କରୋନା ଭାଇରସ୍‌

ଟିକା ନେବା ପରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ନୂଆପଡ଼ା ଅଫିସ,୭।୮: କରୋନା ଟିକା ନେବା ପରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ତାଙ୍କ ସ୍ବାମୀ ଅଭିଯୋଗ କରିଛନ୍ତି। ମହିଳା ଜଣକ ହେଲେ ନୂଆପଡ଼ା ଜିଲା ସିନାପାଲି ବ୍ଲକ ଅନ୍ତର୍ଗତ ଟିମନପୁର ପଞ୍ଚାୟତ ହୀରାପୁର ଗାଁର ମହିଳା କୁମାରୀ ବନ୍ଦିଛୋର (୨୫)।…

ରାଜ୍ୟରେ କମିିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୦୯୬ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୭।୮(ବ୍ୟୁରୋ): ଗତ ଦୁଇ ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ପୁଣି ଥରେ ତଳମୁହାଁ ହେବାରେ ଲାଗିଛି। ଶୁକ୍ରବାର ରାଜ୍ୟରେ ୧,୨୦୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧,୦୯୬ନୂଆ କରୋନା…

କରୋନା ପାଇଁ ଏବେବି ସାବଧାନ ରହିବା ଜରୁରୀ: ଡବ୍ଲୁଏଚ୍‌ଓ

ନୂଆଦିଲ୍ଲୀ,୬ ।୮: କରୋନା ସଂକ୍ରମଣର ଦ୍ୱତୀୟ ଲହର ବେଳକୁ ବେଳ କମ୍ ହେଉଛି ସତ । ହେଲେ ଏହାର ତୃତୀୟ ଲହରର ସମ୍ଭାବନାକୁ ଦେଖି ଏବେବି ସତର୍କ ରହିବା ଜରୁରୀ ବୋଲି କହିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍‌ଓ) । ଦ୍ୱିତୀୟ ଲହର…

ସିଙ୍ଗଲ ଡୋଜ ଭ୍ୟାକ୍ସିନ୍‌ର ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ମାଗିଲା ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌

ନୂଆଦିଲ୍ଲୀ,୬।୮: ଆମେରିକାର ଫାର୍ମା କମ୍ପାନୀ ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌ କମ୍ପାନୀ ଭାରତରେ କରୋନା ବିରୋଧରେ ସିଙ୍ଗଲ ଡୋଜ ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ମାଗିଛି। ଏନେଇ କମ୍ପାନୀ ପକ୍ଷରୁ ଶୁକ୍ରବାର ଏକ ବିବୃତ୍ତି ଜାରି କରାଯାଇଛି। ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌…

ଆସିପାରେ ଡେଲ୍ଟାଠାରୁ ବି ମାରାତ୍ମକ ଭାରିଏଣ୍ଟ

ୱାଶିଂଟନ,୬ ।୮: ଭାରତରେ ପ୍ରଥମ କରି ଦେଖାଯାଇଥିବା କରୋନାର ଡେଲ୍ଟା ଭାରିଏଣ୍ଟ ନୂଆ ରୂପରେ ଆକ୍ରମଣ କରିପାରେ । ଆମେରିକାର ବରିଷ୍ଠ ସଂକ୍ରାମକ ରୋଗ ବିଶେଷଜ୍ଞ ତଥା ଆମେରିକା ସରକାରଙ୍କ କୋଭିଡ ପରାମର୍ଶଦାତା ଡା. ଏନ୍ଥନୀ ଫ୍ରାଁସି କ୍ୟାପିଟାଲ ହିଲରେ ସିନେଟରେ…

ଅନ୍‌ଲାଇନ୍‌ରେ ଚିହ୍ନଟ ହେବ କରୋନା ଆକ୍ରାନ୍ତଙ୍କ ମୃତଦେହ: ପୋର୍ଟାଲରେ ମିଳିବ ସୂଚନା

ଥିରୁଭାନ୍ତମପୁରମ,୬।୮: କେରଳରେ କରୋନା ଦୈନିକ ସଂକ୍ରମଣ ମାମଲା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ଏଥିସହ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ପରିସ୍ଥିତିରେ ମୃତଦେହ ଚିହ୍ନଟକୁ ନେଇ ସରକାରଙ୍କ ସମସ୍ୟା ବଢ଼ିଯାଇଛି। ଏଣିକି…

ମୃତ୍ୟୁରେ ଲାଗୁନି ବ୍ରେକ୍‌: ଆଜି ପୁଣି ୬୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୬ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁସଂଖ୍ୟା  ସବୁଦିନ ୬୦ ଉପରେ ରହୁଛି। ଆଜି ସର୍ବାଧିକ ୬୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ…

ଆଜି ରାଜ୍ୟରୁ ୧୨୦୮ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୨୦୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୮୪,୭୩୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୦୨ ଜଣ ଚିହ୍ନଟ…

କୋଭାକ୍ସିନର ଦୁଇ ଡୋଜ୍‌ ଟିକା ନେଇଥିବା ଜଣେ ବ୍ୟକ୍ତି କୋର୍ଟରେ ଦାଖଲ କଲେ ପିଟିଶନ, କାରଣ ଜାଣିଲେ…

ଥିରୁଭାନନ୍ତପୁରମ୍‌,୫ା୮: ଭାରତରେ ସର୍ବପ୍ରଥମ ସ୍ବଦେଶୀ ଟିକା କୋଭାକ୍ସିନ ଏବଂ କୋଭିଶିଲ୍ଡ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିଲା। ଏହା ପରେ ରୁଷିଆର ଟିକା ମଧ୍ୟ ଦେଶରେ ଲଗାଗଲା। ଯଦିଓ କୋଭିଶିଲ୍ଡ ଏବଂ ରୁଷିଆର ସ୍ଫୁଟନିକ୍‌ ବି ମାନ୍ୟତା ପାଇଛି, ତଥାପି ଭାରତର ସ୍ବଦେଶୀ…

ପ୍ରଥମଥର ଲାଗି ଟୋକିଓରେ ସର୍ବାଧିକ କରୋନା ପଜିଟିଭ ଚିହ୍ନଟ

ଟୋକିଓ,୫ ।୮: ଜାପାନର ରାଜଧାନୀ ଟୋକିଓ ଏବେ ଖୁବ୍ ଚର୍ଚ୍ଚାରେ । ସେଠି ଅନୁଷ୍ଠିତ ହେଉଛି ଅଲିମ୍ପିକ୍ସ ୨୦୨୦ । ଗୋଟିଏ ପଟେ କରୋନା ଭୟକୁ ଅନ୍ୟପଟେ ଗତବର୍ଷ ବାତିଲ ହୋଇଥିବା ଅଲିମ୍ପିକ୍ସର ମଜା । ଏପଟେ କିନ୍ତୁ ରାଜଧାନୀ ଟୋକିଓରେ…

ପର୍ବପର୍ବାଣୀ ସମୟରେ ବିନା ସଙ୍କୋଚରେ ରାଜ୍ୟ ସରକାର ଲଗାଇ ପାରିବେ ଲକଡାଉନ୍‌: କେନ୍ଦ୍ର

ନୂଆଦିଲ୍ଲୀ,୫ ।୮: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଏବେ କିଛି ରାଜ୍ୟରେ କମ୍ ହୋଇଥିବା ବେଳେ କିଛି ରାଜ୍ୟରେ କିନ୍ତୁ ପୁଣିଥରେ ଏହା ବୃଦ୍ଧି ପାଇବା ଦେଖାଦେଇଛି । ଆଗକୁ ତୃତୀୟ ଲହର ଆସୁଥିବା ବେଳେ ଏବେବି ଦ୍ୱିତୀୟ ଲହରରୁ ମୁକ୍ତି…

୫ ରାଜ୍ୟରେ ୮୦ ପ୍ରତିଶତରୁ ଅଧିକ ନୂଆ ଆକ୍ରାନ୍ତ…

ନୂଆଦିଲ୍ଲୀ,୫।୮: ତୃତୀୟ ତରଙ୍ଗ ଆତଙ୍କ ମଧ୍ୟରେ ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ହୋଇଥିବା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨,୯୮୨ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri