କରୋନା ଭାଇରସ୍‌

ଆନ୍ତଃ ଜିଲା କଟକଣା ବସ୍‌ ପାଇଁ ଅଡୁଆ

ଭୁବନେଶ୍ୱର,୧।୭(ବ୍ୟୁରୋ): ଦୀର୍ଘଦିନ ଧରି ବସ୍‌ ସେବା ବନ୍ଦ ହେବା ପରେ ରାଜ୍ୟ ସରକାର ଜୁଲାଇ ପହିଲାରୁ ୨୦ଟି ଜିଲାରେ ଚଳାଚଳ କରିବାକୁ ଅନୁମତି ଦେଇଛନ୍ତି। ତେବେ ଅନ୍ୟ ୧୦ଟି ଜିଲାରେ ସଂକ୍ରମଣ ହାର ଅଧିକ ରହୁଥିବାରୁ ବସ ଚଳାଚଳକୁ ନିଷେଧ...

ରାଜ୍ୟରେ ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ୨ଦିନ ହେଲା ଦୈନିକ ସଂକ୍ରମଣ ହାର ବୃଦ୍ଧି ପାଇଛି। ବୁଧବାର ରାଜ୍ୟରେ ୩,୩୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ...

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୫ ଜୀବନ

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୫ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୦୬୩କୁ ବୃଦ୍ଧି...

ପ୍ରତି ଲିଟର ପିଛା ୨ଟଙ୍କା ବଢ଼ିଲା ଅମୁଲ ଦୁଗ୍ଧର ଦାମ୍‌

ନୂଆଦିଲ୍ଲୀ,୩୦।୬: କରୋନା କାଳରେ ମହଙ୍ଗା ମାଡ଼ ଜନତାଙ୍କୁ ଚିନ୍ତାରେ ପକାଇଦେଇଛି। ଦେଶରେ ଖାଦ୍ୟ ସାମଗ୍ରୀଠାରୁ ଆରମ୍ଭ କରି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ଯାହାଫଳରେ ଏହା ସିଧାସଳଖ ଜନସାଧାରଣଙ୍କ ପକେଟ ଓ ରୋଷେଇ ଉପରେ ପ୍ରଭାବ ପକାଇଛି।...

ପୁରୁଷଙ୍କ ତୁଳନାରେ କମ୍‌ ମହିଳା ନେଉଛନ୍ତି ଟିକା

ନୂଆଦିଲ୍ଲୀ,୩୦।୬: ଭାରତରେ କରୋନା ବିରୋଧ ଲଢ଼େଇରେ ମୁଖ୍ୟ ଅସ୍ତ୍ର ଭାବେ ଥିବା ଟିକାକରଣ ଅଭିଯାନ ଜାନୁଆରୀ ୧୬ରୁ ଆରମ୍ଭ ହୋଇଛି। କିନ୍ତୁ ଜୁନ ୨୧ରୁ ଏହି ଅଭିଯାନକୁ ତ୍ୱରାନ୍ବିତ କରାଯାଇଛି। ଜୁନ ୧୨ରୁ ଜୁନ ୨୯ମଧ୍ୟରେ କାନାଡାର ମୋଟ ଜନସଂଖ୍ୟା...

କରୋନା ସଂକ୍ରମିତଙ୍କ ନେଗେଟିଭ୍‌ ରିପୋର୍ଟ ଥିଲେ ମୃତଦେହ ନେଇପାରିବେ ପରିବାର ଲୋକେ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): କୋଭିଡ୍‌ ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିବା ରୋଗୀଙ୍କର ମୃତ୍ୟୁ ହେଲେ ସେମାନଙ୍କ ଅନ୍ତିମ ସଂସ୍କାରକୁ ନେଇ ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି ରାଜ୍ୟ ସରକାର। ଯଦି ସମ୍ପୃକ୍ତ ବ୍ୟକ୍ତି ମୃତ୍ୟୁବେଳକୁ କୋଭିଡ୍‌ ନେଗେଟିଭ୍‌ ଥିବେ ତେବେ ତାଙ୍କର ମୃତଦେହକୁ...

୩୧ ଜୁଲାଇ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ଉଡ଼ାଣ ବନ୍ଦ…

ନୂଆଦିଲ୍ଲୀ,୩୦।୬: ଦେଶରେ ଜାରି ରହିଥିବା କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୩୧ ଜୁଲାଇ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ଉଡ଼ାଣ ବନ୍ଦ କରିବାକୁୂ ଘୋଷଣା କରିଛନ୍ତି। ପୂର୍ବରୁ ଜୁନ୍‌ ୩୦ ପର୍ଯ୍ୟନ୍ତ ସମସ୍ତ ଅନ୍ତର୍ଜାତୀୟ ଉଡ଼ାଣକୁ ବନ୍ଦ କରାଯିବା...

କରୋନା ରୋଗୀଙ୍କ ନିକଟରେ ରେକ୍ଟାଲ୍‌ ବ୍ଲିଡିଂ ଭୟ

ନୂଆଦିଲ୍ଲୀ,୩୦।୬: ବ୍ଲାକ୍‌ ଫଙ୍ଗସ୍‌ ପରେ ଏବେ କରୋନା ରୋଗୀଙ୍କ ନିକଟରେ ସାଂଘାତିକ ରେକ୍ଟାଲ ବ୍ଲିଡିଂ ବିପଦ ବଢ଼ିବାରେ ଲାଗିଛି। ଗତ କିଛି ଦିନରୁ ରାଜଧାନୀ ଦିଲ୍ଲୀର ୨ଟି ହସ୍ପିଟାଲରେ ଏଭଳି ୫ଟି ମାମଲା ସାମ୍ନାକୁ ଆସିଥିବା ବେଳେ ଏଥିରେ ଜଣଙ୍କର...

ଖୁସି ଖବର, ଡେଲ୍ଟା-ଆଲ୍ଫା ଭାରିଆଣ୍ଟ୍‌ ବିରୋଧରେ ପ୍ରଭାବଶାଳୀ ସାବ୍ୟସ୍ତ ହେଉଛି କୋଭାକ୍ସିନ୍‌…

ଓ୍ବାଶିଂଟନ/ନୂଆଦିଲ୍ଲୀ,୩୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍‌ ଡେଲ୍ଟା( ବି-୧-୬୧୭) ଏବଂ ଆଲ୍ଫା(...

କେତେ ଟଙ୍କା କ୍ଷତି ପୂରଣ ଦିଆଯିବ ନିଶ୍ଚିତ କରନ୍ତୁ ସରକାର, ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ..

ନୂଆଦିଲ୍ଲୀ,୩୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ମୃତ୍ୟୁ ଘଟିଥିବା ମୃତକଙ୍କ ପରିବାର ସଦସ୍ୟଙ୍କୁ ଅନୁକମ୍ପାମୂଳକ ଆର୍ଥିକ ସହାୟତା ଯୋଗାଇ ଦେବା ନେଇ ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି। ତେବେ ଅନୁକମ୍ପାମୂଳକ ଆର୍ଥିକ ସହାୟତା କେତେ ଟଙ୍କା...

ବ୍ରାଜିଲରେ କୋଭାକ୍ସିନ ଝଡ଼

ରିଓ ଡି ଜେନିରୋ/ବ୍ରାସିଲିଆ,୩୦ା୬: ବ୍ରାଜିଲରେ କରୋନା ମହାମାରୀ ୫.୧୩ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଇଥିବାବେଳେ ସମସ୍ତଙ୍କୁ ଚକିତ କରିଦେବା ଭଳି ଦୁର୍ନୀତି ମାମଲା ସାମ୍ନାକୁ ଆସିଛି। କୋଭାକ୍ସିନ ଟିକା ମଗାଇବା ପାଇଁ ଆର୍ଥିକ ଅନିୟମିତତାକୁ ପ୍ରଶ୍ରୟ ଦେବା ନେଇ...

ଦୈନିକ ମୃତ୍ୟୁ ସଂଖ୍ୟା କମିଲା, ପୁଣି ବଢ଼ିଲେ ନୂଆ ଆକ୍ରାନ୍ତ …

ନୂଆଦିଲ୍ଲୀ,୩୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ମୃତ୍ୟୁ ସଂଖ୍ୟା ୯ ଶହରୁ କମ୍‌ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ି ୪୫ ହଜାର ୯୫୧...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri