କରୋନା ଭାଇରସ୍‌

ଖସୁଛି କରୋନା ଗ୍ରାଫ୍‌: ଆଜି ହଜାରେ ତଳେ ଆକ୍ରାନ୍ତଙ୍କ ସଂଖ୍ୟା, ଚିନ୍ତା ବଢ଼ାଉଛି ଟୁଇନ୍‌ସିଟି

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଟିକେ କମିଛି। ତେବେ ସୋମବାର ରାଜ୍ୟରୁ ୮୬୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୯୫,୪୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…

ସୋମବାରଠାରୁ ସପ୍ତାହେ ପାଇଁ ଏହି ଦେଶରେ ଲକ୍‌ଡାଉନ୍‌…

ତେହେରାନ,୧୫।୮: କରୋନା ମହାମାରୀ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଇରାନ୍‌ରେ ସଙ୍କଟ ସୃଷ୍ଟି ହୋଇଛି। ସୁରକ୍ଷା ଦୃଷ୍ଟରୁ ଦେଶରେ ସୋମବାରଠାରୁ ସପ୍ତାହେ ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ଏହି ସମୟରେ ଅଗଷ୍ଟ ୨୧ ପର୍ଯ୍ୟନ୍ତ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ସହିତ…

ଦୈନିକ ସଂକ୍ରମଣ ପୁଣି ତଳମୁହାଁ…

ନୂଆଦିଲ୍ଲୀ,୧୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ଗତ ୨୪…

ଦ୍ୱାଦଶ ଶ୍ରେଣୀ ଛାତ୍ର ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ, ଅନ୍‌ଲାଇନ୍‌ କ୍ଲାସ୍‌ ଯୋଗୁ ମାନସିକ ସ୍ଥିତି ଉପରେ ପଡୁଛି ବିପରୀତ ପ୍ରଭାବ…

ନୂଆଦିଲ୍ଲୀ,୧୪।୮: ଅନ୍‌ଲାଇନ୍‌ କ୍ଲାସ୍‌ ଯୋଗୁ ଛାତ୍ରୀଛାତ୍ରଙ୍କ ମାନସିକ ସ୍ଥିତି ଉପରେ ବିପରୀତ ପ୍ରଭାବ ପଡୁଛି। ସୁପ୍ରିମ୍‌କୋଟଙ୍କ ଦ୍ୱାରସ୍ଥ ହୋଇ ଏଭଳି ଏକ ଆବେଦନ ଦିଲ୍ଲୀର ଜଣେ ୧୭ ବର୍ଷ ବୟସ୍କ ଦ୍ୱାଦଶ ଶ୍ରେଣୀ ଛାତ୍ର କରିଛନ୍ତି। ସମସ୍ତ ରାଜ୍ୟ ସରକାରଙ୍କୁ ସ୍କୁଲ୍‌…

ଆସିଲା କି ତୃତୀୟ ଲହର! ଭୀମସାର ୨ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ

ସମ୍ବଲପୁର ଅଫିସ,୧୪ା୮: ବୁର୍ଲା ବଡ଼ ଡାକ୍ତରଖାନାରେ ଦୁଇ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ୮ ମାସର ଶିଶୁ ଥିବାବେଳେ ଆଉ ଜଣେ ୫ ବର୍ଷର। ଏନେଇ ଭୀମସାର ଅଧୀକ୍ଷକ ଡା. ଲାଲମୋହନ ନାୟକ ସୂଚନା ଦେଇଛନ୍ତି।…

ଦୈନିକ ସଂକ୍ରମଣ ୪୦ ହଜାର ତଳେ…

ନୂଆଦିଲ୍ଲୀ,୧୪।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ଏହି ସମୟରେ ନୂଆ…

ଟିକା ନେଇଥିବା ୨.୬ ଲକ୍ଷ ସଂକ୍ରମିତ

ନୂଆଦିଲ୍ଲୀ, ୧୪।୮: ଦେଶରେ ବର୍ତ୍ତମାନ ସୁଦ୍ଧା ୫୩.୧୪ କୋଟି ଭାକ୍ସିନ ଡୋଜ୍‌ ଦିଆଗଲାଣି। ଟିକା ନେଇଥିବା ଲୋକଙ୍କ ମଧ୍ୟରୁ ୨.୬ ଲକ୍ଷ ପୁନର୍ବାର କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ତେବେ ଏହି ସଂଖ୍ୟା ମୋଟ ଟିକାକରଣର ୦.୦୫ ପ୍ରତିଶତରୁ କମ୍‌ ବୋଲି…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୬ ଜୀବନ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ହ୍ରାସ ପାଇବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ କରୋନାଜନିତ ୬୬ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ…

ଦିନେ ବଢ଼ିଲେ ଦିନେ କମୁଛି: ରାଜ୍ୟରେ ଗତ ୨୪ଘଣ୍ଟାରେ ୧,୧୩୨ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢ଼ାଉଛି ଖୋର୍ଦ୍ଧା-କଟକ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ସ୍ଥିର ରହୁଛି। ଦୈନିକ ସଂକ୍ରମଣ କେବେ ବଢ଼ୁଛି ତ ପୁଣି କେବେ କମୁଛି। ଇତିମଧ୍ୟରେ ଶୁକ୍ରବାର ରାଜ୍ୟରେ ୧,୧୯୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ…

ଭୟ ସୃଷ୍ଟି କରୁଛି ତୃତୀୟ ଲହର: ୧୧ ଦିନରେ ୫୪୩ ଶିଶୁ କରୋନା ପଜିଟିଭ

ବେଙ୍ଗାଲୁରୁ,୧୩ ।୮: କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ଶିଶୁମାନେ କରୋନାରେ ଆକ୍ରାନ୍ତ ହେବା ଏବେ ଉଭୟ ଅଭିଭାବକ ଓ ପ୍ରଶାସନକୁ ଚିନ୍ତାରେ ପକାଇ ଦେଇଛି । ୧ରୁ ୧୧ ଅଗଷ୍ଟ ମଧ୍ୟରେ ୦-୧୮ ବର୍ଷ ବୟସ ମଧ୍ୟରେ ପ୍ରାୟ ୫୪୩ ଶିଶୁ ଓ…

ସ୍କୁଲ ଖୋଲୁ ଖୋଲୁ ୩୩ପିଲା କରୋନାରେ ଆକ୍ରାନ୍ତ

ଚଣ୍ଡିଗଡ଼,୧୩।୮: କରୋନା ମହାମାରୀର ଦ୍ୱିତୀୟ ଲହର ପ୍ରକୋପ ହ୍ରାସ ପାଇବା ପରେ ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ଅନେକ ରାଜ୍ୟରେ ବର୍ତ୍ତମାନ ସ୍କୁଲ ଖୋଲାଯାଇଛି। ତେବେ ସ୍କୁଲ ଖୋଲିବା ମାତ୍ରେ ଛୋଟ ପିଲାଙ୍କ ମଧ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କର୍ନାଟକ,…

ସେପ୍ଟେମ୍ବର ସୁଦ୍ଧା ସ୍ପୁଟନିକ

ନୂଆଦିଲ୍ଲୀ,୧୩ ।୮: କରୋନା ଯୁଦ୍ଧରେ ଲଢେଇ କରିବାକୁ ଦେଶକୁ ଆସନ୍ତା ମାସ ଅର୍ଥାତ୍ ସେପ୍ଟେମ୍ବର ସୁଦ୍ଧା ଆଉ ଏକ ଶକ୍ତି ମିଳିବାକୁ ଯାଉଛି । ଯଦି ସବୁକିଛି ଠିକ୍ ରହିଲା ତେବେ ସିଙ୍ଗଲ ଡୋଜ ବାଲା ସ୍ପୁଟନିକ ଭି ଲାଇଟ୍ ଭ୍ୟାକ୍ସିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?