କରୋନା ଭାଇରସ୍‌

କୋଭିଡ ଭାକ୍ସିନର ବୁଷ୍ଟର ଡୋଜ୍‌କୁ ମିଳିଲା ଅନୁମତି: ଦୁର୍ବଳ ପ୍ରତିରୋଧକ ଶକ୍ତି ଥିବା ବ୍ୟକ୍ତିଙ୍କୁ ଦିଆଯିବ ତୃତୀୟ ଡୋଜ୍‌

ଓ୍ବାଶିଂଟନ୍‌,୧୩।୮: ଆମେରିକାରେ କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜ୍‌ର ପ୍ରୟୋଗକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଆମେରିକାରେ ବର୍ତ୍ତମାନ କରୋନାର ହାଇ ରିସ୍କ ଥିବା ରୋଗୀଙ୍କୁ ଟିକାର ତୃତୀୟ ଡୋଜ୍‌ ଦିଆଯିବ। ମଡର୍ନା ଏବଂ ଫାଇଜର ଟିକାର ତୃତୀୟ ଡୋଜ୍‌କୁ ଜରୁରୀକାଳୀନ ବ୍ୟବହାର ପାଇଁ…

୯ରାଜ୍ୟର ୫୦ପ୍ରତିଶତ ଜନସଂଖ୍ୟା ନେଇଛନ୍ତି ଭ୍ୟାକ୍ସିନର ସିଙ୍ଗଲ ଡୋଜ୍‌

ନୂଆଦିଲ୍ଲୀ,୧୩।୮: ଦେଶରେ ଏବେ ବି କରୋନା ପ୍ରକୋପ ଜାରି ରହିଛି। କରୋନା ଲଢ଼େଇରେ ମୁଖ୍ୟ ଅସ୍ତ୍ର କୁହାଯାଉଥିବା ଟିକାକରଣ ଅଭିଯାନକୁ ତ୍ୱରାନ୍ବିତ କରାଯାଇଛି। ଭାରତରେ ବର୍ତ୍ତମାନ ସୁଦ୍ଧା ୫୩କୋଟି ଲୋକଙ୍କ ଟିକାକରଣ କରାଯାଇସାରିଛି। ଇତିମଧ୍ୟରେ ଅତିକମ୍‌ରେ ୪୧କୋଟି ଲୋକ ଟିକାର ପ୍ରଥମ…

ପିଲାଙ୍କ ପାଇଁ ପ୍ରସ୍ତୁତି କର

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ଦ୍ୱିତୀୟ ଲହର ଶେଷ ହୋଇନାହିଁ। ପୁଣି ତୃତୀୟ ଲହର ଆସିବା ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ସତର୍କ କରାଇଲେଣି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ଆଜି ଆଉ ୬୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୬୭୫୭କୁ ବୃଦ୍ଧି

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ପୁଣି ୬୦ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୭୫୭କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…

ଆଜି ରାଜ୍ୟରୁ ୧୧୯୩ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୧୯୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୯୨,୩୭୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୯୫ ଜଣ ଚିହ୍ନଟ…

ଆମେରିକା, ବ୍ରିଟେନରେ ଅଧିକାଂଶ ଶିଶୁ କରୋନା ସଂକ୍ରମିତ: ଭାରତ ପାଇଁ ବିପଦ ସଙ୍କେତ!

ନୂଆଦିଲ୍ଲୀ,୧୨ ।୮: ଭାରତରେ କରୋନାର ତୃତୀୟ ଲହର ଆସିବାକୁ ଥିବା ବେଳେ ଏଥିରେ ଶିଶୁମାନେ ଅଧିକ ପରିମାଣରେ ସଂକ୍ରମିତ ହେବେ ବୋଲି ବିଶେଷଜ୍ଞମାନେ ଅନୁମାନ କରିଛନ୍ତି । ଏବେ ଆମେରିକା ଓ ବ୍ରିଟେନରେ ତୃତୀୟ ଲହର ଆସିଯାଇଥିବା କୁହାଯାଉଛି । କାରଣ…

ସ୍କୁଲ୍‌ ଖୋଲିବା ପରେ ପିଲାଙ୍କ ମଧ୍ୟରେ ବଢ଼ିଲା କରୋନା ସଂକ୍ରମଣ…

ନୂଆଦିଲ୍ଲୀ,୧୨।୮: ସ୍କୁଲ୍‌ ଖୋଲିବା ପରେ ଛୋଟ ପିଲାଙ୍କ ମଧ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କର୍ନାଟକ, ପଞ୍ଜାବ, ହରିୟାଣା,ହିମାଚଳପ୍ରଦେଶରେ ସ୍କୁଲ ପିଲା କରୋନାରେ ଆକ୍ରାନ୍ତ ହେବାରେ ଲାଗିଛନ୍ତି। ଫଳରେ ଦେଶରେ କରୋନାର ଦ୍ୱିତୀୟ ଲହର ଶେଷ ହୋଇ ନ ଥିବାବେଳେ ତୃତୀୟ…

୭ ଦିନରେ ୩୦୦ ଛୋଟ ପିଲା କରୋନାରେ ଆକ୍ରାନ୍ତ, ଚିନ୍ତାରେ ସରକାର…

ବେଙ୍ଗାଲୁରୁ,୧୨।୮: ଆମେରିକା ସମେତ ପୃଥିବୀର ବହୁ ଦେଶରେ କରୋନା ସଂକ୍ରମଣ ପୁଣିଥରେ ବିପଦ ସୃଷ୍ଟି କରିଛି। ବିଶେଷଜ୍ଞମାନେ ଏହାକୁ ତୃତୀୟ ଲହର ଭାବରେ ବିଚାର କରୁଛନ୍ତି। ଏପରିସ୍ଥଳେ ଭାରତର କର୍ନାଟକରେ ଛୋଟ ପିଲାମାନଙ୍କ ମଧ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଗତ…

୧୦୪କୁ ଦିନକୁ ଆସୁଛି ୩ଶହ ଫେକ୍‌ କଲ୍‌

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ମାଡାମ୍‌ ନମସ୍କାର, ଆମ ଘର ଗଳି ପଡିଛି, ମାଡାମ କରୋନା ଭାଇରସ୍‌ ମୋତେ ଧୋକା ଦେଇଛି, ଶହେ ଟଙ୍କା ଦିଅ ମୁଁ ମଦ ପିଇବି – ରାଜ୍ୟ ସରକାରଙ୍କ କୋଭିଡ୍‌ ହେଲ୍ପଲାଇନ୍‌ ନମ୍ବର ‘୧୦୪’କୁ ଏମିତି ପ୍ରତିଦିନ ୩ଶହରୁ ଊର୍ଦ୍ଧ୍ୱ…

ଏଥର ଅକ୍ସିଜେନ୍‌ ରାଖୀ କିଟ୍‌

କଟକ ଅଫିସ, ୧୨ା୮: ଭାଇ-ଭଉଣୀର ସମ୍ପର୍କକୁ ଆଉଟିକେ ମଜଭୁତ କରିବା ପାଇଁ ପ୍ରତିବର୍ଷ ପାଳନ କରାଯାଏ ରକ୍ଷାବନ୍ଧନ ପର୍ବ ବା ଗହ୍ମାପୂର୍ଣ୍ଣିମା। ଆସନ୍ତା ୨୨ ତାରିଖରେ ଏହି ନିଆରା ପର୍ବ ପାଳନ ହେବାକୁ ଥିବାବେଳେ କରୋନା ମହାମାରୀ ଯୋଗୁ କଟକ ସହରର…

୧୫ ସୁଦ୍ଧା ସବୁ ଜିଲାରେ ଆର୍‌ଟି-ପିସିଆର୍‌ ଲାବ୍‌

ଭୁବନେଶ୍ୱର, ୧୨ା୮(ବ୍ୟୁରୋ): ରାଜ୍ୟର ସମସ୍ତ ଜିଲାରେ ଚଳିତ ମାସ ୧୫ ତାରିଖ ସୁଦ୍ଧା ଆର୍‌ଟି-ପିସିଆର୍‌ ଟେଷ୍ଟ ଲାବ୍‌ କାର୍ଯ୍ୟକ୍ଷମ ହେବ। ଏ ନେଇ ବୁଧବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେ ସୁଦ୍ଧା ୧୪…

୪୦ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୨।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୧ ହଜାର ୧୯୫ ରେ ପହଞ୍ଚିଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri