ପୁଣି ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୭୨୨୩କୁ ବୃଦ୍ଧି
ଭୁବନେଶ୍ୱର,୨୦ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍ ଲାଗୁନି। ଆଜି ସର୍ବାଧିକ ୬୯ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…
ଆଜି ରାଜ୍ୟରୁ ୯୮୬ କରୋନା ଆକ୍ରାନ୍ତ ଚିହ୍ନଟ, ମୁଣ୍ଡବ୍ୟଥାର କାରଣ ପାଲଟିଛି ଖୋର୍ଦ୍ଧା
ଭୁବନେଶ୍ୱର,୨୦ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୯୮୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୯୯,୯୧୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୭୪ ଜଣ ଚିହ୍ନଟ…
ଟିକା ନେଇ ବି ୩୧,୭୧୨ ସଂକ୍ରମିତ
ଭୁବନେଶ୍ୱର, ୧୯।୮(ବ୍ୟୁରୋ): ଟିକା ନେବା ପରେ ବି ସଂକ୍ରମଣ ହେଉଛି। ରାଜ୍ୟରେ ଟିକା ନେଇଥିବା ୩୧,୭୧୨ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ପ୍ରଥମ ଡୋଜ୍ ନେଇଥିବା ୧୭,୮୨୪ଜଣ ଓ ଦ୍ୱିତୀୟ ଡୋଜ୍ ଟିକା ନେବା ପରେ ୧୩,୮୮୮ଜଣ ସଂକ୍ରମିତ ହୋଇଛନ୍ତି। ଏନେଇ ରାଜ୍ୟ…
ଦୈନିକ ସଂକ୍ରମଣରେ ବ୍ରେକ୍…
ନୂଆଦିଲ୍ଲୀ,୧୯।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୬ ହଜାର ୪୦୧ରେ ପହଞ୍ଚିଛି। ଏହି ସମୟ…
ସେପ୍ଟେମ୍ବରରେ ପିଲାଙ୍କୁ ଟିକା
ନୂଆଦିଲ୍ଲୀ, ୧୯ା୮: ପିଲାମାନଙ୍କ ଉପରେ କୋଭିଡ୍ ଟିକାର ପରୀକ୍ଷା ଚାଲିଥିବାବେଳେ ଖୁବ୍ଶୀଘ୍ର ଏହାର ଫଳାଫଳ ମିଳିଯିବ ବୋଲି ଆଶା କରାଯାଉଛି। ଉକ୍ତ ଫଳାଫଳ ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ)ଙ୍କ ନିକଟରେ ଦାଖଲ କରାଯିବ। ତେଣୁ ସେପ୍ଟେମ୍ବର ସୁଦ୍ଧା କିମ୍ବା ଏହା ପରେ…
୪୦ ହଜାର ତଳେ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୧୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ୫ ମାସ ପରେ ସର୍ବନିମ୍ନ ହୋଇ ୩୦ ହଜାର ତଳେ ରହିବା ପୁଣି…
ଜଣେ କରୋନା ସଂକ୍ରମିତ ମିଳିବା ପରେ ସମ୍ପୂର୍ଣ୍ଣ ଦେଶରେ ଲକଡାଉନ୍ ଘୋଷଣା
ୱେଲିଂଟନ,୧୭ ।୮: କରୋନାକୁ ନେଇ ବେଶ୍ ସଚେତନ ନ୍ୟୁଜିଲାଣ୍ଡ ସରକାର । ମଙ୍ଗଳବାର ନ୍ୟୁଜିଲାଣ୍ଡର ଓକଲ୍ୟାଣ୍ଡରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ପ୍ରଧାନମନ୍ତ୍ରୀ ଜେସିଂଡା ଅର୍ଡର୍ନ ସମ୍ପୂର୍ଣ୍ଣ ଦେଶକୁ ଲକଡାଉନ ଘୋଷଣା କରିଛନ୍ତି । ଏକ ଖବରଦାତା ସମ୍ମିଳନରେ…
ବ୍ଲାକ ଫଙ୍ଗସକୁ ଡରି ଆତ୍ମହତ୍ୟା କଲେ ଦମ୍ପତି!
ମେଙ୍ଗାଲୁରୁ,୧୭ ।୮: କର୍ନାଟକର ମେଙ୍ଗାଲୁରୁରେ ଏକ ଦମ୍ପତି ବ୍ଲାକ ଫଙ୍ଗସକୁ ଡରି ଆତ୍ମହତ୍ୟା କରିଥିବା ଜଣାପଡିଛି । ଉଭୟ କରୋନାରେ ସଂକ୍ରମିତ ଥିଲେ । ସୁଇସାଇଟ ନୋଟରେ ସ୍ୱାମୀ ଲେଖିଛନ୍ତି ମୋ ପତ୍ନୀ ମଧୁମେହରେ ପୀଡ଼ିତ, ସମାଚାର ଚ୍ୟାନେଲରେ ଦେଖାଯାଉଛି କି…
ରାଜ୍ୟରୁ ପୁଣି ୬୮ ମୁଣ୍ଡ ନେଲା କରୋନା: ମୃତ୍ୟୁ ସଂଖ୍ୟା ୭ ହଜାରକୁ ବୃଦ୍ଧି
ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୮ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭,୦୨୧କୁ ବୃଦ୍ଧି ପାଇଛି। ୬୮ ମୃତକଙ୍କ ମଧ୍ୟରୁ…
ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୯୬ ଛୁଆ କରୋନା ସଂକ୍ରମିତ
ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୭୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷ ମଧ୍ୟରେ। ଆକ୍ରାନ୍ତଙ୍କ ମଧ୍ୟରୁ ୪୨୧…
୫ ମାସ ପରେ ଦୈନିକ ସଂକ୍ରମଣ ସର୍ବନିମ୍ନ…
ନୂଆଦିଲ୍ଲୀ,୧୭।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ୫ ମାସ ପରେ ସର୍ବନିମ୍ନ ହୋଇ ୩୦ ହଜାର ତଳେ ରହିଛି। ଗତ…
କମୁନି ମୃତ୍ୟୁସଂଖ୍ୟା: ଆଉ ୬୬ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୬ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍ ଲାଗୁନି। ଆଜି ପୁଣି ୬୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…
Archives


