କରୋନା ଭାଇରସ୍‌

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୨।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୭ ଜୀବନ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍‌। ବୁଧବାର ରାଜ୍ୟରେ କରୋନାଜନିତ ୬୭ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୩୦୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ…

ରାଜ୍ୟରେ ଗତ ୨୪ଘଣ୍ଟାରେ ୧୯୪୮ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ଗତ ଦୁଇଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳ ମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ୨ହଜାର ତଳେ ରହୁଛି। ଇତିମଧ୍ୟରେ ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ ୧୯୪୮ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ…

ଭାରତରେ କରୋନାଜନିତ ୫୦ଲକ୍ଷ ମୃତ୍ୟୁ: ରିପୋର୍ଟ

ଓ୍ବାଶିଂଟନ୍‌,୨୧।୭: କରୋନା ଦ୍ୱିତୀୟ ଲହର ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କରୋନା ଦୈନିକ ସଂକ୍ରମଣ ସ୍ଥିର ରହୁଥିବା ବେଳେ ସମ୍ଭାବ୍ୟ ତୃତୀୟ ଲହରର ବିପଦ ଏବେ ବଢ଼ିବାରେ ଲାଗିଛି। ପୂର୍ବରୁ କରୋନା ଦ୍ୱିତୀୟ ଲହର ଭାରତରେ ତାଣ୍ଡବ ରଚିଥିବା ବେଳେ…

ପୁଣି କରୋନା ଗ୍ରାଫ୍‌ ଉପରମୁହାଁ: ଗତ ୨୪ଘଣ୍ଟାରେ ୪୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ,୩୯୯୮ ମୃତ

ନୂଆଦିଲ୍ଲୀ,୨୧।୭: ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇବାରେ ଲାଗିିଛି। ଗତ ୧୨୫ ଦିନ ପରେ ମଙ୍ଗଳବାର ଦେଶରେ ୩୦ହଜାର ୯୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା…

କୋଭିଡର ଦୁଇଟି ଭାରିଆଣ୍ଟରେ ସଂକ୍ରମିତ ହେଲେ ମହିଳା ଡାକ୍ତର

ଡିସପୁର,୨୧।୭: ଆସାମର ଜଣେ ମହିଳା ଡାକ୍ତର ଏକାସାଙ୍ଗରେ ୨ଟି ଭିନ୍ନ କରୋନା ଭାରିଆଣ୍ଟରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଯାହା ଦେଶର ପ୍ରଥମ ମାମଲା। ଏନେଇ ଡିବ୍ରୁଗଡ଼ ସ୍ଥିତ ଇଣ୍ଡିଆନ୍‌ କାଉନସିଲ୍‌ ଅଫ୍‌ ମେଡିକାଲ ରିସର୍ଚ୍ଚ(ଆସିଏମ୍‌ଆର)ର ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆରଏମ୍‌ଆରସି)ର ବରିଷ୍ଠ…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୯ ଜୀବନ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍‌। ବୁଧବାର ରାଜ୍ୟରେ କରୋନାଜନିତ ୬୯ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୨୪୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ…

ରାଜ୍ୟରେ କମିଲା ସଂକ୍ରମଣ ସଂଖ୍ୟା: ଗତ ୨୪ଘଣ୍ଟାରେ ୨ହଜାରରୁ କମ୍‌ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ଉପର ତଳ ମୁହାଁ ହେଉଥିବା ବେଳେ ଦୈନିକ ସଂକ୍ରମଣ ୨ହଜାର ଭିତରେ ରହୁଛି। ଇତିମଧ୍ୟରେ ମଙ୍ଗଳବାର ରାଜ୍ୟରେ ୨,୦୮୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୁଧବାର ଏହି ସଂଖ୍ୟାରେ ସମାନ୍ୟ…

ବିପଦରେ ୪୦ କୋଟି ଲୋକ

ନୂଆଦିଲ୍ଲୀ, ୨୧ା୭: ଦେଶରେ ୬ ବର୍ଷ ଊର୍ଦ୍ଧ୍ୱ ବୟସ ବର୍ଗରେ ଥିବା ଲୋକସଂଖ୍ୟାର ଦୁଇ-ତୃତୀୟାଂଶ କୋଭିଡ୍‌-୧୯ରେ ସଂକ୍ରମିତ ହୋଇଛନ୍ତି। ଏହାର ଅର୍ଥ ପ୍ରାୟ ୪୦ କୋଟି ଲୋକଙ୍କ ଉପରେ ଏବେ ମଧ୍ୟ କରୋନାରେ ସଂକ୍ରମଣ ବିପଦ ରହିଥିବା ଚତୁର୍ଥ ଜାତୀୟ ସେରୋ…

ଫ୍ରାନ୍ସରେ ଚତୁର୍ଥ ଲହର

ପ୍ୟାରିସ୍‌, ୨୧ା୭: ଫ୍ରାନ୍ସରେ କରୋନା ମହାମାରୀର ଚତୁର୍ଥ ଲହର ଦେଖାଦେଇଛି। ଫଳରେ ସେଠାରେ କୋଭିଡ୍‌ ନିୟମ ପାଳନ କଠୋର କରାଯାଇଥିବା ସରକାରଙ୍କ ମୁଖପାତ୍ର ଗାବ୍ରିଏଲ ଅଟ୍ଟଲ ସୂଚନା ଦେଇଛନ୍ତି। ପୂର୍ବ ଲହର ତୁଳନାରେ ଚତୁର୍ଥ ଲହର ତୀବ୍ର ବେଗରେ ମାଡ଼ିଚାଲିଛି। ସପ୍ତାହକ…

କରୋନା ତୃତୀୟ ଲହରର ଭୟ ଥିଲେ ବି ଖୋଲାଯାଇ ପାରିବ ପ୍ରାଇମେରୀ ସ୍କୁଲ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୨୦ ।୭: ଦେଶରେ କରୋନାର ଦ୍ୱିତୀୟ ଲହର କମି କମି ଯାଉଥିବା ବେଳେ ଆଗକୁ ଆସୁଥିବା ତୃତୀୟ ଲହର କିନ୍ତୁ ମନରେ ଭୟ ସୃଷ୍ଟି କରି ଚାଲିଛି । ତୃତୀୟ ଲହରର ଭୟାବହତା ଜାଣିବା ପରେ ବି କିଛି ରାଜ୍ୟ ପୁଣିଥରେ…

କରୋନା ମହାମାରୀ: ଅକ୍ସିଜେନ କମ୍ ଯୋଗୁ ଦେଶରେ ହୋଇନାହିଁ ଜଣଙ୍କର ବି ମୃତ୍ୟୁ

ନୂଆଦିଲ୍ଲୀ,୨୦ ।୭: କରୋନା ମହାମାରୀ ସମୟରେ ଅମ୍ଳଜାନ ବା ଅକ୍ସିଜେନ ଅଭାବରୁ ଜଣଙ୍କର ବି ମୃତ୍ୟୁ ହୋଇନାହିଁ । ମଙ୍ଗବାର କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହା କୁହାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତ୍ତି ଜାରି କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri