କରୋନା ଭାଇରସ୍‌

ଦିନେ କମିଲେ ଦିନେ ବଢ଼ୁଛି: ରାଜ୍ୟରେ ଗତ ୨୪ଘଣ୍ଟାରେ ୨ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧାରୁ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ୨ହଜାରରୁ ଅଧିକ ରହୁଛି। ରାଜ୍ୟରେ କରୋନା କଟକଣା କୋହଳ ହେବା ପରେ ଲୋକମାନେ ପୁଣି ଥରେ ମାର୍କେଟରେ ଗହଳି କରୁଥିବା ଦେଖିବାକୁ ମିଳିଛି। ଯାହାଫଳରେ…

୧୯ରୁ ଭର୍ଚୁଆଲରେ ଚାଲିବ ହାଇକୋର୍ଟ

କଟକ ଅଫିସ,୧୭ା୭: ଆସନ୍ତା ୧୯ରୁ ୨୩ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ ଭର୍ଚୁଆଲ ମୋଡରେ ଚାଲିବ। ରାଜ୍ୟ ସରକାର ଗୁରୁବାର କୋଭିଡ କଟକଣାକୁ କୋହଳ କରିବାପରେ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟସୀମା ମଧ୍ୟରେ ଥିବା ମାମଲାର ଶୁଣାଣି ପାଇଁ ଆବେଦନକାରୀଙ୍କୁ…

ପ୍ରଥମ ଦିନରେ ଟିକା ନେଲେ ୧୨୮୪ ଗର୍ଭବତୀ

ଭୁବନେଶ୍ୱର,୧୭ା୭ (ବ୍ୟୁରୋ): ରାଜ୍ୟରେ ଶୁକ୍ରବାରଠାରୁ ଗର୍ଭବତୀଙ୍କ ଟିକାକରଣ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୧୨ଶହ ୮୪ଜଣ ଗର୍ଭବତୀଙ୍କୁ କୋଭିଡ୍‌ ଟିକା ଦିଆଯାଇଛି। ଟିକା ନେବା ପାଇଁ କିପରି ସହଜରେ ପଞ୍ଜୀକରଣ କରିପାରିବେ ସେଥିପାଇଁ କୋଓ୍ବିନ୍‌ ପୋର୍ଟାଲରେ ସ୍ବତନ୍ତ୍ର ଫିଚର୍‌ ବ୍ୟବସ୍ଥା କରାଯାଇଛି।…

୧୨ରୁ ୧୮ ବର୍ଗଙ୍କ ଟିକାକରଣ ଶୀଘ୍ର କରାଯାଉ

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ସୂଚନା ଅନୁଯାୟୀ ମହାମାରୀ କରୋନାର ତୃତୀୟ ଲହର ଆସିବା ଯଥେଷ୍ଟ ଆଶଙ୍କା ରହିଛି। ପିଲାମାନଙ୍କ ଉପରେ ଏହାର ପ୍ରଭାବ ଅଧିକ ରହିବ ବୋଲି ଅନୁମାନ କରାଯାଉଛି। ତେଣୁ ପ୍ରାଥମିକତା ଦେଇ ୧୨ରୁ ୧୮ ବର୍ଷ ବର୍ଗଙ୍କ ପାଇଁ…

ପୋଲିସ ଟ୍ରେନିଂ ସେଣ୍ଟରରେ କରୋନା

ରାୟପୁର,୧୬।୭: ଛତିଶଗଡ଼ ରାଜନାନ୍ଦଗାଓଁ ସ୍ଥିତ ପୋଲିସ ଟ୍ରେନିଂ ସେଣ୍ଟରରେ ବ୍ୟାପିଲା କରୋନା। ଏଠାରେ ୩୫ଜଣ ଯବାନ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାପରେ ଉକ୍ତ ଅଞ୍ଚଳକୁ ଜିଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, ଏହି ଟ୍ରେନିଂ ସେଣ୍ଟରକୁ…

ଅଗଷ୍ଟ ଶେଷ ବେଳକୁ ଆସିପାରେ କରୋନାର ତୃତୀୟ ଲହର: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୧୬ ।୭: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ସରୁ ସରୁ ତୃତୀୟ ଲହର ଆରମ୍ଭ ହେବାର ଭୟ ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । ଇଣ୍ଡିଆନ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ(ଆସିଏମ୍‌ଆର୍‌)ର ଡିଭିଜନ ଅଫ୍ ଏପିଡେମିୟୋଲୋଜି ଆଣ୍ଡ କମ୍ୟୁନିକେବଲ…

ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ୪-ଟି ମନ୍ତ୍ର ଦେଲେ ମୋଦି

ନୂଆଦିଲ୍ଲୀ,୧୬।୭: ଦେଶରେ କେତେକ ରାଜ୍ୟରେ ଲଗାତର ଭାବେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଉଛି। ଯାହାକୁ ନେଇ କେନ୍ଦ୍ର ସରକାର ଚିନ୍ତା ପ୍ରକଟ କରିଛନ୍ତି। ଇତିମଧ୍ୟରେ କରୋନା ସଂକ୍ରମଣ ସ୍ଥିତିକୁ ନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୬ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ…

ସମୟ ପୂର୍ବରୁ ଜନ୍ମ ଅବା ନବଜାତକଙ୍କ ନିକଟରେ କରୋନା ଭୟ!

ନୂଆଦିଲ୍ଲୀ,୧୬ ।୭: ଦେଶରେ ଜାରି ରହିଥିବା କରୋନା ମହାମାରୀ ଚିନ୍ତା ବଢାଇ ଚାଲିଛି । ଦ୍ୱିତୀୟ ଲହରରେ ସମୟ ପୂର୍ବରୁ ଜନ୍ମିତ ଶିଶୁ ଅବା ନବଜାତକଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ଦେଖାଗଲାଣି । ବିଶେଷଜ୍ଞଙ୍କ କହିବା କଥା ହେଲା ତୃତୀୟ ଲହରର…

ଚିନ୍ତା ବଢାଇଲାଣି କରୋନାର ତୃତୀୟ ଲହର: ପୁଡୁଚେରୀରେ ୨୦ ଶିଶୁ ହସ୍ପିଟାଲରେ ଭର୍ତ୍ତି

ପୁଡୁଚେରୀ,୧୬ ।୭: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉ ନାହିଁ । ଗୋଟିଏ ପଟେ ଦ୍ୱିତୀୟ ଲହର ଏବେବି ରହିଥିବା ବେଳେ ଅନ୍ୟପଟେ ତୃତୀୟ ଲହର ପାଦ ଥାପି ସାରିଲାଣି । ବିଶେଷଜ୍ଞଙ୍କ କହିବା ଅନୁଯାୟୀ ତୃତୀୟ ଲହର ଶିଶୁମାନଙ୍କ…

ମିଛ କରୋନା ନେଗେଟିଭ ରିପୋର୍ଟ ନେଇ ବୁଲିବାକୁ ଯାଇଥିବା ୧୩ ପର୍ଯ୍ୟଟକ ଗିରଫ

ଡେରାଡୁନ,୧୫ ।୭: ପର୍ଯ୍ୟଟନସ୍ଥଳି ବୁଲିବାକୁ ଗଲେ କରୋନା ନେଗେଟିଭ ରିପୋର୍ଟ ସାଙ୍ଗରେ ଧରିବା ବାଧ୍ୟତାମୂଳକ ହୋଇଯାଇଛି । ଉତ୍ତରାଖଣ୍ଡ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ଏହା ବାଧ୍ୟତାମୂଳକ । ଏହି ସମୟରେ କେତେକ ଲୋକ କରୋନା ନେଗେଟିଭ ମିଛ ରିପୋର୍ଟ ନେଇ…

ପୁଣି ବିପଦ, ପୃଥିବୀରେ ଆରମ୍ଭ ହେଲାଣି କରୋନାର ତୃତୀୟ ଲହର…

ଜେନେଭା,୧୫।୭: ପୃଥିବୀରେ କରୋନା ମହାମାରୀର ତୃତୀୟ ଲହର ଆରମ୍ଭ ହୋଇ ସାରିଛି। ଏବେ ଏହା ପ୍ରାଥମିକ ପର୍ଯ୍ୟାୟରେ ରହିଛି। ଡେଲ୍ଟା ଭାରିଆଣ୍ଟ୍‌ ଯୋଗୁ ତୃତୀୟ ଲହର ଆସିଥିବା ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପ୍ରମୁଖ ଟେଡ୍ରୋସ୍‌ ଆଧାନୋମ୍‌ ଘେବ୍ରିୟେସସ୍‌ ଗୁରୁବାର ସତର୍କ ସୂଚନା ଜାରି…

ଅଭିଯୋଗ ପରେ ଟିକା ନେଲେ ପାକିସ୍ତାନୀ ମହିଳା

କୋଲକାତା,୧୫ ।୭: ପାକିସ୍ତାନୀ ମହିଳା ସହର କୈସର ସ୍ପୁଟନିକ ଜ୍ୟାବର ପ୍ରଥମ ଡୋଜ ଟିକା ନେଇଛନ୍ତି । ବୁଧବାର କୋଲକାତାରେ ଏହି ୩୦ ବର୍ଷୀୟା ମହିଳାଙ୍କୁ କରୋନା ଟିକାର ପ୍ରଥମ ଡୋଜ୍ ମିଳିଥିବା ଜଣାପଡିଛି । ତାଙ୍କର ଅଭିଯୋଗ ଥିଲା କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?