କରୋନା ଭାଇରସ୍‌

ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୪୧କୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୪୧କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି ସୁନ୍ଦରଗଡ଼ରୁ…

ଦିବ୍ୟାଙ୍ଗଙ୍କୁ ଘରେ ଟିକା ଦେବା ମାମଲା, କେନ୍ଦ୍ର ସରକାରଙ୍କୁ ଜବାବ୍‌ ତଲବ…

ନୂଆଦିଲ୍ଲୀ,୨୦।୯: ଦିବ୍ୟାଙ୍ଗଙ୍କୁ ସେମାନଙ୍କ ଘରେ କରୋନା ଟିକା ଦେବା ମାମଲା ନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଜବାବ୍‌ ତଲବ କରାଯାଇଛି। ଏଓ୍ବାରା ଫାଉଣ୍ଡେଶନ ପକ୍ଷରୁ କରାଯାଇଥିବା ଆବେଦନର ଶୁଣାଣି ଦୁଇ ସପ୍ତାହ ପରେ ହେବ ବୋଲି ଶୀର୍ଷ କୋର୍ଟ ସୂଚନା…

ସ୍କୁଲ ଖୋଲିବା ନିର୍ଦ୍ଦେଶ ଜାରି କରିବାକୁ ମନାକଲେ ଏସ୍‌ସି, ରାଜ୍ୟ ସରକାର ଏନେଇ ନିଅନ୍ତୁ ନିଷ୍ପତ୍ତି …

ନୂଆଦିଲ୍ଲୀ,୨୦।୯: ଦେଶରେ ସ୍କୁଲ ଖୋଲିବା ଲାଗି ନିର୍ଦ୍ଦେଶ ଦେବାକୁ ସୁପ୍ରିମ୍‌କୋର୍ଟ (ଏସ୍‌ସି) ମନା କରିଛନ୍ତି। କରୋନା ମହାମାରୀ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏ ସମ୍ପର୍କିତ ନିଷ୍ପତ୍ତି ଗ୍ରହଣ କରିବା ଆବଶ୍ୟକ ବୋଲି ଶୀର୍ଷ କୋର୍ଟ କହିଛନ୍ତି। କୋର୍ଟ କହିଛନ୍ତି…

ଆଜି ରାଜ୍ୟରୁ ୫୧୦ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୯ ପିଲା

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ୫୧୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୦,୫୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୯୭ ଜଣ ଚିହ୍ନଟ…

ପୁଣି ୪୦ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୦।୯: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି। ଫଳରେ ଲୋକେ ତୃତୀୟ ଲହର ନେଇ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ପୁଣି ଉପରମୁହାଁ ହୋଇଛି। କେରଳ କେରଳ ହଟ୍‌ସ୍ପଟ୍‌ ପାଲଟିବା ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ…

କୋଭିଡ କାଳରେ ଧନୀ ମାଲାମାଲ୍‌

ନୂଆଦିଲ୍ଲୀ,୨୦।୯: କୋଭିଡ-୧୯ ପାଇଁ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥାର ଅଣ୍ଟା ଭାଙ୍ଗି ଯାଇଛି। ଏପଟେ ସଙ୍କଟ ସମୟରେ ମଧ୍ୟ ଅତିଧନୀଙ୍କ ସମ୍ପତ୍ତି ଲଗାତର ବଢ଼ିଚାଲିଛି। ଲୋକମାନେ କରୋନାରେ ନାହିଁ ନ ଥିବା ସମସ୍ୟା ସାମ୍ନା କରିଥିବା ବେଳେ ଅନେକେ ମହାମାରୀର କରାଳ…

୨୦୨୦ରେ ଯାଇଛି ୧.୨୦ ଲକ୍ଷ ଜୀବନ

ନୂଆଦିଲ୍ଲୀ, ୨୦।୯(ପି.ଟି.): ଗତବର୍ଷ କୋଭିଡ୍‌-୧୯ ଲକ୍‌ଡାଉନ ସତ୍ତ୍ୱେ ସଡ଼କ ଦୁର୍ଘଟଣା ଜନିତ କାରଣରୁ ଦେଶରେ ୧.୨୦ ଲକ୍ଷ ଲୋକଙ୍କ ଜୀବନ ଯାଇଛି, ଅର୍ଥାତ ଦିନକୁ ହାରାହାରି ୩୨୮ ଜଣଙ୍କ ମୃତ୍ୟୁ ଘଟିଛି। ସରକାରୀ ତଥ୍ୟ ଅନୁଯାୟୀ ଗତ ୩ ବର୍ଷରେ ମୋଟ…

କରୋନା, ବେକାରି ବଡ଼ ଚିନ୍ତା

ପ୍ୟାରିସ୍‌,୨୦ା୯: ଦେଢ଼ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲା ସାରା ବିଶ୍ୱର ସବୁଠୁ ବଡ଼ ଚିନ୍ତା ସାଜିଛି କରୋନା। ଅକାଳରେ ଅଗଣିତ ଜୀବନ ନେଇଛି ଏହି ମହାମାରୀ। କେବଳ ସରକାରୀ ତଥ୍ୟକୁ ଦେଖିଲେ ପ୍ରାୟ ୪୭ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟିଛି। କାହିଁ କେତେଗୁଣା…

ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୧୩୫କୁ ବୃଦ୍ଧି ପାଇଛି। ୭ ମୃତକଙ୍କ ମଧ୍ୟରୁ କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧାରୁ ୨ ଲେଖାଏ ଥିବା ବେଳେ ଯାଜପୁରରୁ ଜଣେ ଅଛନ୍ତି।

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୯୫ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ରବିବାର ୬୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୩୬୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୬୧ ଜଣ ଲୋକାଲ…

ଦୈନିକ ସଂକ୍ରମଣ ଥମୁନି, କେରଳ ପାଲଟିଛି ହଟ୍‌ସ୍ପଟ୍‌…

ନୂଆଦିଲ୍ଲୀ,୧୯।୯: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି। ଫଳରେ ଲୋକେ ତୃତୀୟ ଲହର ନେଇ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ପୁଣି ଉପରମୁହାଁ ହୋଇଛି। କେରଳ କେରଳ ହଟ୍‌ସ୍ପଟ୍‌ ପାଲଟିବା ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ…

ଲକ୍‌ଡାଉନ୍‌ ବିରୋଧରେ ପ୍ରଦର୍ଶନ, ବିକ୍ଷୋଭକାରୀଙ୍କ ଉପରେ ଲାଲ୍‌ ଲଙ୍କା ସ୍ପ୍ରେ…

ମେଲବୋର୍ନ,୧୮।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ଅଷ୍ଟ୍ରେଲିଆରେ ମେଲବୋର୍ନରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ଏହାକୁ ବିରୋଧ କରି ଲୋକେ ଶନିବାର ପ୍ରଦର୍ଶନ କରିଛନ୍ତି। ବିକ୍ଷୋଭକାରୀଙ୍କୁ ରୋକିବା ସହିତ ଭିଡ଼ ହଟାଇବା ଲାଗି ପୋଲିସ ପକ୍ଷରୁ ଲାଲ୍‌ ଲଙ୍କା ସ୍ପ୍ରେ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri