୩୧ ଅଗଷ୍ଟ ଯାଏ ଅନ୍ତର୍ଜାତୀୟ ବିମାନ ଉଡାଣ ଉପରେ ପ୍ରତିବନ୍ଧକ
ନୂଆଦିଲ୍ଲୀ,୩୦।୭: କରୋନାର ସମ୍ଭାବ୍ୟ ତୃତୀୟ ଲହର ଆଶଙ୍କାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପୁଣି ଥରେ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ସେବା ଉପରେ ଥିବା ପ୍ରତିବନ୍ଧକକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅଗଷ୍ଟ ୩୧ ଯାଏ ବିମାନ ଉଡାଣ ସେବା ଉପରେ…
ଦୁଇ ଡୋଜ ଭ୍ୟାକ୍ସିନ ନେବା ପରେ ବି ଦେଖାଯାଉଛି କରୋନାର ଏସବୁ ଲକ୍ଷଣ
ଲଣ୍ଡନ,୨୯ ।୭: ସାରା ବିଶ୍ୱରେ କରୋନା ମହାମରୀକୁ ଏଡାଇବାକୁ ଭ୍ୟାକ୍ସିନ ବା ଟିକାକରଣ ପ୍ରକ୍ରିୟା ଜୋରଦାର ହୋଇଛି । ଏପଟେ ବେଳକୁ ବେଳ କରୋନାର ନୂଆ ନୂଆ ଭାରିଏଣ୍ଟ ଲୋକଙ୍କ ଚିନ୍ତା ବଢାଇ ଦେଉଛି । ତେବେ ଯେଉଁମାନେ ୨ଟି ଯାକ…
ପଶ୍ଚିମବଙ୍ଗରେ ୧୫ ଅଗଷ୍ଟ ପର୍ଯ୍ୟନ୍ତ ବଢିଲା କରୋନା କଟକଣା
କୋଲକାତା,୨୯ ।୭: କରୋନା ମହାମାରୀର ଦ୍ୱିତୀୟ ଲହର କମି ଆସିଥିବା ବେଳେ ଏବେ ତୃତୀୟ ଲହରର ଚିନ୍ତା ସମସ୍ତଙ୍କୁ ଘାରିଛି । କାରଣ ବିଷେଶଜ୍ଞଙ୍କ ମତରେ ଏଥର ଆମକୁ ଆଗ ଅପେକ୍ଷା ଅଧିକ ସତର୍କ ରହିବାକୁ ପଡିବ । ଏହି ତୃତୀୟ…
ବ୍ରିଟେନରେ ଅକ୍ଟୋବର ସୁଦ୍ଧା ଶେଷ ହୋଇଯିବ କରୋନା!
ଲଣ୍ଡନ,୨୯ ।୭: ସାରା ବିଶ୍ୱର ମେରୁଦଣ୍ଡକୁ ଦୋହଲାଇ ଦେଇଥିବା କରୋନା ମହାମାରୀ ଏବେବି କିଛି ଦେଶରେ ସକ୍ରିୟ ରହିଛି । ବ୍ରିଟେନରେ ଦ୍ୱିତୀୟ ଲହର କମ୍ ହେବା ଦେଖାଯାଉଥିବା ବେଳେ ଏବେ ସେଠାକାର ବରିଷ୍ଠ ମହାମାରୀ ବିଶେଷଜ୍ଞ ନୀଲ ଫଗ୍ୟୁସନ୍ କହିଛନ୍ତି…
କରୋନା ଡୋଜ୍ ନଷ୍ଟ, ବିହାର ଆଗରେ…
ନୂଆଦିଲ୍ଲୀ,୨୯।୭: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଦେଶର ବିଭିନ୍ନ ଅଞ୍ଚଳରେ କରୋନା ଭାକ୍ସିନ୍ ଡୋଜ୍ ଅପଚୟ ହେଉଛି। ଦେଶର କେଉଁ ରାଜ୍ୟରେ କେତେକ ଡୋଜ୍ ନଷ୍ଟ ହେଉଛି ତାହାର ସୂଚନା…
କରୋନା କାଳରେ ବଢ଼ିଛି ଆତ୍ମହତ୍ୟା
ଭୁବନେଶ୍ୱର,୨୯ା୭(ବ୍ୟୁରୋ): ଆତ୍ମହତ୍ୟାଜନିତ ମୃତ୍ୟୁ ଏବେ ଚିନ୍ତା ବଢ଼ାଇଛି। ଗତ କିଛିବର୍ଷ ହେବ ବିଶେଷକରି କରୋନା କାଳରେ ରାଜଧାନୀରେ ଆତ୍ମହତ୍ୟା ଘଟଣା ବୃଦ୍ଧି ପାଇବାରେ ଲାଗିଛି। ପାରିବାରିକ କଳହ ହେଉ କିମ୍ବା ବ୍ୟକ୍ତିଗତ ସମସ୍ୟା, ମାନସିକ ଭାରସାମ୍ୟ ହରାଇ ଅନେକ ଲୋକ ଆତ୍ମହତ୍ୟା…
ରାଜ୍ୟରେ ୨ ଦିନିଆ ସମ୍ପୂର୍ଣ୍ଣ ଲକ୍ଡାଉନ୍…
ଥିରୁଭାନନ୍ତପୁରମ୍,୨୯।୭: ଦେଶରେ କରୋନାର ଦ୍ୱିତୀୟ ଲହର ଥମୁଥିବାବେଳେ କେରଳରେ କ୍ରମାଗତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କେରଳର ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନଙ୍କ ସରକାର ୩୧ ଜୁଲାଇ(ଶନିବାର) ଏବଂ ୧ ଅଗଷ୍ଟ(ରବିବାର) ରାଜ୍ୟରେ ସମ୍ପୂର୍ଣ୍ଣ ଲକ୍ଡାଉନ୍ କରିବାକୁ…
କରୋନା ଆଣ୍ଟିବଡ଼ି ସୃଷ୍ଟିରେ ମଧ୍ୟପ୍ରଦେଶ ଶୀର୍ଷରେ, କେରଳ ତଳେ…
ନୂଆଦିଲ୍ଲୀ,୨୯।୭: ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ଦ୍ୱାରା ଦେଶର ୧୧ ଟି ରାଜ୍ୟରେ ସମ୍ପନ୍ନ ହୋଇଥିବା ସର୍ଭେ ଅନୁସାରେ ମୋଟ ଜନସଂଖ୍ୟାର ଦୁଇ ତୃତୀୟାଂଶଙ୍କଠାରେ କରୋନା ଭୂତାଣୁ ଆଣ୍ଟିବଡି ବିକଶିତ ହୋଇସାରିିଛି। ଜୁନ ୧୪ ରୁ ଜୁଲାଇ ୬…
ସୁସ୍ଥତା ହାର ୯୭.୩୮ ପ୍ରତିଶତ ଟପିଲା…
ନୂଆଦିଲ୍ଲୀ,୨୯।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୪୩ ହଜାର ୫୦୯ ରେ…
ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୫ ଜୀବନ
ଭୁବନେଶ୍ୱର,୨୯।୭(ବ୍ୟୁରୋ): ରାଜ୍ୟରେ ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଗୁରୁବାର ରାଜ୍ୟରେ କରୋନାଜନିତ ୬୫ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୭୬୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…
ରାଜ୍ୟରେ କମୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୬୧୫ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୯।୭(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍ ତଳ ମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ୨ହଜାର ତଳେ ରହୁଛି। ଇତିମଧ୍ୟରେ ବୁଧବାର ରାଜ୍ୟରେ ୧,୭୦୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ ହ୍ରାସ…
ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ: ଖୁବ୍ଶୀଘ୍ର କେରଳ ଯିବ କେନ୍ଦ୍ରୀୟ ଟିମ୍
ଥିରୁଭାନ୍ତମପୁରମ,୨୮।୭: ଦେଶରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ଏବେ କେରଳ ଚିନ୍ତା ବଢ଼ାଇଛି। ଲଗାତର ରାଜ୍ୟରେ ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏକ ଟିମ୍କୁ କେରଳ ପଠାଇବାକୁ ଯୋଜନା କରୁଛନ୍ତି। ଖୁବ୍ଶୀଘ୍ର କେନ୍ଦ୍ରୀୟ…
Archives


