କରୋନା ଭାଇରସ୍‌

ଟିବିକୁ କରୋନା ସହ ଯୋଡିବା ଠିକ ନୁହେଁ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୮ ।୭: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର କମି କମି ଆସୁଥିବା ବେଳେ ପ୍ରତିଦିନ କିନ୍ତୁ ହଜାର ହଜାର ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଛି । କୋଭିଡରୁ ସୁସ୍ଥ ହେଉଥିବା ରୋଗୀମାନେ ଟିବିରେ ସଂକ୍ରମିତ ହେଉଥିବା ଆଲୋଚନା ହେଲାଣି ।…

୬୬ କୋଟି ଟିକା କିଣିବ କେନ୍ଦ୍ର

ନୂଆଦିଲ୍ଲୀ,୧୮।୭ : କୋଭିଡ ସଂକମଣରୁ ଦେଶବାସୀଙ୍କୁ ସୁରକ୍ଷା ପ୍ରଦାନ ଲାଗି କେନ୍ଦ୍ର ସରକାର ଟିକାକରଣକୁ ଗୁରୁତ୍ୱ ଦେଇଛନ୍ତି। ୨୦୨୨-୨୩ ଆର୍ଥିକ ବର୍ଷ ପୂର୍ବରୁ ଅଧିକାଂଶ ଲୋକଙ୍କୁ ଟିକା ପ୍ରଦାନ ପାଇଁ ଶନିବାର ଉଭୟ ସେରମ ଓ ଭାରତ ବାୟୋଟେକକୁ ଅର୍ଡର ଦେଇଛନ୍ତି।…

ଅଲମ୍ପିକ୍‌ କ୍ରୀଡ଼ା ଗ୍ରାମରେ ବଢୁଛି କରୋନା ପଜିଟିଭ୍‌ଙ୍କ ସଂଖ୍ୟା…

ଟୋକିଓ,୧୮।୭: ଜାପାନର ଟୋକିଆ ଅଲମ୍ପିକ୍‌ର କ୍ରୀଡ଼ା ଗ୍ରାମରେ କରୋନା ସଂକ୍ରମଣ ଆରମ୍ଭ ହୋଇଛି। ଜୁଲାଇ ୨୩ରୁ ଟୋକିଓରେ ୨୦୨୦ ଅଲମ୍ପିକ୍‌ ହେବାକୁ ଯାଉଛି। ଏହା ପୂର୍ବରୁ ସ୍ଥାନୀୟ କ୍ରୀଡ଼ା ଗ୍ରାମରେ ଲଗାତାର ୨ ଦିନରେ ୩ ଜଣଙ୍କ ନମୁନା ରିପୋର୍ଟ କରୋନା…

ଦୈନିକ ସଂକ୍ରମଣ ପୁଣି ଟପିଲା ୪୦ ହଜାର…

ନୂଆଦିଲ୍ଲୀ,୧୮।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୨ ଦିନ ଧରି…

ଦୈନିକ ସଂକ୍ରମଣ ଲକ୍ଷେ ଛୁଇଁବ

ନୂଆଦିଲ୍ଲୀ, ୧୮।୭: ଭାରତରେ ଅଗଷ୍ଟ ଶେଷ ବେଳକୁ କୋଭିଡ୍‌ ସଂକ୍ରମଣର ତୃତୀୟ ଲହର ଦେଖାଦେବ। ସେହି ସମୟରେ ଦୈନିକ ସଂକ୍ରମଣ ୧ ଲକ୍ଷ ଛୁଇଁବା ସମ୍ଭାବନା ରହିଛି ବୋଲି ଇଣ୍ଡିଆନ କାଉନ୍‌ସିଲ୍‌ ଅଫ୍‌ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର୍‌)ର ବରିଷ୍ଠ ବୈଜ୍ଞାନିକ ସୂଚନା…

ସମସ୍ତ କରୋନା ପଜିଟିଭ ରୋଗୀଙ୍କର ଟିବି ପରୀକ୍ଷା ହେଉ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭ ।୭: କରୋନା ମହାମାରୀ ବେଳକୁ ବେଳ ତା’ର ନୂଆ ରୂପ ଦେଖାଇ ଚାଲିଥିବା ବେଳେ ବେଳକୁ ବେଳ ଭୟ ବି ଲୋକଙ୍କ ମନରୁ ଯାଇ ପାରୁନି । କରୋନା ଭାଇରସକୁ ନେଇ ଶନିବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ସମସ୍ତ କରୋନା…

ଦିଲ୍ଲୀରୁ ଖୁସି ଖବର, ଡେଲ୍ଟା ଭାରିଆଣ୍ଟ୍‌ କ୍ଷେତ୍ରରେ ୯୯ ପ୍ରତିଶତ ପ୍ରଭାବଶାଳୀ ହେଉଛି ଭାକ୍ସିନ୍‌…

ମୁମ୍ବାଇ/ପୁଣେ,୧୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ପୁଣେ…

ଅଲମ୍ପିକ୍‌ରେ କରୋନା…

ଟୋକିଓ,୧୭।୭: ଜାପାନର ଟୋକିଆ ଅଲମ୍ପିକ୍‌ରେ କରୋନା ସଂକ୍ରମଣ ଆରମ୍ଭ ହୋଇଛି। ଜୁଲାଇ ୨୩ରୁ ଟୋକିଓରେ ୨୦୨୦ ଅଲମ୍ପିକ୍‌ ହେବାକୁ ଯାଉଛି। ଏହା ପୂର୍ବରୁ ସ୍ଥାନୀୟ କ୍ରୀଡ଼ା ଗ୍ରାମରେ ଜଣେ ଖେଳାଳିଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ଆୟୋଜକଙ୍କ ପକ୍ଷରୁ…

ସାବଧାନ ! ଆସନ୍ତା ୧୨୫ ଦିନ ସତର୍କ ରହିବା ଜରୁରୀ, ଚେତାବନୀ ଦେଲେ ନୀତି ଆୟୋଗ…

ନୂଆଦିଲ୍ଲୀ,୧୭।୭: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଲୋକଙ୍କ ମଧ୍ୟରେ ବର୍ତ୍ତମାନ ସୁଦ୍ଧା ହର୍ଡ ଇମ୍ୟୁନିଟି ସୃଷ୍ଟି ହୋଇ ନାହିଁ। ଆସନ୍ତା ୧୨୫ ଦିନ ସତର୍କ ରହିବା ଜରୁରୀ ବୋଲି ନୀତି ଆୟୋଗ ପକ୍ଷରୁ କୁହାଯାଇଛି। ନୀତି ଆୟୋଗ ସଦସ୍ୟ…

ଅନୁମତି ସତ୍ତ୍ୱେ ଗଡ଼ିଲା ନାହିଁ ବସ୍‌

କଟକ ଅଫିସ, ୧୭ା୭: ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଶୁକ୍ରବାର ବସ୍‌ଷ୍ଟାଣ୍ଡରୁ ବସ୍‌ ଚଳାଚଳ ସ୍ୱାଭାବିକ ହୋଇଥାନ୍ତା। ତେବେ କଟକ ବାଦାମବାଡି ଅଞ୍ଚଳରୁ ସକାଳୁ ଗୋଟିଏ ବି ବସ୍‌ ଗଡିନାହିଁ। ବସ୍‌ ଚଳାଚଳ ନେଇ ବିଭିନ୍ନ ସମସ୍ୟା ରହିଥିବାରୁ ଏ ପ୍ରକାର…

୪୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୨ ଦିନ…

ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୬୭ ଜୀବନ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ କରୋନାଜନିତ ୬୭ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୯୯୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?