କରୋନା ଭାଇରସ୍‌

ପ୍ରତି ୫ ଜଣରେ ଜଣେ ସ୍ବାସ୍ଥ୍ୟକର୍ମୀ ନେଇ ନାହାନ୍ତି ଦ୍ୱିତୀୟ ଡୋଜ୍‌…

ନୂଆଦିଲ୍ଲୀ,୨।୯: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମୁଥିବାବେଳେ ତୃତୀୟ ଲହର ନେଇ ଆତଙ୍କ ଦେଖାଦେଇଛି। ଦେଶରେ କରୋନା ଟିକାକରଣକୁ ଇତିମଧ୍ୟରେ ୭ ମାସ ବିତିଛି। ତେବେ ବର୍ତ୍ତମାନ ସୁଦ୍ଧା ଦେଶର ପ୍ରତି ୫ ଜଣରେ ଜଣେ ସ୍ବାସ୍ଥ୍ୟକର୍ମୀ ଯିକାର ଦ୍ୱିତୀୟ…

ସ୍କୁଲ ଖୋଲିବା ପରେ ୧୨ ରାଜ୍ୟରେ ପିଲାଙ୍କ ପାଖରେ ବଢିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨ ।୯: କରୋନା ମହାମାରୀର ପ୍ରଭାବ ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ପାଖାପାଖି ଦେଢ ବର୍ଷ ବା ୧୮ ମାସ ପରେ ଦେଶରେ ସ୍କୁଲ ଖୋଲିଛି । ଏହାକୁ ନେଇ ଶିକ୍ଷାର୍ଥୀ, ଅଭିଭାବକ, ଶିକ୍ଷକ ସମସ୍ତେ ଏକ ପ୍ରକାର…

କରୋନାରୁ ସୁସ୍ଥ ପରେ ବି ବିପଦ, ବିନା ଯନ୍ତ୍ରଣାରେ କିଡ୍‌ନୀ ହେଉଛି ଅକାମୀ …

ଓ୍ବାଶିଂଟନ,୨।୯: କରୋନା ଅକ୍ରାନ୍ତଙ୍କ ଉପରେ ବିପଦ ପରେ ବିପଦ ମାଡ଼ି ଆସୁଛି। ସୁସ୍ଥ ହେବା ପରେ ସେମାନଙ୍କଠାରେ କିଡ୍‌ନୀ ସମସ୍ୟା ଦେଖା ଦେଉଛି। ସେମାନଙ୍କ ଅଜାଣତରେ ବିନା ଯନ୍ତ୍ରଣାରେ କିଡ୍‌ନୀ ଅକାମୀ ହୋଇଯାଉଛି। ଏନେଇ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଏହା…

ମୃତ୍ୟୁ ସଂଖ୍ୟା-ଦୈନିକ ସଂକ୍ରମଣ ଉପର ମୁହାଁ…

ନୂଆଦିଲ୍ଲୀ,୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଯୋଗୁ ଦେଶରେ…

ଘନେଇଲା ବିପଦ, ସ୍କୁଲ ଖୋଲିବା ପରେ ୬ ରାଜ୍ୟରେ ବହୁ ପିଲା କରୋନା ପଜିଟିଭ୍‌…

ନୂଆଦିଲ୍ଲୀ,୧।୯: ପୁଣି ବିପଦ ଘନେଇବା ଆରମ୍ଭ କରିଛି। ସ୍କୁଲ ଖୋଲିବା ପରେ ବିହାର, ପଞ୍ଜାବ, ମଧ୍ୟପ୍ରଦେଶ, ଗୁଜୁରାଟ, ଛତିଶଗଡ ଏବଂ ଉତ୍ତରପ୍ରଦେଶ ସମେତ ୬ ରାଜ୍ୟରେ ବହୁ ପିଲା କରୋନା ପଜିଟିଭ୍‌ ହୋଇଛନ୍ତି। ଏନେଇ ସମ୍ପୃକ୍ତ ରାଜ୍ୟ ସରକାରଙ୍‌ ଚିନ୍ତା ବଢ଼ିବାରେ…

ପୁଣି ବିପଦ, କରୋନା ସି-୧-୨ ଭାରିଆଣ୍ଟ ୬ ଦେଶରେ ବ୍ୟାପିଲାଣି…

ଜେନେଭା,୧।୯: କରୋନା ମହାମାରୀ ପୁଣି ସଙ୍କଟ ସୃଷ୍ଟି କରିବାକୁ ଯାଉଛି। କରୋନାର ନୂତନ ପ୍ରକାର ସି-୧-୨ ଭାରିଆଣ୍ଟ ଏବେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର ଚିନ୍ତା ବଢାଇଛି। ଡବ୍ଲ୍ୟୁଏଚ୍‌ଓର ବୈଷୟିକ ମୁଖ୍ୟ ଡ. ମାରିଆ ଓ୍ବାନ ଏହି ଭାରିଆଣ୍ଟ ସମ୍ପର୍କରେ ଟୁଇଟ କରି…

ତୃତୀୟ ଲହର ମୁକାବିଲା ନେଇ ଚର୍ଚ୍ଚା, ହସ୍ପିଟାଲର କ୍ଷମତା ବୃଦ୍ଧି ଉପରେ ଗୁରୁତ୍ୱ…

ନୂଆଦିଲ୍ଲୀ,୧।୯: ଦେଶରେ କରୋନା ମହାମାରୀ ପୁଣି ସଙ୍କଟ ସୃଷ୍ଟି କରିବାକୁ ଯାଉଛି। କେରଳ ଏବଂ ଦେଶର ଅନ୍ୟ କେତେକ ରାଜ୍ୟରେ କରୋନା ସ୍ଥିତି ଚିନ୍ତାଜନକ ରହିଛି। ଏହାକୁ କେତେକ ବିଶେଷଜ୍ଞ କରୋନାର ତୃତୀୟ ଲହର ଭାବେ ଦେଖୁଛନ୍ତି। ଏଭଳି ପରିସ୍ଥିତିରେ ସ୍ବାସ୍ଥ୍ୟ…

ଦୈନିକ ସଂକ୍ରମଣ ପୁଣି ଟପିଲା ୪୦ ହଜାର…

ନୂଆଦିଲ୍ଲୀ,୧।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ…

ଦ୍ୱିତୀୟ ଡୋଜ୍‌ ନେବାକୁ ଭୁଲି ଯାଇଛନ୍ତିି ରାଜ୍ୟର ୧୦ ହଜାରରୁ ଅଧିକ ଲୋକ, ସରକାରଙ୍କ ବଢ଼ିଲା ଚିନ୍ତା…

ଡେରାଡୁନ୍‌,୩୧।୮: କରୋନାର ଭାକ୍ସିନ୍‌ର ପ୍ରଥମ ଡୋଜ୍‌ ନେବା ପରେ ଉତ୍ତରାଖଣ୍ଡର ୧୦ ହଜାରରୁ ଅଧିକ ଲୋକ ଦ୍ୱିତୀୟ ଡୋଜ୍‌ ନେବାକୁ ଆସୁ ନାହାନ୍ତି। ସେମାନେ ହୁଏତ ଭୁଲି ଯାଇଛନ୍ତି ଅବା କୌଣସି କାରଣରୁ ଏଭଳି କରିଥିବା କୁହାଯାଉଛି। ଅନେକ ଚେଷ୍ଟା ପରେ…

ସମ୍ପୂର୍ଣ୍ଣ ଟିକା ନେଇଥିବା ୨୫ ପ୍ରତିଶତ ସ୍ୱାସ୍ଥ୍ୟକର୍ମୀ କରୋନା ସଂକ୍ରମିତ: ସର୍ଭେ

ନୂଆଦିଲ୍ଲୀ,୩୧ ।୮: ରାଜଧାନୀ ଦିଲ୍ଲୀର ଏକ ହସ୍ପିଟାଲରେ ସମ୍ପୂର୍ଣ୍ଣ ଭାବେ ଟିକା ନେଇଥିବା ୨୫ ପ୍ରତିଶତ ଲୋକ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ହେଲେ କେହି ହସ୍ପିଟାଲରେ ଭର୍ତ୍ତି ହୋଇ ନାହାଁନ୍ତି । କାରଣ କେହି ଗୁରୁତର ହୋଇ…

ରାଜ୍ୟରୁ ପୁଣି ୬୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩୧।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୮ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭,୯୬୯କୁ ବୃଦ୍ଧି ପାଇଛି। ୬୮ ମୃତକଙ୍କ ମଧ୍ୟରୁ…

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୧୧୦ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୩୧।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?