ମାଗଣାରେ ମିଳିବ ସ୍ପୁଟନିକ-ଭି!
ନୂଆଦିଲ୍ଲୀ,୬ ।୭: କରୋନା ମହାମାରୀକୁ ଦୂରେଇ ଦେବାକୁ ଏବେ ବିଶ୍ୱର ପ୍ରାୟ ସମସ୍ତ ଦେଶରେ ଟିକକରଣ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି । ଏବେସୁଦ୍ଧା ଦେଶରେ କେବଳ କୋଭିସିଲ୍ଡ ଓ କୋଭାକ୍ସିନ ଟିକା ଉପଲବ୍ଧ ହେଉଥିବା ବେଳେ ଆଗାମୀ ଦିନରେ ରୁଷିଆ…
ସାବଧାନ ! ଭାକ୍ସିନ୍ କେନ୍ଦ୍ରରୁ ନ ହେଉ ସଂକ୍ରମଣ…
ନୂଆଦିଲ୍ଲୀ,୬।୭: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବାବେଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍ ନେବା ପାଇଁ ବିଭିନ୍ନ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ୍ ଲାଗି ରହୁଛି। ଲୋକେ…
ଅଗଷ୍ଟରେ ତୃତୀୟ ଲହର,ସେପ୍ଟେମ୍ବର ଶୀର୍ଷ, ଏସ୍ବିଆଇ ରିପୋର୍ଟ…
ନୂଆଦିଲ୍ଲୀ,୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଧୀରେଧୀରେ ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ନେଇ ଷ୍ଟେଟ୍ ବ୍ୟଙ୍କ ଅପ୍ ଇଣ୍ଡିଆ(ଏସ୍ବିଆଇ) ପକ୍ଷରୁ ଚେତାବନୀ ଦିଆଯାଇଛି। ଅଗଷ୍ଟରେ ତୃତୀୟ ଲହର ଆସିବ। ସେହିପରି ସେପ୍ଟେମ୍ବର ଏହା ଶୀର୍ଷରେ ପହଞ୍ଚିବ।…
୧୧୧ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୬।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ଲଗାମ୍ ଲାଗିଛି। ଦୈନିକ ସଂକ୍ରମଣ ଲଗାତାର ୨ଦିନ ଧରି ୪୦ ହଜାର ତଳେ ରହିଛି। ୧୧୧ ଦିନ ପରେ ଦୈନିକ…
କରୋନା, ବ୍ଲାକ୍ ଫଙ୍ଗସ୍ ପରେ ଏବେ ଚିନ୍ତା ବଢ଼ାଉଛି ‘ବୋନ୍ ଡେଥ୍’
ମୁମ୍ବାଇ,୫।୭: କରୋନା ଭାଇରସ୍ର ଦ୍ୱିତୀୟ ଲହର ଆତଙ୍କ ଖେଳାଇବା ପରେ ଦେଶରେ ବ୍ଲାକ୍ ଫଙ୍ଗସ୍ ସଂକ୍ରମଣ ମାମଲା ସାମ୍ନାକୁ ଆସିଛି। ବିଭିନ୍ନ ରାଜ୍ୟରେ ହଜାର ହଜାର ସଂଖ୍ୟାରେ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ ହୋଇଥିବା ବେଳେ ଏବେ ସ୍ଥିତି ନିୟନ୍ତ୍ରଣକୁ ଆସିଛି।…
କେନ୍ଦ୍ରକୁ ଅଧିକ ଭ୍ୟାକ୍ସିନ ମାଗିଲେ ଗେହଲଟ
ଜୟପୁର,୫ ।୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରାଜ୍ୟରେ କରୋନା ଭ୍ୟାକ୍ସିନ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ହୋଇ ନ ଥିବା ଦର୍ଶାଇଛନ୍ତି । ସେ କହିଛନ୍ତି ରାଜ୍ୟରେ ଭ୍ୟାକ୍ସିନ କମ୍ ଥିବାରୁ ବାଧ୍ୟହୋଇ ଟିକାକରଣ କାର୍ଯ୍ୟକ୍ରମକୁ ବନ୍ଦ କରିବାକୁ ପଡୁଛି ।…
ଅନ୍ଲକ୍-୪, ଖୋଲିବ ସ୍କୁଲ-କଲେଜ…
ପାଟନା,୫।୭: ବିହାରରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଅନ୍ଲକ୍-୪ ସମ୍ପର୍କରେ ଟୁଇଟ୍ କରି ସୂଚନା ଦେଇଛନ୍ତି। ଏହି ପ୍ରର୍ଯ୍ୟାୟରେ ରାଜ୍ୟରେ ସ୍କୁଲ୍, କଲେଜ ଖୋଲାଯିବ ବୋଲି ସେ କହିଛନ୍ତି। ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ସେହିପରି କଲେଜ,…
କରୋନା ମାର୍ଗଦର୍ଶିକାକୁ ଫୁ, ରାଜଧାନୀର ବଜାର ପୁଣି ବନ୍ଦ…
ନୂଆଦିଲ୍ଲୀ,୫।୭: କରୋନା ମାର୍ଗଦର୍ଶିକାକୁ ପାଳନ ନ କରାଯିବାରୁ ରାଜଧାନୀ ଦିଲ୍ଲୀରେ ବଜାରକୁ ପୁଣି ବନ୍ଦ କରି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ପକ୍ଷରୁ ଦିଲ୍ଲୀରେ ଷଷ୍ଠ ପର୍ଯ୍ୟାୟ ଅନ୍ଲକ୍ ସୋମବାରଠାରୁ ଆରମ୍ଭ ହେବ ବୋଲି ପୂର୍ବରୁ ଘୋଷଣା କରାଯାଇଥିଲା। ତେବେ…
୪୦ ହଜାର ତଳେ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୫।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ଲଗାମ୍ ଲାଗିଛି। ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
ରେକର୍ଡ ଭାଙ୍ଗିଲା କରୋନା ମୃତ୍ୟୁ : ଆଜି ୫୨ ଜଣଙ୍କ ଜୀବନ ନେଲା
ଭୁବନେଶ୍ୱର,୫ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍ ଲାଗୁନି। ଆଜି ସର୍ବାଧିକ ୫୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…
ଆଜି ରାଜ୍ୟରୁ ୨୮୦୩ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୫।୭(ବ୍ୟୁରୋ): ସୋମବାର ରାଜ୍ୟରୁ ୨୮୦୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୨୪,୬୯୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୫୯୭ ଜଣ ଚିହ୍ନଟ…
ରାଜ୍ୟରେ ପ୍ରଥମ ଡୋଜ୍ ଟିକା ନେଲେଣି ୧ କୋଟି ଲୋକ
ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଜ୍ୟରେ ୧ କୋଟି ଲୋକ ପ୍ରଥମ ଡୋଜ ଟିକା ନେଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ବର୍ତ୍ତମାନ ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ତୃତୀୟ ଲହର ଆସିପାରେ…
Archives


