କରୋନା ଭାଇରସ୍‌

ଦୈନିକ ସଂକ୍ରମଣ ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୪।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ୨ ଶହ ରହିଛି। ଏହା ବଢ଼ି ୨୦୦ ଛୁଇଁଛି।…

ଟିକା ପାଇଁ କେନ୍ଦ୍ରକୁ ଚିଠି ଲେଖିଲା ଓଡ଼ିଶା

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ବିଶ୍ୱର ବିଭିନ୍ନ ଦେଶରେ କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ରାଜ୍ୟ ସରକାର ଏନେଇ ସର୍ତକତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଶୁକ୍ରବାର କେନ୍ଦ୍ର ସରକାରଙ୍କୁ ଚିଠି ଲେଖି କୋଭିଡ୍‌ ପ୍ରିକଶନ ଟିକା ବା ବୁଷ୍ଟର…

କରୋନା ମୃତକଙ୍କୁ ନେଇ ଚାଇନାର ଦାବି ଉପରେ ଉଠିଲା ପ୍ରଶ୍ନ, ଡିସେମ୍ବରର ସଂଖ୍ୟା ଚକିତ କରୁଛି

ବେଜିଂ,୨୪ ।୧୨: ଚାଇନାରେ କରୋନାର ସଂକ୍ରମଣ ଲଗାତାର ଜାରି ରହିଛି ହସ୍ପିଟାଲରେ ଯେଉଁଠି ସଂକ୍ରମିତ ରୋଗୀଙ୍କ ଲମ୍ବା ଲାଇନ ଲାଗିଛି ଏପଟେ ମୃତ୍ୟୁ ସଂଖ୍ୟା ବି ବେଳକୁ ବେଳ ବଢିବାରେ ଲାଗିଛି । କିଛି ମିଡିଆ ରିପୋର୍ଟରେ କୁହାଯାଇଛି କି ଚାଇନାରେ…

ପ୍ରସ୍ତୁତ ରହିବାକୁ ସବୁ ହସ୍ପିଟାଲକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ବିଦେଶରେ କରୋନାର ନୂଆ ଭାରିଆଣ୍ଟ ବ୍ୟାପୁଛି। ଏବେ ଚାଇନାରେ ଭୟାବହ ପରିସ୍ଥିତି ସୃଷ୍ଟି କରିଥିବା ଓମିକ୍ରନ୍‌ର ସବ୍‌ଭାରିଆଣ୍ଟ ବିଏଫ୍‌.୭ ଭୂତାଣୁ ଭାରତରୁ ମଧ୍ୟ ମିଳିଛି। ତେବେ ଓଡ଼ିଶାରୁ ଏଥିରେ ଜଣେ ଆକ୍ରାନ୍ତ ହୋଇଥିବା ରିପୋର୍ଟ ପ୍ରକାଶ ପାଇବା ପରେ…

ଉତ୍ତର ପ୍ରଦେଶ, କର୍ନାଟକ, ମୁମ୍ବାଇରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୩ ।୧୨: ଚାଇନାରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଏବେ ଭାରତକୁ ଏହାର ଭୟ ଫେରିଛି । ଚାଇନାରେ ଓମିକ୍ରନର ସବ ଭାରିଏଣ୍ଟ ବିଏଫ.୭ ସ୍ଥିତିକୁ ଏକବାର ବିଗାଡି ଦେଇଛି । ଏବେ ଏହି ସଂକ୍ରମଣକୁ ରୋକିବାକୁ ଭାରତ ପ୍ରସ୍ତୁତ…

ଚାଇନାରେ କରୋନା ବିସ୍ଫୋରଣକୁ ଦେଖି ଡରିଗଲାଣି ଆମେରିକା

ୱାଶିଂଟନ,୨୩ ।୧୨: ଚାଇନାରେ କରୋନା ସଂକ୍ରମଣ ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦେଖି ଆମେରିକା ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କନ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ସରକାରଙ୍କୁ କୋଭିଡ ସମ୍ପର୍କିତ ସମସ୍ତ ଡାଟା ଶେୟାର କରିବାକୁ ଅନୁରୋଧ…

ଚାଇନା ଅର୍ଥନୀତିକୁ ବଞ୍ଚାଇବାକୁ ଅଧିକାରୀଙ୍କ ନୂଆ ଆଦେଶ, କାମକୁ ଫେରିବେ ସଂକ୍ରମିତ

ବେଜିଂ,୨୩ ।୧୨: ଚାଇନାରେ କରୋନା ବିସ୍ଫୋରଣ ଉଗ୍ର ରୂପ ଧାରଣ କଲାଣି । ହେଲେ ଚାଇନା କମ୍ୟୁନିଷ୍ଟ ପ୍ରଶାସନ ଏହା ମାନିବାକୁ ପ୍ରସ୍ତୁତ ନୁହେଁ ଯେ ଦେଶରେ କୋଭିଡ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ଲଗାତାର ଭାବେ ବଢି ଚାଲିଛି ।…

କରୋନାକୁ ନେଇ ଚିନ୍ତା: ଏପ୍ରିଲ୍‌ଠାରୁ ୭ ମାସ ମଧ୍ୟରେ ହୋଇନି କୋଭିଡ ନ୍ୟାଶନାଲ ଟାସ୍କଫୋର୍ସ ବୈଠକ…

ନୂଆଦିଲ୍ଲୀ,୨୨।୧୨ : ଚାଇନାରେ କରୋନା ସଂକ୍ରମଣ ବ୍ୟାପିବା ପରେ ଭାରତ ସରକାର ସତର୍କ ହୋଇଛନ୍ତି। ଏନେଇ ସରକାରଙ୍କ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ତେବେ ଏତେ ଚିନ୍ତା କରୁଥିବା ସରକାରଙ୍କ କୋଭିଡ ନ୍ୟାଶନାଲ ଟାସ୍କଫୋର୍ସର ବୈଠକ ଏପ୍ରିଲଠାରୁ ଅନୁଷ୍ଠିତ ହୋଇନାହିଁ। ସରକାରଙ୍କ…

ସଂସଦରେ କରୋନା ସଚେତନତା : ଧନକର-ବିର୍ଲା ମାସ୍କ ପିନ୍ଧି ପହଞ୍ଚିଲେ…

ନୂଆଦିଲ୍ଲୀ,୨୨।୧୨ : ଚାଇନାରେ କରୋନା ଭାଇରସର ଆତଙ୍କ ପରେ ଭାରତରେ ସତର୍କତା ମଧ୍ୟ ବୃଦ୍ଧି କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଲୋକଙ୍କୁ ଭିଡ଼ରେ ମାସ୍କ ପିନ୍ଧିବା ଏବଂ ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି। ଏଥି ସହିତ ରାଜ୍ୟ ସରକାର…

ଭାରତରେ ବିଏଫ୍‌.୭ ଭାରିଆଣ୍ଟର ୪ ମାମଲା ଚିହ୍ନଟ…

ନୂଆଦିଲ୍ଲୀ,୨୨।୧୨ : ସମଗ୍ର ବିଶ୍ୱରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିଛି। ଚାଇନାରେ ବଢୁଥିବା କରୋନା ଓମିକ୍ରନର ସବ-ଭାରିଆଣ୍ଟ ବିଏଫ୍‌.୭ ଏବଂ ବିଏଫ୍‌.୧୨ ମାମଲା କାୟା ବିସ୍ତାର କରିବା ପରେ ଭୟର ବାତାବରଣ ଦେଖାଦେଇଛି। ତେବେ ଏନେଇ କେନ୍ଦ୍ର ସରକାର ସତର୍କ…

ପୁଣି ଆତଙ୍କ ଘନେଇଲା, ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ ପରାମର୍ଶ…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪ ହଜାର ତଳେ ରହିଛି। ସେହିପରି ସୁସ୍ଥତା ହାର…

ଚାଇନାରେ ଆତଙ୍କ: ସରକାରୀ ପରିସଂଖ୍ୟାନରେ ମଧ୍ୟ ସ୍ଥିତି ନିୟନ୍ତ୍ରଣରେ ନାହିଁ…

ବେଜିଂ,୨୨।୧୨ : ଶୂନ କୋଭିଡ ନୀତି ହଟାଇବା ପରେ ଚାଇନାର ଅବସ୍ଥା ବିଗିଡି ଯାଇଛି। କୋରୋନାର ଓମିକ୍ରନ ବିଏଫ.୭ ଭାରିଆଣ୍ଟ, ବେଜିଂରୁ ସାଂଘାଇ ପର୍ଯ୍ୟନ୍ତ ଆତଙ୍କ ସୃଷ୍ଟି କରିଛି । ପ୍ରକାଶିତ ସରକାରୀ ପରିସଂଖ୍ୟାନରେ ମଧ୍ୟ ମାମଲା ନିୟନ୍ତ୍ରଣରେ ନାହିଁ। ବହୁ ଡାକ୍ତରଖାନାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri