କରୋନା ଭାଇରସ୍‌

ରେକର୍ଡ ଟିକାକରଣ ନେଇ କଂଗ୍ରେସକୁ ଆସିଛି ଜ୍ୱର, ପ୍ରଧାନମନ୍ତ୍ରୀଙ୍କ କଟାକ୍ଷ…

ନୂଆଦିଲ୍ଲୀ,୧୮।୯: ଦେଶରେ ରେକର୍ଡ ଟିକାକରଣ ନେଇ କଂଗ୍ରେସକୁ ଜ୍ୱର ଆସିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡ଼ିଓ କନଫରେନ୍ସିଂ କାର୍ଯ୍ୟକ୍ରମରେ ଗୋଆର କରୋନା ଯୋଦ୍ଧାଙ୍କ ସହିତ ଆଲୋଚନା ସମୟରେ ଏଭଳି କହିଛନ୍ତି। ସେ କାହାର ନାମ ନେଇ କଂଗ୍ରେସ ଉଦ୍ଦେଶ୍ୟରେ…

ଦୈନିକ ସଂକ୍ରମଣ ପୁଣି ବଢୁଛି…

ନୂଆଦିଲ୍ଲୀ,୧୮।୯: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି। ଫଳରେ ଲୋକେ ତୃତୀୟ ଲହର ନେଇ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ପୁଣି ଉପରମୁହାଁ ହୋଇଛି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି।…

ଆସନ୍ତା ୩ ମାସ ସତର୍କ ନ ରହିଲେ ବିପଦ,ବିଶେଷଜ୍ଞଙ୍କ ଚେତାବନୀ…

ନୂଆଦିଲ୍ଲୀ,୧୮।୯: କରୋନାର ତୃତୀୟ ଲହରକୁ ଦୃଷ୍ଟିରେ ରଖି ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି। କରୋନାର ଦ୍ୱିତୀୟ ଲହର ଥମିବାରେ ଲାଗିଛି। କିନ୍ତୁ ଆସନ୍ତା ତିନି ମାସ ମଧ୍ୟରେ ଲୋକମାନେ ସତର୍କ ରହିବା ଆବଶ୍ୟକ। ବିଶେଷଜ୍ଞମାନେ କହିଛନ୍ତି ଯେ ଆସନ୍ତା ତିନି ମାସ ମଧ୍ୟରେ…

ଆଜି ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୨୨କୁ ବୃଦ୍ଧି

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୨୨କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…

ଆଜି ରାଜ୍ୟରୁ ୬୨୮ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୯୬ ଶିଶୁ

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୬୨୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୮,୯୨୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୬୭ ଜଣ ଚିହ୍ନଟ…

ବିହାରରେ ‘ମେଗା ଭ୍ୟାକ୍ସିନେଶନ ଡ୍ରାଇଭ’

ପାଟନା,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୧ ତମ ଜନ୍ମଦିନ ଅବସରରେ ଦେଶର ବିଭିନ୍ନ ସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଛି । ଶୁକ୍ରବାର ବିହାରର ରାଜଧାନୀ ପାଟନାରେ ବି କେତେ ଗୁଡିଏ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ବିହାର ମୁଖ୍ୟମନ୍ତ୍ରୀ…

ପ୍ରକୃତ କରୋନା ମୃତ୍ୟୁ ସରକାରୀ ରିପୋର୍ଟଠାରୁ ୪ରୁ ୧୧ ଗୁଣା ଅଧିକ ଆଶଙ୍କା !…

ନୂଆଦିଲ୍ଲୀ,୧୬।୯: ଦେଶରେ କରୋନା ମହାମାରୀ ଯୋଗୁ କେତେ ଜଣଙ୍କ ମୃତ୍ୟୁ ଘଟିଛି ସେ ନେଇ ଏକ ନୂଆ ରିପୋର୍ଟ ପ୍ରକାଶିତ ହୋଇଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି ପ୍ରକୃତ କରୋନା ମୃତ୍ୟୁ ସରକାରୀ ରିପୋର୍ଟଠାରୁ ୪ରୁ ୧୧ ଗୁଣା ଅଧିକ ହୋଇଥିବାର ଆଶଙ୍କା…

ଅଷ୍ଟମ ପର୍ଯ୍ୟନ୍ତ ସ୍କୁଲ୍‌ ଏବେ ଖୋଲିବା ମନା…

ନୂଆଦିଲ୍ଲୀ,୧୫।୯: କରୋନା ମହାମାରୀର ଦ୍ୱିତୀୟ ଳହର ଦେଶରେ ଥମିବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ନବaମରୁ ଦ୍ୱାଦଶ ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବା ଉପରେ ନିଷ୍ପତ୍ତି ଗ୍ରହଣ ହୋଇଥିଲା। ସ୍କୁଲଗୁଡ଼ିକ ୫୦ ପ୍ରତିଶତ କ୍ଷମତାରେ କାର୍ଯ୍ୟ କରିବ ବୋଲି ପୂର୍ବରୁ ଦିଲ୍ଲୀ ବିପର୍ଯ୍ୟୟ ପ୍ରଶମନ…

ଦିଲ୍ଲୀରୁ ଖୁସି ଖବର, ୨ ମାସ ମଧ୍ୟରେ ଶତ ପ୍ରତିଶତ ବୟସ୍କଙ୍କୁ କରୋନା ଟିକା…

ନୂଆଦିଲ୍ଲୀ,୧୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଦେଶର ୭୫…

ସଂକ୍ରମଣ ଶୀର୍ଷ ଅତିକ୍ରମ କରି ସାରିଛି କେରଳ: ଏମ୍ସ୍‌…

ନୂଆଦିଲ୍ଲୀ,୧୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଆତଙ୍କ ସୃଷ୍ଟି ହୋଇଛି। କେରଳରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଯୋଗୁ ଦେଶର ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ଏମ୍ସ୍‌ ପକ୍ଷରୁ କୁହାଯାଇଛି ଯେ, କେରଳ…

କେରଳ ଯୋଗୁ ବଢୁଛି ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୩ ଦିନ ଧରି ଦୈନିକ ସଂକ୍ରମଣ…

ଆଇସୋଲେଶନରେ ପୁଟିନ୍‌

ମସ୍କୋ,୧୪ ।୯: କରୋନା ମହାମାରୀ ବିଶ୍ୱରେ ପ୍ରାୟ ଦେଢ ବର୍ଷ ହେବ ତା’ର କାହା ବିସ୍ତାର କରି ରହିଛି । ଏହା ଯେମିତି ଶେଷ ହେବାର ନାଁ ନେଉନି । ଭ୍ୟାକ୍ସିନେଶନ ପରେ ଏବେବି କିଛି ଦେଶ କରୋନା କବଳରେ ଛଟପଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri