କରୋନା ଭାଇରସ୍‌

ଆଜି ରାଜ୍ୟରୁ ୧୦୩୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨ା୮(ବ୍ୟୁରୋ): ସୋମବାର ରାଜ୍ୟରୁ ୧୦୩୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୭୯,୭୩୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୯୮ ଜଣ ଚିହ୍ନଟ…

ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…

ନୂଆଦିଲ୍ଲୀ,୨।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର ୧୩୪ ରେ ପହଞ୍ଚିଛି। ସେହିପରି…

ବାସହରା ହେବେ ୩୬ ଲକ୍ଷ ଆମେରିକୀୟ

ଓ୍ବାଶିଂଟନ, ୨।୮: ଆମେରିକାରେ ଘରଭଡ଼ା ନେଇ ରହୁଥିବା ପ୍ରାୟ ୩୬ ଲକ୍ଷ ଲୋକ ଏଣିକି ବାସହରା ହୋଇପାରନ୍ତି। କାରଣ ଭଡ଼ାଘରୁ ବାହାର କରିଦେବା ଉପରେ ଲାଗିଥିବା ଦେଶବ୍ୟାପୀ ବ୍ୟାନ୍‌ ସମୟସୀମା ରବିବାର ପୂରିଯାଇଛି। ସେପଟେ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ରାଜନୈତିକ କାଦୁଅଫିଙ୍ଗା…

ଚିନ୍ତା ବଢାଉଛି ଆର୍ ଭାଲ୍ୟୁ!

ନୂଆଦିଲ୍ଲୀ,୧ ।୮: ଦେଶରେ କରୋନା ସଂକ୍ରମଣ ସ୍ଥିତି ଏବେବି ଚିନ୍ତା ଜନକ ରହିଛି । କିଛି ଅଞ୍ଚଳରେ କରୋନା ଗ୍ରାଫ ବଢୁଥିବା ବେଳେ ଏହାର ତୃତୀୟ ଲହର ଚିନ୍ତାରେ ପକାଉଥିବା କହିଛନ୍ତି ଦିଲ୍ଲୀ ସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ…

କଏନ୍‌-କାଗଜ ଟଙ୍କାରୁ ବ୍ୟାପେ କି କରୋନା ମହାମାରୀ, ଗବେଷକ ଦେଲେ ଏଭଳି ଉତ୍ତର…

ବର୍ଲିନ୍‌,୧।୮: ପୃଥିବୀରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। କେତେକ ଦେଶରେ ଦ୍ପିତୀୟ ଲହର ଥମୁଥିବାବେଳେ କିଛି ଦେଶରେ ତୃତୀୟ ଲହର ଆରମ୍ଭ ହୋଇଛି। ସେହିପରି ମଧ୍ୟ-ପୂର୍ବର ଦେଶଗୁଡ଼ିକରେ ଚତୁର୍ଥ ଲହର ମଧ୍ୟ ଆରମ୍ଭ ହୋଇଥିତ୍ବା ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ…

ଜୁଲାଇରେ କରୋନା ନେଲା ୨୫ ହଜାରରୁ ଅଧିକ ଜୀବନ…

ନୂଆଦିଲ୍ଲୀ,୧।୮: ଜୁଲାଇ ମାସରେ ଦେଶରେ କରୋନା ମହାମାରୀ ସଂକ୍ରମଣରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିଲା ବେଳେ ମୃତ୍ୟୁ ସଂଖ୍ୟା ଜାରି ରହିଥିଲା। ଜୁଲାଇ ମାସର ଶେଷ ସପ୍ତାହରେ, ସକ୍ରିୟ ସଂଖ୍ୟା ୩୦ ରୁ ୪୦ ହଜାର ମଧ୍ୟରେ ଥିଲା। ଜୁଲାଇରେ…

୧୦ ପ୍ରତିଶତରୁ ଅଧିକ ପ୍ରଜିଟିଭ୍‌ ଥିବା ଜିଲାରେ ଲାଗୁ ହେବ କଡ଼ା କଡ଼କଣା, ସରକାରଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସାର୍ବଜନୀକ ଟିକାକରଣ ଜାରି ରହିବା ସହିତ ସଂକ୍ରମଣ ନେଇ କେନ୍ଦ୍ର ସରକାର ସତର୍କ ଅଛନ୍ତି। ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ନିର୍ଦ୍ଦେଶ…

ଥମୁଛି ସଂକ୍ରମଣ ବଢୁଛି ଭିଡ଼…

ନୂଆଦିଲ୍ଲୀ,୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୪୧ ହଜାର ୮୩୧ ରେ…

କରୋନା ସଂକ୍ରମିତଙ୍କ ଘର ଜଗିବେ ସେନା!

ସିଡ୍‌ନୀ,୩୧ ।୭: କରୋନା ମହାମାରୀର ଗୋଟିଏ ପରେ ଗୋଟିଏ ଲହର ଶେଷ ହେଉଥିବା ବେଳେ ପୁଣି ମାଡି ଆସୁଥିବା ତୃତୀୟ ଓ ଚତୁର୍ଥ ଲହର ଏବେ କୋକୁଆ ଭୟ ସୃଷ୍ଟି କଲାଣି । କିଛି ବିକାଶଶୀଳ ଦେଶରେ ଏହା କମ୍ ହେବା…

ଡେଲ୍ଟା ଭାରିଏଣ୍ଟ କବଳରେ ଚାଇନା

ବେଜିଂ,୩୧ ।୭: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇ ଦେଇଛି । ଏହି ମହାମାରୀ ଏବେ ସୁଦ୍ଧା କୋଟି କୋଟି ଲୋକଙ୍କ ଜୀବନ ନେଇ ସାରିଲାଣି । ବେଳକୁ ବେଳ ଏହାର…

କରୋନାରେ ମୃତ୍ୟୁ ଘଟିଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ପରିବାରକୁ ମିଳିବ ୧୦ ଲକ୍ଷ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା…

ଲକ୍ଷ୍ନୌ,୩୧।୭: କରୋନାରେ ମୃତ୍ୟୁ ଘଟିଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ପରିବାରକୁ ଏଣିକି ମିଳିବ ୧୦ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ମିଳିବ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ ପକ୍ଷରୁ ଏସମ୍ପର୍କରେ ଘୋଷଣା କରାଯାଇଛି। କରୋନା ମହାମାରୀ ଯୋଗୁ ୨୦୨୦ରେ ରାଜ୍ୟରେ ୧୪…

ଭୁବନେଶ୍ୱରରେ ୧୦୦ ପ୍ରତିଶତ ଟିକାକରଣ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ ହୋଇଥିବା ନେଇ ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ମୋଟ୍‌ ୯ ଲକ୍ଷ ୭ ହଜାର ଲୋକଙ୍କୁ ୨ ଡୋଜ୍‌ରେ ୧୮.୧୪ ଲକ୍ଷ ଟାର୍ଗେଟ ଥିଲା। ଶୁକ୍ରବାର ସୁଦ୍ଧା ୧୮ ଲକ୍ଷ ୩୫ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?