କରୋନା ଭାଇରସ୍‌

ପୁଣି ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୭୬୯୭କୁ ବୃଦ୍ଧି

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁସଂଖ୍ୟା କମୁନି। ଆଜି ସର୍ବାଧିକ ୬୯ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା…

ଆଜି ରାଜ୍ୟରୁ ୮୧୬ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ଖସୁନି

ଭୁବନେଶ୍ୱର,୨୭।୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୮୧୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୪,୮୭୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୭୫ ଜଣ ଚିହ୍ନଟ…

ଦେଶରେ କରୋନା ଟିକାକରଣ ୬୦ କୋଟି ଟପିଲା, ଏବେବି ପ୍ରତିଦିନ ଆବଶ୍ୟକ ୧ କୋଟି ଟିକା

ନୂଆଦିଲ୍ଲୀ,୨୬ ।୮: କରୋନାକୁ ହରାଇବାରେ ଦେଶ ତା’ର ଉଦ୍ୟମ ଜାରି ରଖିଛି । ଦେଶରେ ଦ୍ରୁତ ଗତିରେ ଚାଲୁଥିବା ଟିକାକରଣ ଏବେ ୬୦ କୋଟିରେ ପହଞ୍ଚିଛି । ସବୁଠାରୁ ବଡ କଥା ହେଲା ମାତ୍ର ୧୯ ଦିନରେ ପ୍ରାୟ ୧୦ କୋଟି…

ଆସୁଛି ତୃତୀୟ ଲହର: ପ୍ରସ୍ତୁତ ରହିବାକୁ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ତୃତୀୟ ଲହରକୁ ଦୃଷ୍ଟିରେ ରଖି ସବୁ ଜିଲାପାଳଙ୍କୁ ସ୍ବାସ୍ଥ୍ୟ ସଚିବ ଚିଠି ଲେଖିଛନ୍ତି। ପ୍ରତ୍ୟେକ ଜିଲା ହସ୍ପିଟାଲରେ ଆରଟିପିସିଆର୍‌ ଟେଷ୍ଟ କିଟ୍‌, ଆଣ୍ଟିଜେନ କିଟ୍‌, ଆରଟିପିସିଆର୍‌ ଟେଷ୍ଟ ଲ୍ୟାବ ସହ ୮ ପ୍ରକାର ଜରୁରୀ ଔଷଧ ମହଜୁଦ ରଖିବା ପାଇଁ…

ରାଜ୍ୟରୁ ଆଉ ୬୬ ଜଣଙ୍କ ଜୀବନ ନେଲା କରୋନା, କଟକରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୬୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…

ଆଜି ରାଜ୍ୟରୁ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୬।୮(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୨୮୦୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୪,୦୫୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୯୨ ଜଣ ଚିହ୍ନଟ ହୋଇଥିବା…

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୬।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି । ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୬ ହଜାର ୧୬୪ ରେ…

ଭାରତରେ କରୋନା ସ୍ଥିତି ଏଣ୍ଡେମିକ୍‌ ହୋଇପାରେ, ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ ସୂଚନା…

ଜେନେଭା,୨୫।୮: ଭାରତରେ କରୋନା ସ୍ଥିତି ଏଣ୍ଡେମିକ୍‌ ହୋଇପାରେ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଅର୍ଥାତ୍‌ ଭାରତରେ ଲୋକେ ଏହି ଭୂତାଣୁ ସହିତ ବଞ୍ଚିବାକୁ ସାଧାରଣ ଭାବେ ଗ୍ରହଣ କରିନେବେ ବୋଲି ଡବ୍ଲ୍ୟୁଏଚ୍‌ଓର ମୁଖ୍ୟ ବୈଜ୍ଞାନିକ ଡ.ସୌମ୍ୟା…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି । ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାର ୫୯୩ ରେ…

ପୁଣି ବିପଦ, କରୋନାର ସୁପର ଭାରିଆଣ୍ଟ କୋଭିଡ୍‌-୨୨ ଆସିବା ଆଶଙ୍କା…

ଜୁରିଚ୍‌,୨୪।୮: ସମ୍ପ୍ରତି ପୃଥିବୀରେ କରୋନା ମହାମାରୀର ବିଭିନ୍ନ ଭାରିଆଣ୍ଟ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୁଇଜରଲାଣ୍ଡର ଗବେଷକମାନଙ୍କ ଦ୍ୱାରା ହୋଇଥିବା ଗବେଷଣା ରିପୋର୍ଟ ପ୍ରକାଶ ପାଇଛି। ଏହାକୁ ନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ବାସେଲ ସ୍ଥିତ…

ରାଜ୍ୟରୁ ପୁଣି ୬୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୪।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୭ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭,୪୯୩କୁ ବୃଦ୍ଧି ପାଇଛି। ୬୭ ମୃତକଙ୍କ ମଧ୍ୟରୁ କଟକରୁ…

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୮୦ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୨୪।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୬୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷ ମଧ୍ୟରେ। ଆକ୍ରାନ୍ତଙ୍କ ମଧ୍ୟରୁ ୩୬୬…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri