କରୋନା ଭାଇରସ୍‌

ଚାଇନାରେ ଉତ୍ପନ୍ନ ହେବ କରୋନାର ନୂଆ ଭାରିଏଣ୍ଟ, ସତର୍କ ରୁହନ୍ତୁ ଭୟ କରିବାର ଆବଶ୍ୟକତା ନାହିଁ: ବିଶେଷଜ୍ଞ

ବେଙ୍ଗାଲୁରୁ,୨୪ ।୧୨: ଚାଇନାରେ କରୋନା ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି । ରିପୋର୍ଟ ଅନୁଯାୟୀ, ପ୍ରତିଦିନ ଏଠାରେ ଲକ୍ଷ ଲକ୍ଷ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଛି । ଏପଟେ ମୃତକଙ୍କ ସଂଖ୍ୟା ବି ବଢିବାରେ ଲାଗିଛି । ଇତିମଧ୍ୟରେ...

‘କରୋନାକୁ ନେଇ ଆତଙ୍କିତ ହୁଅ ନାହିଁ’

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ରାଜ୍ୟରେ ବିଏଫ୍‌.୭ ଭାରିଏଣ୍ଟ ଚିହ୍ନଟ ହେବା ପରେ ରାଜ୍ୟବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ ସଂକ୍ରମଣକୁ ନେଇ ରାଜ୍ୟବାସୀ ଆତଙ୍କିତ ନ ହେବାକୁ ଶନିବାର କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, ଆମ ରାଜ୍ୟରେ ୨...

ସମ୍ପୂର୍ଣ୍ଣ ଲକ୍‌ଡାଉନ ମୁହାଁ ଚାଇନା, ଜିନପିଙ୍ଗଙ୍କ ନିଷ୍ପତ୍ତିକୁ ଅପେକ୍ଷା…

ବେଜିଂ,୨୪।୧୨ : ଚାଇନାରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଦିନକୁ ଦିନ ବିଗିଡୁଥିବା ପରିସ୍ଥିତି ମଧ୍ୟରେ ଖବର ଆସୁଛି ଯେ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଶନିବାର କିମ୍ବା ରବିବାର ପ୍ରଥମ ଥର ପାଇଁ କୋଭିଡ ସମୀକ୍ଷା ବୈଠକ...

ଚାଇନାରେ କରୋନା ବେକାବୁ: ଗୋଟିଏ ଦିନରେ ୩ କୋଟି ୭୦ ଲକ୍ଷ ନୂଆ ଆକ୍ରାନ୍ତ ଚିହ୍ନଟ…

ବେଜିଂ,୨୪।୧୨ : ଚାଇନାରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ବ୍ଲୁମବର୍ଗ ଅନୁସାରେ ଚାଇନା ସରକାରଙ୍କ ସର୍ବୋଚ୍ଚ ସ୍ବାସ୍ଥ୍ୟ ପ୍ରାଧିକରଣର ଆକଳନ ଅନୁଯାୟୀ, ଏହି ସପ୍ତାହରେ ଗୋଟିଏ ଦିନରେ ଚାଇନାରେ ପ୍ରାୟ ୩ କୋଟି ୭୦ ଲକ୍ଷ ନୂଆ କରୋନା...

ଚାଇନା ଅଧିକାରୀଙ୍କ ମନ୍ତବ୍ୟକୁ ସେନସର କରାଗଲା, ଦେଶରୁ ବାହାରକୁ ଯିବନି କରୋନା ତଥ୍ୟ !…

ବେଜିଂ,୨୪।୧୨ : ଚାଇନାର ଜଣେ ବରିଷ୍ଠ ସ୍ବାସ୍ଥ୍ୟ ଅଧିକାରୀ କହଥିଲେ ଯେ ଚାଇନାର ଏକ ସହରରେ ପ୍ରତିଦିନ ପାଞ୍ଚ ଲକ୍ଷ ଲୋକ କରୋନାରେ ସଂକ୍ରମିତ ହେଉଛନ୍ତି। ତେବେ ସ୍ବାସ୍ଥ୍ୟ ଅଧିକାରୀଙ୍କ ଏହି ମନ୍ତବ୍ୟକୁ ତୁରନ୍ତ ସେନ୍ସର କରାଯାଇଥିଲା। କିଙ୍ଗଦାଓ୍ବଠାରେ ଶାସକ...

ଅକ୍ସିଜେନ ଯୋଗାଣ ନିଶ୍ଚିତ କରିବାକୁ ରାଜ୍ୟଙ୍କୁ କେନ୍ଦ୍ରର ଚିଠି…

ନୂଆଦିଲ୍ଲୀ,୨୪।୧୨ : କରୋନା ମୁକାବିଲା ପାଇଁ ନିୟମିତ ଅକ୍ସିଜେନ ଯୋଗାଣ ନିଶ୍ଚିତ କରିବାକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସମସ୍ତ ରାଜ୍ୟକୁ ଏକ ଚିଠି ଲେଖିଛି। ଏହା ସହିତ, ପିଏସଏ ପ୍ଲାଣ୍ଟଗୁଡ଼ିକୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ରଖିବା ଉଚିତ ଏବଂ ସେମାନଙ୍କୁ ଯାଞ୍ଚ କରିବା...

ଚାଇନାରେ ଗତ ୩ ମାସରେ ୧୩୦ ସବ୍‌-ଭାରିଆଣ୍ଟ ତାଣ୍ଡବ: ନୂଆ ଆକ୍ରାନ୍ତଙ୍କ ମୁହଁ-ଜିଭରେ କଳାଦାଗ…

ବେଜିଂ,୨୪।୧୨ : ଚାଇନା ବର୍ତ୍ତମାନ ଏହାର ସବୁଠାରୁ କଠିନ ସମୟ ଦେଇ ଗତି କରୁଛି। କରୋନା ମହାମାରୀର ନୂଆ ଲହର ଚାଇନାରେ ତାଣ୍ଡବ ସୃଷ୍ଟି କରିଛି। ପ୍ରତିଦିନ ଯେଉଁ ପ୍ରକାରର ମାମଲା କ୍ରମାଗତ ଭାବରେ ଚିହ୍ନଟ ହେଉଛି। ତାହା ଭୟଙ୍କର...

ଦୈନିକ ସଂକ୍ରମଣ ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୪।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ୨ ଶହ ରହିଛି। ଏହା ବଢ଼ି ୨୦୦...

ଟିକା ପାଇଁ କେନ୍ଦ୍ରକୁ ଚିଠି ଲେଖିଲା ଓଡ଼ିଶା

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ବିଶ୍ୱର ବିଭିନ୍ନ ଦେଶରେ କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ରାଜ୍ୟ ସରକାର ଏନେଇ ସର୍ତକତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଶୁକ୍ରବାର କେନ୍ଦ୍ର ସରକାରଙ୍କୁ ଚିଠି ଲେଖି କୋଭିଡ୍‌ ପ୍ରିକଶନ ଟିକା ବା...

କରୋନା ମୃତକଙ୍କୁ ନେଇ ଚାଇନାର ଦାବି ଉପରେ ଉଠିଲା ପ୍ରଶ୍ନ, ଡିସେମ୍ବରର ସଂଖ୍ୟା ଚକିତ କରୁଛି

ବେଜିଂ,୨୪ ।୧୨: ଚାଇନାରେ କରୋନାର ସଂକ୍ରମଣ ଲଗାତାର ଜାରି ରହିଛି ହସ୍ପିଟାଲରେ ଯେଉଁଠି ସଂକ୍ରମିତ ରୋଗୀଙ୍କ ଲମ୍ବା ଲାଇନ ଲାଗିଛି ଏପଟେ ମୃତ୍ୟୁ ସଂଖ୍ୟା ବି ବେଳକୁ ବେଳ ବଢିବାରେ ଲାଗିଛି । କିଛି ମିଡିଆ ରିପୋର୍ଟରେ କୁହାଯାଇଛି କି...

ପ୍ରସ୍ତୁତ ରହିବାକୁ ସବୁ ହସ୍ପିଟାଲକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ବିଦେଶରେ କରୋନାର ନୂଆ ଭାରିଆଣ୍ଟ ବ୍ୟାପୁଛି। ଏବେ ଚାଇନାରେ ଭୟାବହ ପରିସ୍ଥିତି ସୃଷ୍ଟି କରିଥିବା ଓମିକ୍ରନ୍‌ର ସବ୍‌ଭାରିଆଣ୍ଟ ବିଏଫ୍‌.୭ ଭୂତାଣୁ ଭାରତରୁ ମଧ୍ୟ ମିଳିଛି। ତେବେ ଓଡ଼ିଶାରୁ ଏଥିରେ ଜଣେ ଆକ୍ରାନ୍ତ ହୋଇଥିବା ରିପୋର୍ଟ ପ୍ରକାଶ ପାଇବା...

ଉତ୍ତର ପ୍ରଦେଶ, କର୍ନାଟକ, ମୁମ୍ବାଇରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୩ ।୧୨: ଚାଇନାରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଏବେ ଭାରତକୁ ଏହାର ଭୟ ଫେରିଛି । ଚାଇନାରେ ଓମିକ୍ରନର ସବ ଭାରିଏଣ୍ଟ ବିଏଫ.୭ ସ୍ଥିତିକୁ ଏକବାର ବିଗାଡି ଦେଇଛି । ଏବେ ଏହି ସଂକ୍ରମଣକୁ ରୋକିବାକୁ ଭାରତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri