୧ ନଭେମ୍ବରରୁ ଖୋଲିବ ସ୍କୁଲ…
ନୂଆଦିଲ୍ଲୀ,୨୯।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ବନ୍ଦ ରହିଥିବା ସ୍କୁଲ ୧ ନଭେମ୍ବରରୁ ଖୋଲିବ ବୋଲି ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଡିଡିଏମ୍ଏ) ବୁଧବାର ସୂଚନା ଦେଇଛନ୍ତି। ତେବେ ସ୍କୁଲ ଗୁଡ଼ିକ ପ୍ରଯ୍ୟାୟ କ୍ରମେ ଦୁର୍ଗାପୂଜା ଛୁଟି ପରେ ଖୋଲାଯିବ। ସମ୍ପ୍ରତି…
ରେକର୍ଡ କଲା ଭାରତ, ପ୍ରତି ୪ ଜଣରେ ଜଣଙ୍କୁ ଟିକା…
ନୂଆଦିଲ୍ଲୀ,୨୯।୯: କରୋନା ମହାମାରୀ ବିରୋଧରେ ଜାରି ରହିଥିବା ଲଢ଼େଇରେ ଭାରତ ନୂଆ ରେକର୍ଡ କରିଛି। ଦେଶର ପ୍ରତି ୪ ଜଣରେ ଜଣଙ୍କୁ ଟିକାଦାନ କରାଯାଇଛି। ୨୪.୮ ପ୍ରତିଶତ ଲୋକଙ୍କୁ ଟିକାର ଉଭୟ ଡୋଜ୍ ପ୍ରଦାନ କରାଯାଇଛି। ଅପରପକ୍ଷରେ ୪୩.୫ ପ୍ରତିଶତ ଲୋକଙ୍କୁ…
ବୋର୍ଡିଂ ସ୍କୁଲରେ କରୋନା ଆତଙ୍କ, ୬୦ ଛାତ୍ର ପଜିଟିଭ୍…
ବେଙ୍ଗାଲୁରୁ,୨୯।୯: କର୍ନାଟକର ବେଙ୍ଗାଲୁରୁର ଏକ ବୋର୍ଡିଂ ସ୍କୁଲରେ କରୋନା ଆତଙ୍କ ସୃଷ୍ଟି ହୋଇଛି। ସ୍କୁଲର ୬୦ ଛାତ୍ରଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଛାତ୍ରମାନଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କରୋନା ପଜିଟିଭ୍ ଛାତ୍ରଙ୍କ ମଧ୍ୟରୁ ୨ ଜଣଙ୍କଠାରେ…
ପାର୍ବଣକୁ ଭୟ, କେରଳରେ ସଙ୍କଟ ଜାରି…
ନୂଆଦିଲ୍ଲୀ,୨୯।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଲଗାତାର ୨…
ମାସେ ବଢ଼ିଲା କୋଭିଡ୍ କଟକଣା
ନୂଆଦିଲ୍ଲୀ, ୨୯।୯: କେତେକ ରାଜ୍ୟର ନିର୍ଦ୍ଦିଷ୍ଟ ଅଞ୍ଚଳରେ କରୋନା ସଂକ୍ରମଣ ବଢ଼ୁତ୍ଥିବାରୁ ଜନସ୍ବାସ୍ଥ୍ୟ ପାଇଁ ଏହା ବଡ଼ ଚ୍ୟାଲେଞ୍ଜ ହୋଇ ରହିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କୋଭିଡ୍ କଟକଣାକୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଅକ୍ଟୋବର ପାର୍ବଣ…
କୋଭାକ୍ସିନ୍କୁ ସ୍ବୀକୃତି ପ୍ରସଙ୍ଗ, ଅଧିକ ତଥ୍ୟ ଲୋଡ଼ିଲା ଡବ୍ଲ୍ୟୁଏଚ୍ଓ…
ଜେନେଭା,୨୮।୯: ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଟିକା କୋଭାକ୍ସିନ୍କୁ ସ୍ବୀକୃତି ଦେବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଅଧିକ ତଥ୍ୟ ଲୋଡ଼ା ଯାଇଛି। କୋଭାକ୍ସିନ୍କୁ ଜରୁରୀକାଳୀନ ସ୍ଥିତିରେ ବ୍ୟବହାର କରିବା ଲାଗି ଅଧିକ ତଥ୍ୟ ଆବଶ୍ୟକ ବୋଲି ଡବ୍ଲ୍ୟୁଏଚ୍ଓ…
ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୮।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୧୮୭କୁ ବୃଦ୍ଧି ପାଇଛି। ୭ ମୃତକଙ୍କ ମଧ୍ୟରେ ଜଗତ୍ସିଂହପୁରରୁ ୨ ଜଣ ଥିବା ବେଳେ ଖୋର୍ଦ୍ଧା, କଟକ, ଗଞ୍ଜାମ, ଯାଜପୁର ଓ…
ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୭୪ ଛୁଆ କରୋନା ସଂକ୍ରମିତ
ଭୁବନେଶ୍ୱର,୨୮।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୫୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୪ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୩୧୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୨୬ ଜଣ ଲୋକାଲ…
୨୦୧ ଦିନ ପରେ ୨୦ ହଜାର ତଳେ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୨୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଲଗାତାର ୩ ଦିନ ଧରି ୩୦…
ଆଉ ୫ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୨୭ା୯(ବ୍ୟୁରୋ): ଆଜି ରାଜ୍ୟରୁ ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୮୦କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…
ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍…
ନୂଆଦିଲ୍ଲୀ,୨୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଲଗାତାର ୩ ଦିନ ଧରି ୩୦…
ଆଜି ରାଜ୍ୟରୁ ୪୪୪ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୫୯ ଶିଶୁ
ଭୁବନେଶ୍ୱର,୨୭।୯(ବ୍ୟୁରୋ): ସୋମବାର ରାଜ୍ୟରୁ ୪୪୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୪,୭୬୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୫୮ ଜଣ ଚିହ୍ନଟ…
Archives


