କରୋନା ଭାଇରସ୍‌

ଦକ୍ଷିଣ ଆଫ୍ରିକାରେ ଫସିଛନ୍ତି ସବ୍ୟସାଚୀ

ଢେଙ୍କାନାଳ ଅଫିସ, ୧୫।୭: ଆସାଇନ୍‌ମେଣ୍ଟ କାର୍ଯ୍ୟରେ ଦକ୍ଷିଣ ଆଫ୍ରିକା ଯାଇଥିଲେ। ହେଲେ ଏକ ଅପ୍ରତ୍ୟାଶିତ ଘଟଣାକ୍ରମରେ କରୋନା ସଂକ୍ରମଣ ବଢ଼ିଲା। ବନ୍ଦ ହୋଇଗଲା ଅନ୍ତଃରାଷ୍ଟ୍ରୀୟ ବିମାନ ଚଳାଚଳ। ବର୍ଷାଧିକ ରହଣି ଭିତରେ ଅବଧି ସରିଯିବା ପରେ ବାତିଲ ହୋଇଗଲା ଭିସା। ଫଳରେ…

କୋଭିଡ ପରିଚାଳନା ନେଇ ଘୋଷଣା ହୋଇପାରେ ଆକ୍ସନ ପ୍ଲାନ୍‌

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟ କୋଭିଡ ପରିଚାଳନା ନେଇ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ଘୋଷଣା ହୋଇପାରେ। ଦ୍ୱିପ୍ରହର ୨ଟା ୩୦ରେ ଖବରଦାତା ସମ୍ମିଳନୀ କରିବେ ମୁଖ୍ୟ ଶାସନ ସଚିବ। ଏଥିରେ କୋଭିଡ ପରିଚାଳନା ନେଇ ଆକ୍ସନ ପ୍ଲାନ ଘୋଷଣା ହୋଇପାରେ। କାରଣ ଆସନ୍ତାକାଲି କରୋନା କଟକଣା…

ପରୀକ୍ଷା ଫି’ ଫେରାଇବାକୁ ବିଚାରକର

ନୂଆଦିଲ୍ଲୀ, ୧୫ା୭: କୋଭିଡ୍‌ ମହାମାରୀ ଯୋଗୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ଚଳିତ ବର୍ଷ ବାତିଲ କରି ଦିଆଯାଇଛି। ତେଣୁ ପିଲାଙ୍କଠାରୁ ଆଦାୟ ହୋଇଥିବା ପରୀକ୍ଷା ଫି’ ଫେରାଇବାକୁ ସିବିଏସ୍‌ଇ ୮…

ନୂଆ ଗାଇଡ୍‌ଲାଇନକୁ ଅପେକ୍ଷା

ଭୁବନେଶ୍ୱର, ୧୫।୭(ବ୍ୟୁରୋ): ରାଜ୍ୟରେ ଏବେ ୧୫ ଦିନିଆ ଆଂଶିକ ଲକ୍‌ଡାଉନ୍‌ ବା ଅନ୍‌ଲକ୍‌ ପର୍ଯ୍ୟାୟ ଜାରି ରହିଛି। ୧୬ ତାରିଖ ସକାଳ ୬ଟାରେ ଏହା ସରୁଥିବାରୁ ଗୁରୁବାର ସରକାର ଆଗାମୀ ନିଷ୍ପତ୍ତି ଉପରେ ଘୋଷଣା କରିପାରନ୍ତି। ସରକାର କ’ଣ ପଦକ୍ଷେପ ନେବେ,…

ଗହଳି ନିୟନ୍ତ୍ରଣ କର

ନୂଆଦିଲ୍ଲୀ, ୧୫।୭: ହିଲ୍‌ ଷ୍ଟେଶନ ଏବଂ ବଜାରଗୁଡ଼ିକରେ ଅତ୍ୟଧିକ ଜନଗହଳିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବେଗ ପ୍ରକାଶ କରିବାର ଦିନକ ପରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ବୁଧବାର ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ପତ୍ର ଲେଖି ଗହଳି ନିୟନ୍ତ୍ରଣ ଦିଗରେ…

ପୁଣି ୪୦ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୫।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତର ୩ ଦିନ…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୬୬ ଜୀବନ

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ କରୋନାଜନିତ ୬୬ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୮୬୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୨ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧାରୁ

ଭୁବନେଶ୍ୱର,୧୫।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଥିବା ବେଳେ ଗତ ୨ଦିନରୁ ପୁଣି ସଂକ୍ରମଣ ମାମଲା ବୃଦ୍ଧି ପାଇଛି। ରାଜ୍ୟରେ କଟକଣା ସାମାନ୍ୟ କୋହଳ ହେବା ପରେ ଲୋକମାନେ ପୁଣି ଥରେ ମାର୍କେଟରେ ଗହଳି କରୁଥିବା ଦେଖିବାକୁ…

ମହାମାରୀରେ କାଉଡ଼ି ଯାତ୍ରା, ଯୋଗୀ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଜବାବ ତଲବ…

ନୂଆଦିଲ୍ଲୀ,୧୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଥିବାବେଳେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ଶ୍ରାବଣ ମାସରେ ପ୍ରଭୁ ଶ୍ରୀମହାଦେବଙ୍କ ଉଦ୍ଦେଶ୍ୟରେ ହେଉଥିବା କାଉଡ଼ି ଯାତ୍ରାକୁ ଅନୁମତି ଦେଇଛନ୍ତି। ଏହା ବିରୋଧରେ ସୁପ୍ରିମ୍‌କୋର୍ଟରେ ଆବେଦନ କରାଯାଇଛି। ଏହି ଆବେଦନର…

କୋଭାକ୍ସିନକୁ ଖୁବ୍‌ଶୀଘ୍ର ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରୀ

କରୋନାର ତୃତୀୟ ଲହରକୁ ରୋକିବା ପାଇଁ ଟିକାକରଣ ଜରୁରୀ ହୋଇପଡ଼ିଥିବାବେଳେ କୋଭାକ୍ସିନକୁ ନେଇ ବଡ଼ ଖବର ଆସିଛି। କୋଭାକ୍ସିନ ନିର୍ମାତା କମ୍ପାନୀ ଭାରତ ବାୟୋଟେକ୍‌ ପକ୍ଷରୁ କୁହାଯାଇଛି ଯେ, ଏହି ଟିକାକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ମଞ୍ଜୁରୀ ଯଥାଶୀଘ୍ର ସମ୍ଭବ…

ଦୈନିକ ସଂକ୍ରମଣ ପୁଣି ବଢ଼ିଲା…

ନୂଆଦିଲ୍ଲୀ,୧୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଜୁଲାଇ ୧୨ରେ ନୂଆ…

ଧନୀ ଦେଶଙ୍କ ଲୋଭ,ଗରିବ ବଞ୍ଚିତ

ଜେନେଭା,୧୪।୭: ବିଶ୍ୱର ଧନୀ ରାଷ୍ଟ୍ରଗୁଡ଼ିକର କରୋନା ଭାକ୍ସିନ ଲୋଭ ବଢ଼ିବାରେ ଲାଗିଛି। ଅନେକ ଧନୀ ଦେଶ ନିଜ ନାଗରିକମାନଙ୍କୁ ଦ୍ୱିତୀୟ ଡୋଜ୍‌ ଦେବା ପରେ ବୁଷ୍ଟର ଡୋଜ୍‌ ବା ଅତିରିକ୍ତ ଖୋରାକ ଦେବା ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ଏଥିଯୋଗୁ କେତେକ ଗରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?