କରୋନା ଭାଇରସ୍‌

ଜେଲ ଗଲେ ପାଦ୍ରୀ

ଚେନ୍ନାଇ, ୨୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା, ହିନ୍ଦୁଧର୍ମ ଏବଂ ତାମିଲନାଡୁ ସରକାରଙ୍କ ବିରୋଧରେ ମନ୍ତବ୍ୟ ଦେବା ଜଣେ ରୋମାନ କାଥୋଲିକ୍‌ ପାଦ୍ରୀଙ୍କ ପାଇଁ ମହଙ୍ଗା ପଡ଼ିଛି। ଅସମ୍ମାନଜନକ ମନ୍ତବ୍ୟ ଦେବା ଅଭିଯୋଗରେ ପାଦ୍ରୀ ଜର୍ଜ ପୋନିଆଙ୍କୁ ତାମିଲନାଡୁର…

ସ୍ତନ୍ୟପାନ କରାଇପାରିବେ ସଂକ୍ରମିତ ମହିଳା

ନୂଆଦିଲ୍ଲୀ, ୨୭।୭: କୋଭିଡ୍‌ ପଜିଟିଭ୍‌ ଗର୍ଭବତୀ ଓ ସ୍ତନ୍ୟପାନ କରାଉଥିବା ମହିଳାମାନଙ୍କ ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୋମବାର ସାନି ଆଡଭାଇଜରି ଜାରି କରିଛନ୍ତି। କରୋନା ଆକ୍ରାନ୍ତ ମାଆମାନେ ସେମାନଙ୍କ ପିଲାଙ୍କୁ ସ୍ତନ୍ୟପାନ କରାଇପାରିବେ। ତେବେ ଅନ୍ୟ ସମୟରେ ସେମାନେ ପିଲାଙ୍କୁ…

ଚାଟିଂ ବେଶି, ପାଠପଢ଼ା କମ୍‌

ନୂଆଦିଲ୍ଲୀ, ୨୭ା୭: କରୋନା ମହାମାରୀ ଅଫ୍‌ଲାଇନ ପାଠପଢ଼ାରେ ଡୋରି ପକାଇଥିବାରୁ ଡିଜିଟାଲ ଶିକ୍ଷା ମୁହଁା ହୋଇଛନ୍ତି ଛାତ୍ରୀଛାତ୍ର। ପିଲାଙ୍କ ଶିକ୍ଷାରେ ବାଧା ସୃଷ୍ଟି ନ ହେବା ଉଦ୍ୟମରେ ଅଭିଭାବକ ସେମାନଙ୍କୁ ସ୍ମାର୍ଟ ଫୋନ୍‌ ଯୋଗାଇଦେଉଛନ୍ତି। ହେଲେ ପାଖରେ ମୋବାଇଲ ଥାଇ ବି…

ଦେଢ଼ ବର୍ଷ ପରେ ଖୋଲିଲା ସ୍କୁଲ

ଭୋପାଳ/ଅହମଦାବାଦ,୨୬।୭: କରୋନାର ଦ୍ୱିତୀୟ ଲହର ଦୁର୍ବଳ ହେବା ପରେ ରାଜ୍ୟଗୁଡ଼ିକରେ ପ୍ରାୟ ଦେଢ଼ବର୍ଷ ପରେ ସ୍କୁଲ ଖୋଲିଛି। ହିମାଚଳ ପ୍ରଦେଶ, ଗୁଜରାଟ, ମଧ୍ୟପ୍ରଦେଶ, ପଞ୍ଜାବ ଆଦି ରାଜ୍ୟଗୁଡ଼ିକରେ ଏକାଦଶ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରମାନଙ୍କ ପାଇଁ ସ୍କୁଲ ଖୋଲାଯାଇଛି। ସୋମବାର କରୋନା…

ଇଣ୍ଡୋନେସିଆରେ କରୋନାର ତୃତୀୟ ଲହର

ଜାକର୍ତ୍ତା,୨୬ ।୭: କରୋନା ମହାମାରୀର ତୃତୀୟ ଲହରକୁ ନେଇ ପୁଣିଥରେ ବିଶେଜ୍ଞମାନେ ଚେତାବନୀ ଦେଇଛନ୍ତି । ଏହି ତୃତୀୟ ଲହର ଶିଶୁମାନଙ୍କ ଉପରେ ବିଶେଷ ପ୍ରଭାବ ପକାଇବା ଅନୁମାନ କରାଯାଇଥିବା ବେଳେ ଏଥିପାଇଁ ବିଶେଷ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି ।…

ମୃତ୍ୟୁରେ ଲାଗୁନି ବ୍ରେକ୍‌: ଆଜି ଆଉ ୬୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୬ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୬୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…

ଆଜି ରାଜ୍ୟରୁ ୧୬୩୭ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା-କଟକରୁ କମୁନି

ଭୁବନେଶ୍ୱର,୨୬।୭(ବ୍ୟୁରୋ): ସୋମବାର ରାଜ୍ୟରୁ ୧୬୩୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୬୯,୧୮୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୪୯ ଜଣ ଚିହ୍ନଟ…

ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…

ନୂଆଦିଲ୍ଲୀ,୨୬।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୩ ଦିନ ଧରି…

ଅନ୍‌ଲକ୍‌-୮, ଖୋଲିବ ସିନେମା ହଲ୍‌…

ନୂଆଦିଲ୍ଲୀ,୨୫।୭: ସୋମବାରଠାରୁ ଦିଲ୍ଲୀରେ ଅନ୍‌ଲକ୍‌-୮ ଆରମ୍ଭ ହେବାକୁ ଯାଉଛି। ଜୁଲାଇ ୨୬ଠାରୁ ଦିଲ୍ଲୀର ସମସ୍ତ ସିନେମା ହଲ୍‌, ଥିଏଟର, ମଲ୍ଟିପ୍ଲେକ୍ସ୍‌ ୫୦ ପ୍ରତିଶତ କ୍ଷମତାରେ ଖୋଲିବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ସେହିପରି ମେଟ୍ରୋ ଏବଂ…

ଭାକ୍ସିନ୍‌ର ୨ ଡୋଜ୍‌ ସହିତ ବୁଷ୍ଟର ନେବା ମଧ୍ୟ ଆବଶ୍ୟକ…

ନୂଆଦିଲ୍ଲୀ,୨୫।୭: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ଲୋକଙ୍କୁ ଭାକ୍ସିନ୍‌ର ୨ଟି ଡୋଜ୍‌ ଦିଆଯାଉଛି। ଏପରିସ୍ଥଳେ ଏମ୍ସ୍‌ ମୁଖ୍ୟ ରଣଦୀପ୍‌ ଗୁଲେରିଆ କହିଛନ୍ତି ଯେ, କରୋନା ଭୂତାଣୁର…

ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୪୦ ହଜାର ତଳେ…

ନୂଆଦିଲ୍ଲୀ,୨୫।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୨ ଦିନ ଧରି…

କରୋନାରୁ ସୁସ୍ଥ ହେଉଥିବା ବ୍ୟକ୍ତିଙ୍କ ନିକଟରେ ଦେଖାଯାଉଛି ବ୍ରେନ୍ ହାମରେଜ!

ନୂଆଦିଲ୍ଲୀ,୨୫ ।୭: ଏକ ଅଧ୍ୟୟନରୁ ଜଣାପଡିଛି କି କରୋନା ଭାଇରସ ସଂକ୍ରମଣରୁ ସୁସ୍ଥ ହେବା ପରେ ଏଭଳି ରୋଗୀଙ୍କ ନିକଟରେ ଆହୁରି କିଛି ସ୍ୱାସ୍ଥ୍ୟ ସମସ୍ୟା ଦେଖାଯାଉଛି । ଯାହା ଏମାନଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି । ଇତିମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri