କରୋନା ଭାଇରସ୍‌

ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୩୮କୁ ବୃଦ୍ଧି

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ରାଜ୍ୟରେ କରୋନା ରୋଗୀଙ୍କ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି। ପ୍ରତିଦିନ କୌଣସି ନା କୌଣସି କରୋନା ରୋଗୀଙ୍କ ମୃତ୍ୟୁ ଘଟୁଛି। ଶୁକ୍ରବାର ରାଜ୍ୟରୁ ଆଉ ୪ ଜଣଙ୍କ ଜୀବନ ବି ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୨୦ ହଜାର ତଳେ ରହିବା ପରେ ପୁଣି ବଢ଼ିଛି। ସେହିପରି ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି। ପାର୍ବଣ ଯୋଗୁ ଭିଡ଼କୁ ନେଇ…

ରାଜଧାନୀକୁ ପୁଣି ଫେରିଲା କଣ୍ଟେନ୍‌ମେଣ୍ଟ

ଭୁବନେଶ୍ୱର,୬ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ପୁଣି ଫେରିଛି କଣ୍ଟେନମେଣ୍ଟ। ଫରେଷ୍ଟ ପାର୍କ ଅଞ୍ଚଳର ୫୨ ନମ୍ବର ଓ୍ବାର୍ଡ ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟକୁ କଣ୍ଟେନ୍‌ମେଣ୍ଟ ଘୋଷଣା କରିଛି ବିଏମ୍‌ସି। ଏହି ଆପାର୍ଟମେଣ୍ଟର ୧୦ଟି ଫ୍ଲାଟ୍‌କୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। ସଂପୃକ୍ତ ଅଞ୍ଚଳରୁ…

୨୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୨୦ ହଜାର ତଳେ ରହିଛି। ୨୦୩ ଦିନ ପରେ ଦୈନିକ ସଂକ୍ରମଣ କମି ୧୮ ହଜାର ୮୩୩ ରେ ପହଞ୍ଚିଛି। ଏହି ସମୟ…

ଏଣିକି ଫାଣ୍ଡି ଦାୟିତ୍ୱରେ ରହିବେ ଏସ୍‌ଆଇ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ଓଡ଼ିଶା ପୋଲିସର ୨୧୬ଟି ଫାଣ୍ଡି ଦାୟିତ୍ୱରେ ଏଣିକି ସବ-ଇନ୍ସପେକ୍ଟର (ଏସ୍‌ଆଇ)ମାନେ ରହିବେ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ପୂର୍ବରୁ ସହକାରୀ ସବ-ଇନ୍ସପେକ୍ଟର (ଏଏସ୍‌ଆଇ) ମାନେ ଫାଣ୍ଡି ଦାୟିତ୍ୱରେ ରହୁଥିଲେ। ତେବେ କମିଶନରେଟ ପୋଲିସ ଠାରୁ…

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୫୩ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୪୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୨୬୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୮ ଜଣ ଲୋକାଲ…

ପାର୍ବଣ ଫିକା, ୬୧ ଗାଁରେ ଲକଡାଉନ୍‌…

ଅହମଦନଗର,୫।୧୦: ଆଗକୁ ପାର୍ବଣ। ଏହି ସମୟରେ ଭିଡ଼ର ଆଶଙ୍କା ରହିଛି। ଏପରିସ୍ଥଳେ ମହାରାଷ୍ଟ୍ରରେ ପୁଣେଠାରୁ ପ୍ରାୟ ୧୨୨ କିଲୋମିଟର ଦୂରରେ ଥିବା ଅହମଦନଗର ଜିଲାରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ ଜିଲାର ୧୧ଟି…

୬ ମାସ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ୬ ମାସ ପରେ ଦୈନିକ ସଂକ୍ରମଣ ସର୍ବନିମ୍ନ ରହିଛି। ଲଗାତାର ୪ ଦିନ ଧରି ଦୈନିକ ସଂକ୍ରମଣ କମିବାରେ ଲାଗିଛି। ୨୦୯ ଦିନ ପରେ ଦୈନିକ ସଂକ୍ରମଣ କମି ୧୮ ହଜାର…

ମୃତ୍ୟୁ ପ୍ରମାଣପତ୍ରରେ କୋଭିଡ୍‌ ନ ଥିଲେ ଅଟକିବନି କ୍ଷତିପୂରଣ

ନୂଆଦିଲ୍ଲୀ, ୫।୧୦(ଆଇଏଏନ୍‌ଏସ୍‌): କେନ୍ଦ୍ର ଗାଇଡ୍‌ଲାଇନ ଅନୁଯାୟୀ କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏଁ କ୍ଷତିପୂରଣ ଯୋଗାଇଦେବାକୁ ସୁପ୍ରିମକୋର୍ଟ ସୋମବାର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନର ୩୦ ଦିନ ମଧ୍ୟରେ ସହାୟତା ରାଶି ସେମାନଙ୍କ ପାଖରେ…

ଆବେଦନର ୩୦ ଦିନ ମଧ୍ୟରେ ୫୦ ହଜାର ଟଙ୍କା କରୋନା ମୃତ୍ୟୁ ସହାୟତାକୁ ମଞ୍ଜୁରୀ…

ନୂଆଦିଲ୍ଲୀ,୪।୧୦: କରୋନା ମହାମାରୀ ଯୋଗୁ ମୃତ୍ୟୁ ଘଟିଥିବା ଲୋକଙ୍କ ପରିବାର ସଦସ୍ୟଙ୍କୁ ଆବେଦନ କରିବାର ୩୦ ଦିନ ମଧ୍ୟରେ ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବାକୁ ସୁପ୍ରିମ୍‌କୋର୍ଟଙ୍କ ମଞ୍ଜୁରୀ ମିଳିଛି। କରୋନା ମହାମାରୀ ଯୋଗୁ ମୃତ୍ୟୁ ଘଟିଥିବା ଲୋକଙ୍କ ପରିବାର ସଦସ୍ୟଙ୍କୁ…

ମୃତ୍ୟୁ ସଂଖ୍ୟା-ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୪।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ…

ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୨୦କୁ ବୃଦ୍ଧି

ଭୁବନେଶ୍ୱର,୪।୧୦(ବ୍ୟୁରୋ): ଆଜି ରାଜ୍ୟରୁ ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?