ରାଜଧାନୀରେ କେବେଠୁ ଖୋଲିବ ସ୍କୁଲ: ଅଭିଭାବକ-ଶିକ୍ଷକଙ୍କଠୁଁ ପରାମର୍ଶ ଲୋଡିଲେ ସରକାର
ନୂଆଦିଲ୍ଲୀ, ୨୮।୭: କରୋନା ସଂକ୍ରମଣ ହ୍ରାସ ପାଇବା ପରେ ଅନେକ ରାଜ୍ୟରେ ପୁଣି ଥରେ ସ୍କୁଲ ଓ କଲେଜ ଖୋଲିଛି। ଗୁଜରାଟ, କର୍ନାଟକ, ମଧ୍ୟପ୍ରଦେଶ, ଓଡ଼ିଶା ଓ ପଞ୍ଜାବ ଆଦି ରାଜ୍ୟରେ ସ୍କୁଲ ଖୋଲିଥିବା ବେଳେ ଉତ୍ତରାଖଣ୍ଡ ଓ ବିହାର ସମେତ…
୧୩ ମାସରେ ୩ଥର ଆକ୍ରାନ୍ତ ହେଲେଣି ଏହି ମହିଳା ଡାକ୍ତର
ମୁମ୍ବାଇ,୨୮।୭: ମହାରାଷ୍ଟ୍ରର ମୁମ୍ବାଇରେ କରୋନା ପ୍ରକୋପ ଜାରି ରହିଛି। ପ୍ରତ୍ୟେକ ଦିନ ହଜାର ହଜାର ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଇତିମଧ୍ୟରେ ମୁମ୍ବାଇରେ ରହୁଥିବା ୨୬ବର୍ଷୀୟ ଡାକ୍ତର ଗତ ୧୩ ମାସ ମଧ୍ୟରେ ୩ଥର କରୋନାରେ ଆକ୍ରାନ୍ତ ହୋଇସାରିଛନ୍ତି। ଆଉ…
ଆମେରିକାରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୬୦ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ
ଓ୍ବାଶିଂଟନ୍,୨୮।୭: ଆମେରିକାରେ କରୋନା ଭାଇରସ୍ ସଂକ୍ରମଣ ବିପଦ ପୁଣି ଥରେ ଘନେଇବାରେ ଲାଗିଛି। କରୋନାର ଡେଲ୍ଟା ଭାରିଆଣ୍ଟ ତୀବ୍ରଗତିରେ ବ୍ୟାପୁଥିବା ବେଳେ ବହୁ ସଂଖ୍ୟକ ଲୋକ ଆକ୍ରାନ୍ତ ହେଉଛନ୍ତି। ଆମେରିକାରେ ଗୋଟିଏ ଦିନରେ ୬୦ହଜାରରୁ ଊର୍ଦ୍ଧ୍ୱ ନୂଆ ମାମଲା ଚିହ୍ନଟ ହୋଇଛି।…
ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୨୮।୭: ଦଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୪ ଦିନ ଧରି ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିବା ପରେ ପୁଣି…
ଅନାଥଙ୍କ ରିପୋର୍ଟ ବିଳମ୍ବ କରନି
ନୂଆଦିଲ୍ଲୀ, ୨୮ା୭: କରୋନା ମହାମାରୀ ଯୋଗୁ ଦେଶରେ ମାର୍ଚ୍ଚ ୨୦୨୦ ପରେ ଅନାଥ ହୋଇଥିବା ପିଲାମାନଙ୍କ ସଂଖ୍ୟା ବିଷୟରେ ସବିଶେଷ ରିପୋର୍ଟ ତୁରନ୍ତ ଦାଖଲ କରିବାକୁ ମଙ୍ଗଳବାର ସୁପ୍ରିମକୋର୍ଟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଅନାଥ ପିଲାମାନଙ୍କୁ ଚିହ୍ନଟ…
ପ୍ରବାସୀଙ୍କୁ ଦେଇପାରିଲେନି ଦକ୍ଷତା ତାଲିମ
ନୂଆଦିଲ୍ଲୀ, ୨୮ା୭: କରୋନା ମହାମାରୀ ଯୋଗୁ ୨୦୨୦ ମାର୍ଚ୍ଚ ୨୫ରେ କେନ୍ଦ୍ର ସରକାର ହଠାତ୍ ଦେଶବ୍ୟାପୀ ଲକ୍ଡାଉନ ଘୋଷଣା କରିଥିଲେ। କଳକାରଖାନା ଓ ଅନ୍ୟ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକରେ ତାଲା ପଡ଼ିବାରୁ କୋଟିଏରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ ଜୀବିକା ହରାଇଥିଲେ। ବିଭିନ୍ନ ରାଜ୍ୟରେ…
ଦିଲ୍ଲୀରୁ ଖୁସି ଖବର, ଅଗଷ୍ଟରେ ପିଲାଙ୍କ ପାଇଁ କରୋନା ଭାକ୍ସିନ୍…
ନୂଆଦିଲ୍ଲୀ,୨୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ସାର୍ବଜନୀନ ଟିକାକରଣ ଅଭିଯାନ ଜାରି ରହିଛି। ଅପରପକ୍ଷରେ ତୃତୀୟ ଲହରର ଆଶଙ୍କା ନେଇ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଦିଲ୍ଲୀରୁ…
ରାଜ୍ୟରୁ ପୁଣି ୬୦ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୭।୭ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୬୩୪କୁ ବୃଦ୍ଧି ପାଇଛି। ୬୦ ମୃତକଙ୍କ…
ରାଜ୍ୟରେ ୨ ହଜାର ତଳେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା
ଭୁବନେଶ୍ୱର,୨୭।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୧,୬୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୯୩୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୬୯୦ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ…
କ୍ୟାନ୍ସର ହସ୍ପିଟାଲ ଜମିକୁ ନେଇ ବିିବାଦ
ଖୋର୍ଦ୍ଧା ଅଫିସ,୨୭। ୭: ଖୋର୍ଦ୍ଧା ଜିଲା ଜଟଣୀ ଇନ୍ଫୋଭ୍ୟାଲିଠାରେ ଅତ୍ୟାଧୁନିକ କ୍ୟାନ୍ସର ହସ୍ପିଟାଲ ବାଗ୍ଚୀ-ଶ୍ରୀଶଙ୍କର କର୍କଟ କେନ୍ଦ୍ର ଓ ଗବେଷଣା ପ୍ରତିଷ୍ଠାନ ଏବଂ ବାଗଚୀ-କରୁଣାଶ୍ରୟ ଉପଶମ ସେବା କେନ୍ଦ୍ରର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହି…
ଖୁସି ଖବର, ମିଶ୍ରିତ ଭାକ୍ସିନ୍ ଯୋଗୁ ୬ ଗୁଣା ଅଧିକ ଆଣ୍ଟିବଡ଼ି ହେଉଛି ସୃଷ୍ଟି…
ସିଓଲ୍,୨୭।୭: ଦକ୍ଷିଣ କୋରିଆର ବୈଜ୍ଞାନିକମାନେ କରୋନା ଟିକାର ମିଶ୍ରିତ ବ୍ୟବହାର ବିଷୟରେ ଖୁସି ଖବର ଦେଇଛନ୍ତି। । ଦୁଇ ଭିନ୍ନ ଡୋଜ୍ ନେବା ଦ୍ୱାରା ଶରୀରରେ ସମାନ ପ୍ରକାର ଭାକ୍ସିନ୍ ନେଇଥିବା ଲୋକଙ୍କ ତୁଳନାରେ ୬ ଗୁଣା ଅଧିକ ଆଣ୍ଟିବଡି ସୃଷ୍ଟି…
ଲଗାତାର ୨ ଦିନ ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…
ନୂଆଦିଲ୍ଲୀ,୨୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୪ ଦିନ ଧରି…
Archives


