କରୋନା ଭାଇରସ୍‌

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୫୮ ଜୀବନ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଶୁକ୍ରବାର ରାଜ୍ୟରେ କରୋନାଜନିତ ୬୧ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଶନିବାର ଏହି ସଂଖ୍ୟା ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୫୮…

ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୨ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧାରୁ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଛି। ପ୍ରତିଦିନ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଚିନ୍ତା ବଢ଼ାଉଛି। ଶୁକ୍ରବାର ରାଜ୍ୟରେ ୨,୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି…

ବିନା ମାସ୍କରେ ଧରାପଡ଼ିଲେ ୫ହଜାର ଜରିମାନା ନଚେତ୍‌ ୮ଦିନ ଜେଲ୍‌

କୁଲୁ,୯।୭: କରୋନା ଲକ୍‌ଡାଉନ କଟକଣା କୋହଳ ହେବା ପରେ ହିମାଚଳ ପ୍ରଦେଶରେ ପର୍ଯ୍ୟଟକଙ୍କ ଭିଡ଼ ଜମିବାରେ ଲାଗିଛି। ଯାହା କରୋନା ସଂକ୍ରମଣ ବ୍ୟାପିବା ଭୟକୁ ଆହୁରି ଦ୍ୱିଗୁଣିତ କରିଦେଇଛି। ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ କଡ଼ା…

କରୋନାର ‘ତୃତୀୟ ଲହର’କୁ ନେଇ ମନ୍ଥନ: ମୋଦିଙ୍କ ଉଚ୍ଚ ସ୍ତରୀୟ ବୈଠକ

ନୂଆଦିଲ୍ଲୀ,୯ ।୭: ସାରା ଦେଶରେ ଚିକିତ୍ସା ପାଇଁ ଉଦ୍ଦିଷ୍ଟ ଅମ୍ଳଜାନର ଯୋଗାଣ ଓ ଉପଲବ୍ଧତା ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ଉଚ୍ଚ ସ୍ତରୀୟ ବୈଠକରେ ଆଲୋଚନା କରିଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ) ପକ୍ଷରୁ ସୂଚନା ଦିଆଯାଇଛି । ଉକ୍ତ…

କୋଭିଡ ପ୍ରୋଟୋକଲ୍‌ ମଧ୍ୟରେ ଚାଲିବ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୯।୭: କରୋନା କାଳ ମଧ୍ୟରେ ସଂସଦର ମୌସୁମୀ ଅଧିବେଶନଳ ଜୁଲାଇ ୧୯ରୁ ଆରମ୍ଭ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ପରେ ଏହା ପ୍ରଥମ ସଂସଦ ଅଧିବେଶନ ଅନୁଷ୍ଠିତ ହେବାକୁ ଯାଉଛି। ସଂସଦ ଅଧିବେଶନରେ ସରକାରଙ୍କ ପକ୍ଷକୁ ମଜଭୂତ କରିବା…

କେବଳ ଫୁସଫୁସ ନୁହେଁ ଶରୀରର ଅନ୍ୟ କିଛି ମୁଖ୍ୟ ଅଙ୍ଗକୁ ବି ପ୍ରଭାବିତ କରୁଛି କରୋନା!

ଭୋପାଳ,୯ ।୭: କରୋନା ସଂକ୍ରମଣ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି । ଏହା ପ୍ରଥମେ ଫୁସଫୁସକୁ ସଂକ୍ରମିତ କରିବା ପରେ ରୋଗୀର ଅବସ୍ଥା ଗୁରୁତର ହୋଇପଡୁଛି । ଏମିତିକି ଫୁସଫୁସ ସଂକ୍ରମଣ ପରେ ଅଧିକାଂଶ ରୋଗୀଙ୍କୁ ବଞ୍ଚାଇବା ସମ୍ଭବ…

ହିଲ୍‌ ଷ୍ଟେଶନରେ ବଢ଼ିଲା କରୋନା ଭୟ: କେମ୍ପଟି ଫଲ୍‌ରେ ଲାଗୁ ହେଲା କଡ଼ା ନିୟମ

ମସୁରୀ,୯।୭: କରୋନାର ଦ୍ୱିତୀୟ ଲହର ନିୟନ୍ତ୍ରଣ ଆସିବା ମାତ୍ରେ ହିଁ କିଛି ଲୋକ ଛୁଟି କାଟିବାକୁ ହିଲ୍‌ ଷ୍ଟେଶନରେ ପହଞ୍ଚିଛନ୍ତି। ସେଠାରେ ଲଗାତର ଲୋକଙ୍କ ଭିଡ଼ ଓ କରୋନା ଭୟକୁ ଦୃଷ୍ଟିରେ ରଖି ସରକାର ଏବେ କଡ଼ା ନିୟମ ଲାଗୁ କରିଛନ୍ତି।…

କରୋନା ଆଁରେ ୪୦ ଲକ୍ଷରୁ ଅଧିକ ଜୀବନ…

ଜେନେଭା,୮।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀର ବିଭିନ୍ନ ଦେଶରେ ୪୦ ଲକ୍ଷ ୧୭ ହଜାର ୮୮୫ ଜଣ ଆକ୍ରାନ୍ତଙ୍କ ଜୀବନ ଗଲାଣି। ଇତିମଧ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୫ କୋଟି ୮ଲକ୍ଷ ୫୭ ହଜାର ୧୪୦ ଛୁଇଁଛି। ସେହିପରି ୧୭୦…

୨ ହୋମଗାର୍ଡ ବହିଷ୍କୃତ, ଜଣେ ଓଏପିଏଫ୍‌ ନିଲମ୍ବିତ

ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜଧାନୀରେ ଜଣେ ନାବାଳକ ଚା’ ଦୋକାନୀଙ୍କୁ ପୋଲିସର ଗୋଇଠା ମାଡ଼ ଓ ଜିନିଷପତ୍ର ଲୁଟିନେବା ଘଟଣାରେ ଡିସିପି ଉମାଶଙ୍କର ଦାଶ ପିସିଆର୍‌ରେ ଥିବା ସମ୍ପୃକ୍ତ ୪ ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ନାବାଳକଙ୍କୁ ମାଡ଼ ମାରିଥିବା ହୋମଗାର୍ଡ…

୬୪,୨୧୪ ପିଭିଟିଜିକୁ କୋଭିଡ୍‌ ସହାୟତା

ଭୁବନେଶ୍ୱର, ୮।୭(ବ୍ୟୁରୋ): ରାଜ୍ୟର ୬୪ ହଜାର ୨୧୪ ଆପଦଗ୍ରସ୍ତ ଆଦିମ ଜନଜାତି ପରିବାର (ପିଭିଟିଜି)କୁ ‘ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ୍‌ ସହାୟତା’ ପ୍ରଦାନ କରାଯାଇଛି। କରୋନା ଦ୍ୱିତୀୟ ଲହରରେ ଆର୍ଥିକ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତି ପରିବାରକୁ ୫୦୦୦…

ଉତ୍ତର ପ୍ରଦେଶରେ ଡେଲ୍ଟା ପ୍ଲସ ଭାରିଏଣ୍ଟ

ଲକ୍ଷ୍ନୌ,୮ ।୭: ବେଳକୁ ବେଳ କାୟା ବିସ୍ତାର କଲାଣି କରୋନାର ଡେଲ୍ଟା ପ୍ଲସ ଭାରିଏଣ୍ଟ । ବୁଧବାର ଉତ୍ତର ପ୍ରଶେର ଦୁଇଟି ଜିଲାରେ ଦୁଇଜଣ ଡେଲ୍ଟା ପ୍ଲସ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏହା ଅନ୍ୟମାନଙ୍କ ପାଇଁ ଚିନ୍ତାର କାରଣ ପାଲଟି…

ଏସ୍‌ସିବିରେ ୯ ଇକ୍‌ମୋ ମେଶିନ ଲାଗିବ

ଭୁବନେଶ୍ୱର, ୮।୭(ବ୍ୟୁରୋ): କଟକ ଏସ୍‌ସିବି ମେଡିକାଲ ଓ କଲେଜରେ ୯ଟି ଇକ୍‌ମୋ ମେଶିନ ଲାଗିବ। ଏନେଇ ବୁଧବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?