କରୋନା ଭାଇରସ୍‌

ପାର୍କିଂ ଅଞ୍ଚଳରେ ଧାଡ଼ି ଧାଡ଼ି ମୃତଦେହ, ଚାଇନା ମିଥ୍ୟାର ପର୍ଦ୍ଦାଫାଶ କଲା ଭିଡ଼ିଓ…

ବେଜିଂ,୨୮।୧୨ : କରୋନା ଯୋଗୁଁ ଚାଇନାରେ ଆତଙ୍କ ଦେଖାଦେଇଛି। ଦୈନିକ ପଞ୍ଜୀକୃତ ହେଉଥିବା ମାମଲା ସଂଖ୍ୟା କୋଟି କୋଟି ବୋଲି କୁହାଯାଉଛି। ତେଣୁ ଏଥି ସହିତ ଚାଇନା ସଂକ୍ରମିତଙ୍କ ସଂଖ୍ୟା ଏବଂ ମୃତ୍ୟୁ ସଂଖ୍ୟା ଲୁଚାଇବା ପାଇଁ ନୂଆ ଉପାୟ ପ୍ରସ୍ତୁତ…

ଦୈନିକ ସଂକ୍ରମଣ ୦.୩୨ ପ୍ରତିଶତ, ସ୍ଥିତି ଉପରେ ତୀକ୍ଷ୍‌ଣ ନଜର…

ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ…

ବିଦେଶୀ ଯାତ୍ରୀଙ୍କୁ କ୍ୱାରାଣ୍ଟାଇନ କରିବ ନାହିଁ ଚାଇନା…

ବେଜିଂ,୨୭।୧୨ : ଚାଇନାରେ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏପରିକି କେତେକ ସହରରେ ବୈନିକ ୧୦ ଲକ୍ଷ ମାମଲା ଆସୁଛି। ବେଜିଂରେ ମଧ୍ୟ ଅବସ୍ଥା ଖରାପ। ଏସବୁ ମଧ୍ୟରେ ଚାଇନା ବିଦେଶରୁ ଆସୁଥିବା ଯାତ୍ରୀମାନଙ୍କ ପାଇଁ କ୍ୱାରାଣ୍ଟାଇନ ନିୟମରେ…

ବୋଧଗୟାରେ ୧୧, ଦିଲ୍ଲୀରେ ୪ କୋଲକାତାରେ ୨ ବିଦେଶୀ ନାଗରିକ କରୋନା ପଜିଟିଭ, ଜିନୋମ ସିକ୍ୱୋନସିଂ ପାଇଁ ପଠାଗଲା ସାମ୍ପଲ

ନୂଆଦିଲ୍ଲୀ,୨୭ ।୧୨: ବିଶ୍ୱର କିଛି ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି । ଏହାକୁ ନେଇ ଭାରତରେ ବି ସତର୍କତା ଜାରି ରହିଛି । ବିଶେଷ ଭାବେ ବିଦେଶରୁ ଫେରୁଥିବା ନାଗରିକମାନଙ୍କ ଉପରେ କଡା ନଜର ରଖାଯାଇଛି ।…

ଫେରିବ କରୋନା କଟକଣା

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): କରୋନାର ନୂଆ ଭାରିଏଣ୍ଟକୁ ନେଇ ରାଜ୍ୟବାସୀ ଭୟଭୀତ ହୋଇପଡ଼ିଛନ୍ତି। ଦିନକୁ ଦିନ ସଂକ୍ରମଣ ବଢ଼ି ଚାଲିଥିବା ବେଳେ ପୁଣି ଥରେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନର ଭୟ ବି ଦେଖାଦେଲାଣି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଦ୍ୟାଳୟରେ କଟକଣା ପାଳନ ନେଇ…

ଦୈନିକ ସଂକ୍ରମଣ ୧୯୬, ସ୍ଥିତି ଉପରେ ତୀକ୍ଷ୍‌ଣ ନଜର…

ନୂଆଦିଲ୍ଲୀ, ୨୬।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୨ ଶହ ତଳେ ରହିଛି। ଏହା କମି ୧୯୬…

ଚାଇନାରେ ରକ୍ତ ପାଇଁ ହାହାକାର…

ବେଜିଂ,୨୬।୧୨ : ଚାଇନାରେ କରୋନା ଏକ ଭୟଙ୍କର ରୂପ ନେଇଛି । କୋଭିଡ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବା ମଧ୍ୟରେ ଦେଶର ଅନେକ ଅଞ୍ଚଳରେ ରକ୍ତର ଅଭାବ ଦେଖାଦେଇଛି। ଦେଶରେ ରକ୍ତ ପାଇଁ ହାହାକାର ସୃଷ୍ଟି ହୋଇଛି। ଏଭଳି…

କେନ୍ଦ୍ର ସରକାରଙ୍କ ପାଇଁ ସତର୍କ ଘଣ୍ଟି, ହସ୍ପିଟାଲରେ ଶ୍ୱାସ ସମସ୍ୟା ଥିବା ଲୋକଙ୍କ ସଂଖ୍ୟା ବୃଦ୍ଧି…

ନୂଆଦିଲ୍ଲୀ,୨୬।୧୨ : ବିଶ୍ୱରେ ବଢୁଥିବା କରୋନା ସଂକ୍ରମଣ ମାମଲାକୁ ଦୃଷ୍ଟିରେ ରଖି ଦେଶରେ ନୂତନ ବିପଦ ସମ୍ପର୍କରେ କେନ୍ଦ୍ର ସରକାର ପୁନର୍ବାର ଚେତାବନୀ ଦେଇଛନ୍ତି। ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଲୋକଙ୍କ ଉପରେ ନଜର ରଖିବାକୁ କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ ନିର୍ଦ୍ଦେଶ…

କରୋନା ଆକ୍ରାନ୍ତଙ୍କଠାରେ ମିଶ୍ରିତ ସ୍ବରୂପରେ ବୃଦ୍ଧି, ୩ ମାସରେ ୭.୫ରୁ ୫୮ ପ୍ରତିଶତ ଛୁଇଁଛି…

ନୂଆଦିଲ୍ଲୀ,୨୬।୧୨ : ବିଭିନ୍ନ କରୋନା ଭାରିଆଣ୍ଟ ଏବଂ ଏହାର ଚିକିତ୍ସା ପ୍ରଭାବ ବିଷୟରେ ଇନସାକଗ୍‌ର ରିପୋର୍ଟ ପ୍ରକାଶ ପାଇଛି। ଏହା ଅନୁଯାୟୀ ଭାରତୀୟ କରୋନା ଆକ୍ରାନ୍ତଙ୍କଠାରେ ବିଭିନ୍ନ ପ୍ରକାରର ମିଶ୍ରିତ ସ୍ବରୂପ ପ୍ରକାଶିତ ହୋଇଛି। ସମ୍ପ୍ରତି, ଜେନୋମ କ୍ରମର ରିପୋର୍ଟ ରାଜ୍ୟମାନଙ୍କ…

କରୋନା ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ଜୋରଦାର ପ୍ରସ୍ତୁତି…

ନୂଆଦିଲ୍ଲୀ,୨୬।୧୨ : ପୃଥିବୀର ବିଭିନ୍ନ ଦେଶରେ ବଢୁୁଥିବା କୋଭିଡ ମାମଲାକୁ ଦୃଷ୍ଟିରେ ରଖି ଦେଶରେ କୋଭିଡର ନୂତନ ବିପଦ ସମ୍ପର୍କରେ କେନ୍ଦ୍ର ସରକାର ପୁଣି ଚେତାବନୀ ଦେଇଛନ୍ତି। ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଲୋକଙ୍କ ଉପରେ ନଜର ରଖିବାକୁ କେନ୍ଦ୍ର ସରକାର ସମସ୍ତ…

ଚାଇନାରେ କରୋନା ତାଣ୍ଡବ: ଦିନକୁ କୋଟିଏରୁ ଅଧିକ ଆକ୍ରାନ୍ତ ଚିହ୍ନଟ-ଦୈନିକ ମୃତ୍ୟୁ ସଂଖ୍ୟା ୩୦ ହଜାର ପାର…

ବେଜିଂ,୨୬।୧୨ : ଚାଇନାରେ ପ୍ରତିଦିନ ଏକ କୋଟିରୁ ଅଧିକ ଲୋକ କରୋନାରେ ସଂକ୍ରମିତ ହେଉଥିବାବେଳେ ୩୦ ହଜାରରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟୁଛି। ବିଶେଷଜ୍ଞଙ୍କ ଅନୁଯାୟୀ, ଆସନ୍ତା ୯୦ ଦିନ ମଧ୍ୟରେ ଚାଇନାରେ ପ୍ରାୟ ୯୦୦ ନିୟୁତ ଲୋକ ସଂକ୍ରମଣର ଶିକାର…

କରୋନା ସଙ୍କଟ ମଧ୍ୟରେ ଆମେରିକା ଟିକା ସହାୟତାକୁ ମନା କଲା ଚାଇନା…

ବେଜିଂ,୨୫।୧୨ : ଚାଇନା ଆମେରିକାର ନିର୍ମିତ ଏମଆରଏନଏ ଟିକା ବଦଳରେ ନିଜ ସ୍ବଦେଶୀ ଟିକା ବ୍ୟବହାର ଜାରି ରଖିବାକୁ ନିଷ୍ପତ୍ତି ନେଇଛି। ଏହି ପରିପ୍ରେକ୍ଷୀରେ ଚାଇନା ସରକାରଙ୍କ ମଡର୍ଣ୍ଣା ଏବଂ ଫାଇଜର-ବାୟୋଟେକ କମ୍ପାନୀର ଟିକା ଆମଦାନୀ କରିବାକୁ ଚିନ୍ତା କରୁଥିବା ଅସ୍ପଷ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri