କରୋନା ଭାଇରସ୍‌

ସେପ୍ଟେମ୍ବର ୧ରୁ ଖୋଲିବନି ସ୍କୁଲ, ହାଇକୋର୍ଟ ଲଗାଇଲେ ରୋକ…

ହାଇଦ୍ରାବାଦ୍‌,୩୧।୮: ସେପ୍ଟେମ୍ବର ୧ରୁ ସ୍କୁଲ ଖୋଲିବା ନେଇ ସରକାରଙ୍କ ନିଷ୍ପତ୍ତି ଉପରେ ତେଲେଙ୍ଗାନା ହାଇକୋର୍ଟ ରୋକ ଲଗାଇଛନ୍ତି। ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓଙ୍କ ସରକାର ସ୍କୁଲ କଲେଜ ସହିତ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ଘୋଷଣା କରିଥିଲେ। ତେବେ ରାଜ୍ୟରେ ମହାମାରୀର ସାମ୍ପ୍ରତିକ କରୋନା…

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୩୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ…

ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ତଳେ, ୨୪ ଘଣ୍ଟାରେ ୪୨ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୩୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ…

ଡେଲ୍ଟା ଭାରିଆଣ୍ଟ ତାଣ୍ଡବ, ହସ୍ପିଟାଲରେ ବେଡ୍‌ ଅଭାବ…

ଓ୍ବାଶିଂଟନ,୩୦।୮: ଆମେରିକାରେ କରୋନା ମହାମାରୀର ଡେଲ୍ଟା ଭାରିଆଣ୍ଟ ଯୋଗୁ ବିପଦ ସୃଷ୍ଟି ହୋଇଛି। ଡେଲ୍ଟା ତାଣ୍ଡବ ରଚିବା ଦ୍ୱାରା ଇତି ମଧ୍ୟରେ ମୃତ୍ୟୁ ସଂଖ୍ୟା ୫୦ ପ୍ରତିଶତରୁ ଅଧିକ ବୃଦ୍ଧି ପାଇଛି। ଆମେରିକାର ୧୪ଟି ରାଜ୍ୟରେ ଏକ ସପ୍ତାହରେ ମୃତ୍ୟୁ ସଂଖ୍ୟା…

ରାଜ୍ୟରୁ ଆଉ ୬୭ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩୦ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୬୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…

ଆଜି ରାଜ୍ୟରୁ ୬୦୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ସୋମବାର ରାଜ୍ୟରୁ ୬୦୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୭,୧୧୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୫୪ ଜଣ ଚିହ୍ନଟ…

ଦୈନିକ ସଂକ୍ରମଣ ୪୦ ହଜାର ଉପରେ, କେରଳ ବଢ଼ାଇଲା ଚିନ୍ତା…

ନୂଆଦିଲ୍ଲୀ,୨୯।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ…

ରାଜ୍ୟରୁ ପୁଣି ୬୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୮।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ଶନିବାର କରୋନା ଆଉ ୬୮ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭,୭୬୫କୁ ବୃଦ୍ଧି ପାଇଛି। ୬୮ ମୃତକଙ୍କ ମଧ୍ୟରୁ କଟକରୁ…

ରାଜ୍ୟରେ ଖସୁଛି ଦୈନିକ କରୋନା ସଂକ୍ରମଣ: ବଢ଼ୁଛି ପିଲାଙ୍କ ଚିନ୍ତା

ଭୁବନେଶ୍ୱର,୨୮।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗି ଥିବା ବେଳେ ସଂକ୍ରମିତ ପିଲାଙ୍କ ସଂଖ୍ୟା ବଢ଼ୁଛି। ଶନିବାର ରାଜ୍ୟରେ ୯୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୫ ଜଣ ୧୮ ବର୍ଷରୁ କମ ବର୍ଗର…

ହରିଣକୁ କରୋନା…

ଓ୍ବାଶିଂଟନ,୨୮।୮: ଆମେରିକାରେ କୁକୁର, ବିଲେଇ, ସିଂହ, ଚିତା, ଗୋରିଲା ପରି ପ୍ରାଣୀମାନଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହେବା ପରେ ଏବେ ଏହା ହରିଣକୁ ବ୍ୟାପିଛି। କରୋନାର ପ୍ରଥମ ମାମଲା ହରିଣଠାରେ ଚିହ୍ନଟ ହୋଇଥିବା ଆମେରିକାର କୃଷି ବିଭାଗ ପକ୍ଷରୁ ସୂଚନା ପ୍ରଦାନ…

ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ଉପରେ…

ନୂଆଦିଲ୍ଲୀ,୨୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ…

ବଢ଼ୁଛି ପିଲାଙ୍କ ଚିନ୍ତା: ରାଜ୍ୟରେ ଆଉ ୨ ଶିଶୁକନ୍ୟାଙ୍କ ଜୀବନ ନେଲା କରୋନା

ଭୁନନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ କରୋନାରେ ପୁଣି ଆଉ ୨ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସେହି ୨ ଶିଶୁକନ୍ୟା ମଧ୍ୟରୁ ଜଣେ ମୟୂରଭଞ୍ଜ ଜିଲାର ୫ ମାସର ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?