କରୋନା ଭାଇରସ୍‌

କରୋନା ମହାମାରୀ ସହିତ କଡ଼ା ମୁକାବିଲା କରୁଛି ଚାଇନା: ଜିନପିଙ୍ଗ୍‌ଙ୍କ ନୂଆବର୍ଷ ବାର୍ତ୍ତା…

ବେଜିଂ,୩୧।୧୨ : ଚାଇନାରେ କରୋନା ମହାମାରୀ ତୀବ୍ର ବେଗରେ ବ୍ୟାପିବାରେ ଲାଗିଛି। ଦେଶ ମହାମାରୀ ସହିତ କଡ଼ରା ମୁକାବିଲା କରୁଛି। ରାଷ୍ଟ୍ରପତି ଶି ଜିନପିଙ୍ଗ୍‌ ନୂଆବର୍ଷର ବାର୍ତ୍ତାରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏହା କହିଛନ୍ତିି। ଅଣାୟତ୍ତ ସ୍ଥିତିର ମୁକାବିଲା କରିବା କଷ୍ଟକର ହେଉଥିବା…

ଚାଇନାରେ କରୋନା ତାଣ୍ଡବ, ପ୍ରତିଦିନ ମୃତ୍ୟୁ ସଂଖ୍ୟା ୯,୦୦୦…

ବେଜିଂ,୩୧।୧୨ : କରୋନା ଏନ୍ତୁଡ଼ିଶାଳ ଚାଇନାରେ କରୋନା ତାଣ୍ଡବ ରଚିଛି। ଏଠାରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ପ୍ରତିଦିନ ମୃତ୍ୟୁ ସଂଖ୍ୟା ୯,୦୦୦ ଛୁଇଁଛି। ସେହିପରି ଦୈନିକ ସଂକ୍ରମଣ ୩୭ ଲକ୍ଷ ପାର୍‌ ହୋଇଛି। ଏଭଳି ଜାରି ରହିଲେ ଜାନୁୟାରୀ ୨୩…

ଚାଇନାଠାରୁ କରୋନା ତଥ୍ୟ ପୁଣି ମାଗିଲା ବିଶ୍ୱସ୍ବାସ୍ଥ୍ୟ ସଂଗଠନ…

ଜେନେଭା,୩୧।୧୨ : ଚାଇନାରେ କରୋନା ମହାମାରୀ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଡାକ୍ତରଖାନାଗୁଡ଼ିକରେ ସ୍ଥାନ ନାହିଁ ଏବଂ ଶ୍ମଶାନରେ ଅନ୍ତିମ ସଂସ୍କାର ପାଇଁ ଧାଡି ଲାଗି ରହିଛି। ଇତିମଧ୍ୟରେ ନୂଆ ବର୍ଷରୁ ଚାଇନା କରୋନା ସହ ଜଡିତ ତଥ୍ୟକୁ ମାସକୁ ଥରେ…

ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ଚିନ୍ତାରେ ସରକାର…

ନୂଆଦିଲ୍ଲୀ, ୩୧।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ…

ବିଦେଶରୁ ଆସୁଥିବା ୧୨ ବର୍ଷରୁ କମ ବୟସର ପିଲାଙ୍କର ବିମାନ ବନ୍ଦରରେ କରୋନା ଟେଷ୍ଟ ଅନିର୍ବାର୍ଯ୍ୟ ନୁହେଁ

ନୂଆଦିଲ୍ଲୀ,୩୧ ।୧୨: ଚାଇନାରେ ବଢି ଚାଲିଥିବା କରୋନା ସଂକ୍ରମଣକୁ ଦେଖି ଏବେ ବିଶ୍ୱର ପ୍ରାୟ ସମସ୍ତ ଦେଶ ସଜାଗ ହୋଇଯାଇଛନ୍ତି । ଆମ ଦେଶରେ ମଧ୍ୟ କରୋନାକୁ ନେଇ ଗାଇଡଲାଇନ ଜାରି କରାଗଲାଣି । କେନ୍ଦ୍ର ସ୍ୱାସ୍ଥ ମନ୍ତ୍ରଣାଳୟ ପକ୍ଷରୁ ବିଦେଶରୁ…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୯।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ…

ଚାଇନା ହସ୍ପିଟାଲରେ ଲୋକଙ୍କ କରୁଣ ଚିତ୍କାର…

ବେଜିଂ,୨୯।୧୨ : ଚାଇନାରେ କରୋନା ସଂକ୍ରମଣ ପରିସ୍ଥିତି ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ହସ୍ପିଟାଲ ଏବଂ ଶ୍ମଶାନରେ ବହୁ ସଂଖ୍ୟାରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳୁଛି। ଦକ୍ଷିଣ ପଶ୍ଚିମ ଚେଙ୍ଗଡୁ ସହରର ଏକ ପ୍ରମୁଖ ହସ୍ପିଟାଲ ହୁଆକ୍ସିର କର୍ମଚାରୀମାନେ କହିଛନ୍ତି…

ଚାଇନାରୁ ଇଟାଲୀ ଯାଉଥିବା ଅଧା ଯାତ୍ରୀ କରୋନା ପଜିଟିଭ୍‌…

ବେଜିଂ,୨୯।୧୨ : ଚାଇନାରୁ ଇଟାଲୀ ଯାଉଥିବା ବିମାନର ଅଧା ଯାତ୍ରୀ କରୋନା ସଂକ୍ରମିତ ହୋଇଥିବା ଜଣାପଡିବା ପରେ ସେଠାରେ ଉତ୍ତେଜନା ଦେଖାଦେଇଛି। ଏହି କାରଣରୁ ଚାଇନାଠାରୁ ଅନ୍ୟ ଦେଶକୁ କରୋନା ବିସ୍ତାର ହେବାର ଆଶଙ୍କା ଆହୁରି ବଢ଼ିବାରେ ଲାଗିଛି। ସଂକ୍ରମଣକୁ ଦୃଷ୍ଟିରେ…

୨ କୋଟି କୋଭିଶିଲ୍ଡ ଟିକା ମାଗଣାରେ ଦେବ ସେରମ୍‌

ନୂଆଦିଲ୍ଲୀ, ୨୯।୧୨: ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଆଇଆଇ) କେନ୍ଦ୍ର ସରକାରଙ୍କୁ ୨ କୋଟି କୋଭିଶିଲ୍ଡ କରୋନା ଟିକା ଡୋଜ୍‌ ମାଗଣାରେ ଯୋଗାଇ ଦେବା ନେଇ ବୁଧବାର କହିଛି। ଦେଶରେ କରୋନାର ସ୍ଥିତିକୁ ନଜରରେ ରଖି କମ୍ପାନୀ ପକ୍ଷରୁ ଏ ପ୍ରକାର…

ଜାନୁୟାରୀ ୧୫ ପରେ ଦେଶରେ ବଢ଼ିପାରେ କରୋନା ସଂକ୍ରମଣ, ଆଗାମୀ ୪୦ ଦିନ ଗୁରୁତ୍ୱପୂର୍ଣ୍ଣ…

ନୂଆଦିଲ୍ଲୀ,୨୮।୧୨ : ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଜାନୁୟାରୀ ୧୫ ପରେ ଦେଶରେ କରୋନା ସଂକ୍ରମଣ ବଢ଼ିପାରେ। ତେଣୁ ଆଗାମୀ ୪୦ ଦିନ ଗୁରୁତ୍ୱପୂର୍ଣ୍ଣ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ସର୍ବଶେଷ ତଥ୍ୟ ଅନୁଯାୟୀ ମଙ୍ଗଳବାର ତୁଳନାରେ ବୁଧବାର ଆକ୍ରାନ୍ତଙ୍କ…

୪ ଦିନରେ ୪୧ ବିଦେଶ ଫେରନ୍ତା କରୋନା ପଜିଟିଭ୍‌…

ନୂଆଦିଲ୍ଲୀ,୨୮।୧୨ : ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ସର୍ବଶେଷ ତଥ୍ୟ ଅନୁଯାୟୀ ମଙ୍ଗଳବାର ତୁଳନାରେ ବୁଧବାର ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। ଏଥି ସହିତ ଡିସେମ୍ବର ୨୪ଠାରୁ ଗତ ୪ ଦିନ ମଧ୍ୟରେ ୪୧…

ସାପ୍ତାହିକ ସଂକ୍ରମଣ ୦.୧୮ ପ୍ରତିଶତ…

ନୂଆଦିଲ୍ଲୀ, ୨୮।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୨ ଶହ ତଳେ ରହିଛି। ଏହା ବଢ଼ି ୧୮୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?