କରୋନା ଭାଇରସ୍‌

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆରମ୍ଭ ହୋଇଥିବା କୁହାଯାଉଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଏବଂ…

ଦୁଇବର୍ଷରୁ ଊର୍ଦ୍ଧ୍ୱ ଶିଶୁଙ୍କ ଟିକାକରଣରେ କ୍ୟୁବା ପ୍ରଥମ, ହେଲେ ମିଳିନି ଡବ୍ଲୁଏଚ୍‌ଓର ମଞ୍ଜୁରୀ

ହୱାନା,୭ ।୯: ସାରା ବିଶ୍ୱରେ କରୋନା ଭାଇରସକୁ ଦୂରେଇବା ପାଇଁ ଭ୍ୟାକ୍ସିନ ବା ଟିକାକରଣର ଅଭିଯାନ ଯୋର ସୋରରେ ଚାଲିଛି । ହେଲେ ଏପର୍ଯ୍ୟନ୍ତ ଛୋଟ ପିଲାମାନଙ୍କ ପାଇଁ ଭ୍ୟାକ୍ସିନ ନ ଆସିବା ଚିନ୍ତାର କାରଣ ପାଲଟିଛି । ଆମେରିକାଠାରୁ ଆରମ୍ଭ…

ନାଗପୁରରେ କରୋନାର ତୃତୀୟ ଲହର, ପୁଣି ହେବ କଟକଣା ଜାରି…

ନାଗପୁର,୭।୯: ପୁଣି ବିପଦ ମାଡ଼ି ଆସୁଛି। ମହାରାଷ୍ଟ୍ରର ନାଗପୁରରେ କରୋନାର ତୃତୀୟ ଲହର ଆରମ୍ଭ ହୋଇଛି। ରାଜ୍ୟ କ୍ୟାବିନେଟ୍‌ ମନ୍ତ୍ରୀ ନୀତିନ ରାଉତ ଏନେଇ ସୂଚନା ଦେଇଛନ୍ତି। ନାଗପୁରରେ ଲଗାତାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ…

ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୦୬୨କୁ ବୃଦ୍ଧି ପାଇଛି। ୭ ମୃତକଙ୍କ ମଧ୍ୟରେ ଅନୁଗୋଳ, କଟକ, ଖୋର୍ଦ୍ଧାରୁ ୨ ଲେଖାଏ ଓ ପୁରୀରୁ ଜଣେଅଛନ୍ତି।

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୯୩ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ…

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ,୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଯୋଗୁ ଦେଶରେ…

୧୮ ସେପ୍ଟେମ୍ବର ପର୍ଯ୍ୟନ୍ତ ବଢ଼ିଲା ଆଂଶିକ ଲକ୍‌ଡାଉନ୍‌…

ଆଇଜଲ୍‌,୬।୯: ମିଜୋରାମ ସରକାର ଆଇଜଲ ମ୍ୟୁନିସିପାଲିଟି କର୍ପୋରେସନ ଅଞ୍ଚଳରେ ଆଂଶିକ ଲକ୍‌ଡାଉନ ଘୋଷଣା କରିବା ସହିତ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳରେ କୋଭିଡ ସମ୍ବନ୍ଧୀୟ କଟକଣାକୁ ସେପ୍ଟେମ୍ବର ୧୮ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ତେବେ କଟକଣାକୁ କିଛିା ମାତ୍ରାରେ କୋହଳ କରାଯାଇଛି। ଅଗଷ୍ଟ…

ଟିକାକରଣରେ ହିମାଚଳ ପ୍ରଦେଶ ଚାମ୍ପିୟନ, ପ୍ରଧାନମନ୍ତ୍ରୀ ଜଣାଇଲେ ଅଭିନନ୍ଦନ…

ନୂଆଦିଲ୍ଲୀ,୬।୯: କରୋନା ମହାମାରୀ ଲଢ଼େଇରେ ହିମାଚଳ ପ୍ରଦେଶ ନୂଆ ଇତିହାସ ସୃଷ୍ଟି କରିଛି। ଶତ ପ୍ରତିଶତ ଟିକାକରଣ ଅଭିଯାନ ରାଜ୍ୟରେ ସଫଳ ହୋଇଛି। ରାଜ୍ୟର ସମସ୍ତଙ୍କୁ ଟିକାର ପ୍ରଥମ ଡୋଜ୍‌ ପ୍ରଦାନ କରାଯାଇଛି। ଏନେଇ ଆୟୋଜିତ ଏକ ଭର୍ଚ୍ୟୁଆଲ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ…

ଆଜି ଆଉ ୮ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୬ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮,୦୫୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି ଖୋର୍ଦ୍ଧାରୁ…

ଆଜି ରାଜ୍ୟରୁ ୬୦୯ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୧୨୨ ପିଲା

ଭୁବନେଶ୍ୱର,୬।୯(ବ୍ୟୁରୋ): ସୋମବାର ରାଜ୍ୟରୁ ୬୦୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୨,୧୬୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୫୪ ଜଣ ଚିହ୍ନଟ…

ଦୈନିକ ମୃତ୍ୟୁ ସଂଖ୍ୟା ୩ ଶହ ତଳେ…

ନୂଆଦିଲ୍ଲୀ,୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଯୋଗୁ ଦେଶରେ…

କିଭଳି ଖୋଲା ଯିବ ସ୍କୁଲ, ସୂଚନା ଦେଲେ ଏମ୍ସ୍‌ ନିର୍ଦ୍ଦେଶକ…

ନୂଆଦିଲ୍ଲୀ,୫।୯: କରୋନା ମହାମାରୀର ଦ୍ୱିତୀୟ ଲହର ଥମିବା ପରେ ପ୍ରାୟ ବହୁ ରାଜ୍ୟରେ ପିଲାମାନଙ୍କ ପାଇଁ ସ୍କୁଲ ଖୋଲା ଯାଇଛି। ତେବେ ଦେଶରେ ଦୈନିକ ସଂକ୍ରମଣ ୪୦ ହଜାରରୁ ଅଧିକ ରହିଛି। ସରକାରଙ୍କ ସ୍କୁଲ ଖୋଲା ନିଷ୍ପତ୍ତିକୁ ନେଇ ଏକ ନୂଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri