କରୋନା ଭାଇରସ୍‌

କରୋନାର ତୃତୀୟ ଲହରକୁ ଲୋକେ ମୌସୁମୀ ଅପଡେଟ୍ ଭଳି ନେଉଛନ୍ତି: ଲଭ ଅଗ୍ରୱାଲ

ନୂଆଦିଲ୍ଲୀ,୧୩ ।୭: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରୱାଲ ମଙ୍ଗଳବାର କହିଛନ୍ତି ଲୋକେ କରୋନାର ତୃତୀୟ ଲହରୀକୁ ମୌସୁମୀର ଅପଡେଟ୍ ଭଳି ଗ୍ରହଣ କରୁଛନ୍ତି । ଏହାକୁ କେହି ଗମ୍ଭିରତାର ସହ ଗ୍ରହଣ କରୁ ନାହାନ୍ତି । ଏହାପ୍ରତି…

କାଉଡ଼ି ଯାତ୍ରା ସମୟରେ କୋଭିଡ ପ୍ରୋଟୋକଲ ପାଳନ-ଆରଟି ପିସିଆର ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ

ଲକ୍ଷ୍ନୌ,୧୩।୭: ଜୁଲାଇ ୨୫ରୁ ଆରମ୍ଭ ହେବାକୁ ଥିବା ପାରମ୍ପରିକ କାଉଡ଼ି ଯାତ୍ରା ପାଇଁ ଉତ୍ତରପ୍ରଦେଶ ସରକାର ପ୍ରସ୍ତୁତ ହେଲେଣି। ହେଲେ କରୋନାକୁ ଦୃଷ୍ଟିରେ ରଖି ଯାତ୍ରା ସମୟରେ କୋଭିଡ ପ୍ରୋଟୋକଲ ପାଳନ କରିବାକୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି।…

ଜୁଲାଇ ୧୬ରେ ୬ରାଜ୍ୟର ମୁଖମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୋଦି

ନୂଆଦିଲ୍ଲୀ,୧୩।୭: କରୋନାର ତୃତୀୟ ଲହର ବିପଦକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁଲାଇ ୧୬ ସକାଳ ୧୧ଟାରେ ୬ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଏକ ବୈଠକ କରିବେ। ଏହି ବୈଠକରେ ତାମିଲନାଡ଼ୁ, ଆନ୍ଧ୍ର ପ୍ରଦେଶ, କର୍ନାଟକ, ଓଡ଼ିଶା, ମହାରାଷ୍ଟ୍ର ଓ କେରଳର…

କାଉଡ଼ି ଯାତ୍ରାକୁ ନେଇ ଚିନ୍ତା ପ୍ରକଟ କଲା ଆଇଏମ୍‌ଏ

ଡେରାଡୁନ,୧୩।୭: ଜୁଲାଇ ୨୫ରୁ ଆରମ୍ଭ ହେବାକୁ ଥିବା କାଉଡି ଯାତ୍ରାକୁ ଅନୁମତି ଦେବା ପାଇଁ ଉତ୍ତରାଖଣ୍ଡ ସରକାର ବିଚାର କରୁଛନ୍ତି। ଇତିମଧ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି ଜୋର ଧରିଛି। ଏନେଇ ଉତ୍ତରାଖଣ୍ଡର ଇଣ୍ଡିଆନ…

ଦେଶର ପ୍ରଥମ କରୋନା ସଂକ୍ରମିତ ପୁଣିଥରେ କରୋନା କବଳରେ

ଥିରୁଭାନନ୍ତପୁରମ,୧୩ ।୭: ଦେଶରେ କରୋନାର ଦ୍ୱିତୀୟ ଲହର ଚାଲିଥିବା ବେଳେ ସମୟ କ୍ରମେ ଏହା କମ୍ ହେବାରେ ଲାଗିଛି । ହେଲେ କିଛି ରାଜ୍ୟରେ ଏବେବି କରୋନା ଚିନ୍ତାର କାରଣ ପାଲଟିଛି । ମିଳିଥିବା ସୂଚନାରୁ ଜଣାପଡିଛି କି ଦେଶର ପ୍ରଥମ…

ସ୍ଫୁଟନିକ୍‌-ଭି ଉତ୍ପାଦନ ସେପ୍ଟେମ୍ବରରୁ

ନୂଆଦିଲ୍ଲୀ,୧୩।୭: ଭାରତରେ କରୋନା ଭାଇରସ୍‌ ସଂକ୍ରମଣର ପ୍ରକୋପକୁ ରୋକିବା ପାଇଁ ଦେଶବ୍ୟାପି ଟିକାକରଣ ଅଭିଯାନ କରାଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ଭାରତରେ ୩୮କୋଟି ୧୪ଲକ୍ଷ ୬୭ହଜାର ୬୪୬ଜଣ ଲୋକଙ୍କୁ ଟିକା ଦିଆଯାଇସାରିଛି। ସେଥିମଧ୍ୟରେ ୩୦କୋଟି ୬୬ ଲକ୍ଷ ୧୨ହଜାର ୭୮୧ଜଣ ବ୍ୟକ୍ତିଙ୍କୁ କରୋନା…

ଅଗଷ୍ଟଠାରୁ ପ୍ରତିମାସରେ ଦିଆଯିବ ୯୦ ଲକ୍ଷ ଡୋଜ୍‌…

ନୂଆଦିଲ୍ଲୀ,୧୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ସୁରକ୍ଷିତ ରହିବା ଲାଗି ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଟିକାର ଅଭାବ ଯୋଗୁ କେତେକ ଅଞ୍ଚଳରେ ଏହି ଅଭିଯାନ ପଛେଇ ଯାଉଛି। ତେବେ…

ପୂର୍ବଠାରୁ ଅଧିକ ସତର୍କତା ଜରୁରୀ, ମାସ୍କ୍‌ ପିନ୍ଧିବା ଅପରିହାର୍ଯ୍ୟ, କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ପୂର୍ବଠାରୁ ଅଧିକ ସତର୍କତା ଜରୁରୀ। ମାସ୍କ୍‌ ପିନ୍ଧିବା ଅପରିହାର୍ଯ୍ୟ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତର-ପୂର୍ବ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହିତ ହୋଇଥିବା ବୈଠକରେ ଯୋଗଦେଇ ଏଭଳି କହିଛନ୍ତି। ହିଲ୍‌ ଷ୍ଟେଶନ,…

କରୋନା ବହୁରୂପି, ସବୁ ଭାରିଏଣ୍ଟ ଉପରେ ରଖିବାକୁ ପଡିବ ନଜର: ମୋଦି

ନୂଆଦିଲ୍ଲୀ,୧୩ ।୭: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର କମି କମି ଆସୁଛି ହେଲେ କିଛି ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଇବା ତୃତୀୟ ଲହରର ସଙ୍କେତ ଦେଲାଣି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପୂର୍ବୋତ୍ତର ରାଜ୍ୟର ୮ ମୁଖ୍ୟମନ୍ତ୍ରୀଙ୍କ ସହ…

କୋଭିଡ୍‌ ହସ୍ପିଟାଲରେ ନିଆଁ, ଜଳିଗଲେ ୫୦ ଆକ୍ରାନ୍ତ…

ବାଗଦାଦ୍‌,୧୩।୭: କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୫୦ ଜଣ ଆକ୍ରାନ୍ତ ଜଳି ଯାଇଛନ୍ତି। ଇରାକ୍‌ର ଦକ୍ଷିଣରେ ଥିବା ନସିରିଆ ସହରରେ ଥିବା ଏକ ହସ୍ପିଟାଲରେ ଏଭଳି ହୃଦୟ ବିଦାରକ ଘଟଣା ଘଟିଛି। ଏହି ଘଟଣାରେ ୬୭ରୁ ଅଧିକ ଲୋକ ଆହତ ହୋଇଛନ୍ତି।…

ରାଜ୍ୟରୁ ପୁଣି ୬୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୩।୭ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୮ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୭୩୦କୁ ବୃଦ୍ଧି ପାଇଛି। ୬୮ ମୃତକଙ୍କ…

ରାଜ୍ୟରେ ୨ ହଜାର ତଳେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୧,୯୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୧୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?