକୁ ହାଇକୋର୍ଟଙ୍କ ଜବାବ୍‌ ତଲବ…

ଥିରୁଭାନନ୍ତପୁରମ୍‌,୯।୧୦: କରୋନା ଟିକାକରଣ ପ୍ରମାଣପତ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ରହିଥିବା ସମ୍ପର୍କରେ କେରଳ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତି। କୋଟ୍ଟାୟାମର ବାସିନ୍ଦା ଏମ୍‌. ପିଟର ଅଭିଯୋଗ କରିଛନ୍ତି ଯେ, ଟିକାକରଣ ପ୍ରମାଣପତ୍ର ନାଗରିକଙ୍କ ମୌଳିକ ଅଧିକାରକୁ ଉଲ୍ଲଂଘନ…

୨୦୬ ଦିନ ପରେ ସର୍ବନିମ୍ନ ସକ୍ରିୟ ମାମଲା…

ନୂଆଦିଲ୍ଲୀ,୯।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ଭିଡ଼କୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୯ ହଜାର ୭୪୦ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?