କରୋନା ଭାଇରସ୍‌

୨୪ ଘଣ୍ଟାରେ ୪୫ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୮।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ ବଢୁଛି ପୁଣି ଦିନେ କମୁଛି। ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଲଗାତାର ୨ଦିନ ଧରି ୪୦…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୫୭ ଜୀବନ

ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୫୭ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୪୧୫କୁ ବୃଦ୍ଧି ପାଇଛି। ଏନେଇ…

ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୨ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ କଟକରୁ

ଭୁବନେଶ୍ୱର,୮।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଛି। ପ୍ରତିଦିନ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଚିନ୍ତା ବଢ଼ାଉଛି। ବୁଧବାର ରାଜ୍ୟରେ ୨,୬୦୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି…

ବିବାହରେ ପହଞ୍ଚିଲେ ହଜାରେ ଅତିଥି: ଆଉ ତା’ପରେ

ରାୟପୁର,୭।୭: ଛତିଶଗଡ଼ ଅମ୍ବିକାପୁର ସହରରେ ଆୟୋଜିତ ଏକ ବିବାହ କାର୍ଯ୍ୟକ୍ରମରେ କରୋନା ନିୟମ ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି। କରୋନା କାଳରେ ବିବାହ କାର୍ଯ୍ୟକ୍ରମରେ କମ୍‌ ସଂଖ୍ୟକ ତଥା ୫୦ ଅତିଥି ସାମିଲ ହେବାକୁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ହେଲେ…

ଲାମ୍ବ୍‌ଡା ଭାରିଆଣ୍ଟ୍‌ ଡେଲ୍ଟାଠାରୁ ଅଧିକ ଭୟଙ୍କର, ଚେତାବନୀ ଦେଲା ମାଲେସିଆ …

କୁଆଲାଲ୍‌ମ୍ପୁର,୭।୭: ପେରୁରେ ଦେଖାଦେଇଥିବା ଲାମ୍ବ୍‌ଡା ଭାରିଆଣ୍ଟ୍‌ ଡେଲ୍ଟାଠାରୁ ଅଧିକ ଭୟଙ୍କର। ଏନେଇ ମାଲେସିଆ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚେତାବନୀ ଜାରି ହୋଇଛି। ଇତିମଧ୍ୟରେ ବ୍ରିଟେନରେ ୬ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଲାମ୍ବ୍‌ଡା ଭାରିଆଣ୍ଟ୍‌ ବର୍ତ୍ତମାନ ସୁଦ୍ଧା ୩୦ରୁ ଅଧିକ ଦେଶକୁ…

ସୁସ୍ଥ ହେବା ହାର ୯୭.୧୮ ପ୍ରତିଶତ ଛୁଇଁଲା…

ନୂଆଦିଲ୍ଲୀ,୭।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିରେ ଲଗାମ୍‌ ଲାଗିଛି। ଦୈନିକ ସଂକ୍ରମଣ ଲଗାତାର ୨ଦିନ ଧରି ୪୦ ହଜାର ତଳେ ରହିବା…

କାଉଡ଼ି ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଲେ ଉତ୍ତରାଖଣ୍ଡ ସରକାର

ଡେରାଡୁନ,୬।୭: ଚଳିତ ବର୍ଷ ଜୁଲାଇ ୨୫ରୁ ଆରମ୍ଭ ହେବ କାଉଡ଼ି ଯାତ୍ରା। ହେଲେ ଦେଶରେ ଜାରି ରହିଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ଥର ମଧ୍ୟ କାଉଡ଼ି ଯାତ୍ରା ଆୟୋଜନ କରାଯିବ ନାହିଁ। ତୃତୀୟ ଲହରର ଆଶଙ୍କାକୁ ନଜରରେ ରଖି…

ଦେଶରେ ଖୁବ୍‌ଶୀଘ୍ର ଉପଲବ୍ଧ ହେବ ମର୍ଡନା ଟିକା

ନୂଆଦିଲ୍ଲୀ,୬।୭: କରୋନାର ଚତୁର୍ଥ ଟିକା ଖୁବ୍‌ଶୀଘ୍ର ଦେଶରେ ଉପଲବ୍ଧ ହେବାକୁ ଯାଉଛି। ଜୁଲାଇ ୧୫ସୁଦ୍ଧା ଦେଶର କେତେକ ହସ୍ପିଟାଲରେ ମର୍ଡନା ଟିକା ଉପଲବ୍ଧ ହେବ ବୋଲି ସୂଚନା ରହିଛି। ଗତ ମାସରେ ମର୍ଡନା ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ଭାରତର ଡ୍ରଗ୍‌…

ଆସାମର ୭ ଜିଲାରେ ସମ୍ପୂର୍ଣ୍ଣ ଲକଡାଉନ୍‌

ଗୁଆହାଟି,୬ ।୭: କରୋନା ସଂକ୍ରମଣକୁ ଦେଖି ଏବେବି ଦେଶର ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍ ବଳବତ୍ତର ରହିଛି । କିଛି ରାଜ୍ୟରେ ଆଶିଂକ କୋହଳ କରାଯାଇଥିବା ବେଳେ ଆଉ କିଛି ରାଜ୍ୟରେ ଏବେବି କଡା କଡି ନିୟମ ପାଳନ କରାଯାଉଛି । ତେବେ…

କରୋନାରେ ମୃତ୍ୟୁ ହୋଇଥିଲେ ମିଳିବ ୫୦ ହଜାର ଟଙ୍କା

ନୂଆଦିଲ୍ଲୀ,୬ ।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବେ ଏକ ବଡ ଘୋଷଣା କରିଛନ୍ତି । ଯେଉଁମାନଙ୍କର କରୋନାରେ ମୃତ୍ୟୁ ହୋଇଛି ସେମାନଙ୍କ ପରିଜନଙ୍କୁ ସରକାରଙ୍କ ପକ୍ଷରୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ । ଏହି ଆର୍ଥିକ ସହାୟତା ପାଇଁ…

ରାଜ୍ୟରେ ୩ ହଜାର ତଳେ ଦୈନିକ କରୋନା ସଂକ୍ରମଣସଂଖ୍ୟା

ଭୁବନେଶ୍ୱର,୬।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୪୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୨୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୦୫୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ସଂକ୍ରମଣ ବଢୁଥିଲେ ବି ମାସ୍କ ପିନ୍ଧିବା ହେବ ନାହିଁ ବାଧ୍ୟତାମୂଳକ

ଲଣ୍ଡନ,୬ ।୭: ସାରା ବିଶ୍ୱରେ କରୋନା ମହାମାରୀ ଏବେବି ତା’ର ତାଣ୍ଡବ ରଚି ଚାଲିଛି । ଧିରେ ଧିରେ ଏହି ମହାମାରୀ ସହ ଲୋକେ ବଞ୍ଚିବା ଶିଖିବାକୁ ପ୍ରୟାସ ଜାରି ରଖିଛନ୍ତି । ସୋମବାର ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କହିଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri