କରୋନା ଭାଇରସ୍‌

ରାଜ୍ୟରେ ପୁଣି ବଢିଲା ସଂକ୍ରମଣ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୩୭୧କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କାଲି କମ୍‌ ଥିବାବେଳେ ଆଜି ପୁଣି ହଠାତ୍‌ ବଢିଯାଇଛି। ନୂଆ ଆକ୍ରାନ୍ତଙ୍କ...

୫୦ପ୍ରତିଶତରେ ଖୋଲିବ ବାର, ପବ୍‌

ଚଣ୍ଡିଗଡ଼,୨୯।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହରର ଏବେ ଧୀରେ ଧିରେ ନିୟନ୍ତ୍ରଣକୁ ଆସୁଛି। ବର୍ତ୍ତମାନ ଦୈନିକ ସଂକ୍ରମଣ ହାର ହ୍ରାସ ପାଇଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ କମିଛି। ହେଲେ ଏବେ ବି ସଙ୍କଟ ଜାରି ରହିଛି। ସମ୍ଭାବ୍ୟ ତୃତୀୟ...

ଭାରତରେ ମର୍ଡେନା ଭାକ୍ସିନକୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୨୯।୬: ଖୁବ୍‌ଶୀଘ୍ର ଭାରତକୁ ଆସିବ ଆଉ ଏକ ବିଦେଶୀ ଟିକା। ଏଥିପାଇଁ ବାଟ ଫିଟିଥିବା ବେଳେ ଆମେରିକୀୟ କମ୍ପାନୀ ମର୍ଡେନା ଟିକା ଖୁବଶୀଘ୍ର ଭାରତ ଆସିବ ବୋଲି ଜଣାପଡ଼ିଛି। ଏନେଇ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜିଆଇ) ମର୍ଡେନାକୁ ଅନୁୁମତି...

ଜୁଲାଇ ୧୯ରୁ ଆରମ୍ଭ ହୋଇପାରେ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୨୯।୬: ଦେଶରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଏବେ ବହୁ ପରିମାଣରେ ନିୟନ୍ତ୍ରଣକୁ ଆସିଛି। ତେଣୁ ସଂସଦର କାର୍ଯ୍ୟକୁ ପୁଣି ଥରେ ଆରମ୍ଭ କରିବାକୁ ବିଚାର କରାଯାଉଛି। ମଙ୍ଗଳବାର ସଂସଦୀୟ ବ୍ୟାପାର କମିଟି (ସିସିପିଏ) ଜୁଲାଇ ୧୯ରୁ ଅଗଷ୍ଟ ୧୩ପର୍ଯ୍ୟନ୍ତ...

ଚାରିଧାମ ଯାତ୍ରା: ରାଜ୍ୟ ସରକାରଙ୍କ ୟୁ-ଟର୍ନ

ଡେରାଡୁନ,୨୯।୬: ଉତ୍ତରାଖଣ୍ଡରେ ଚାରିଧାମ ଯାତ୍ରାକୁ ନେଇ ରାଜ୍ୟ ସରକାର ଏବେ ୟୁ-ଟର୍ନ ନେଇଛନ୍ତି। ଆଗାମୀ ଆଦେଶ ଆସିବା ପର୍ଯ୍ୟନ୍ତ ଚାରିଧାମ ଯାତ୍ରାକୁ ଉତ୍ତରାଖଣ୍ଡ ସରକାର ସ୍ଥଗିତ ରଖିଛନ୍ତି। ସୋମବାର ଉତ୍ତରାଖଣ୍ଡ ହାଇକୋର୍ଟ ଯାତ୍ରା ଉପରେ ରୋକୋ ଲଗାଇବାକୁ ନିର୍ଦ୍ଦେଶ ଦେବା...

ଗର୍ଭବତୀଙ୍କ ପାଇଁ ସୁରକ୍ଷିତ ଭାକ୍ସିନ୍‌, ମାର୍ଗଦର୍ଶିକା ଜାରି କଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୨୯।୬: ଭାରତରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତୃତୀୟ ଲହରକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗର୍ଭବତୀମାନେ ଭାକ୍ସିନ୍‌ ନେବାକୁ ନେଇ ମାର୍ଗଦର୍ଶିକା ଜାରି କରାଯାଇଛି। ଭାକ୍ସିନ୍‌...

କୋଭାକ୍ସିନ୍‌-କୋଭିଶିଲ୍ଡ ତୁଳନାରେ ଅଧିକ ପ୍ରଭାବଶାଳୀ ଫାଇଜର-ମଡର୍ନା …

ଓ୍ବାଶିଂଟନ,୨୯।୬: ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍‌ ଏବଂ ସିରମ୍‌ ଇନଷ୍ଟିଚ୍ୟୁଟର କୋଭିଶିଲ୍ଡ ଭାକ୍ସିନ୍‌ ତୁଳନାରେ ଫାଇଜର-ମଡର୍ନା ଅଧିକ ପ୍ରଭାବଶାଳୀ ବୋଲି ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଫାଇଜର ଏବଂ ମଡର୍ନା ଭାକ୍ସିନ୍‌ ଜୀବନବ୍ୟାପି ସୁରକ୍ଷା ପ୍ରଦାନ...

୩୧ ଜୁଲାଇ ପର୍ଯ୍ୟନ୍ତ ଓ୍ବାନ୍‌ ନେଶନ୍‌-ଓ୍ବାନ୍‌ ରାଶନ କାର୍ଡ ସୁବିଧା ପାଇଁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୯।୬: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ପ୍ରବାସୀ ଶ୍ରମିକଙ୍କ ସୁବିଧା ପାଇଁ ଦେଶରେ ଓ୍ବାନ୍‌ ନେଶନ୍‌-ଓ୍ବାନ୍‌ ରାଶନ କାର୍ଡ ସୁବିଧା ୩୧ ଜୁଲାଇ ପର୍ଯ୍ୟନ୍ତ ଉପଲବ୍ଧ କରାଇବା ଲାଗି ସୁପ୍ରିମ୍‌କୋର୍ଟଙ୍କ ମଙ୍ଗଳବାର ନିର୍ଦ୍ଦେଶ...

କୋଭିଶିଲ୍ଡର ୨ ଡୋଜ୍‌ର ସମୟ ସୀମା ୧୦ ମାସ ରହିଲେ ମିଳିବ ଅଧିକ ସୁଫଳ…

ଲଣ୍ଡନ,୨୯।୬: ଭାରତରେ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଦ୍ୱାରା ପ୍ରସ୍ତୁତ କରାଯାଇଥିବା କୋଭିଶିଲ୍ଡ ଭାକ୍ସିନ୍‌ର ୨ ଡୋଜ୍‌ ମଧ୍ୟରେ ସମୟ ସୀମା ୧୦ ମାସ ରହିଲେ ଅଧିକ ସୁଫଳ ମିଳିବ ବୋଲି ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ବ୍ରିଟେନ୍‌ର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ...

ରାଜ୍ୟରୁ ପୁଣି ୪୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉଥିଲା। ମଙ୍ଗଳବାର କରୋନା ଆଉ ୪୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୯୭୦କୁ ବୃଦ୍ଧି ପାଇଛି। ଏହି...

ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ : ଖୋର୍ଦ୍ଧାକୁ କାଟିଲା ବାଲେଶ୍ୱର

ଭୁବନେଶ୍ୱର,୨୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୬୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୨୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା...

ଆମେରିକା, ୟୁରୋପ ଥରହର

ନୂଆଦିଲ୍ଲୀ, ୨୯।୬: କରୋନା ଭୂତାଣୁର ଡେଲ୍‌ଟା ଭାରିଆଣ୍ଟ ପ୍ରଥମେ ଭାରତରେ ଚିହ୍ନଟ ହୋଇଥିଲା। ଦ୍ୱିତୀୟ ଲହରରେ ଭୂତାଣୁର ଏହି ନୂଆ ରୂପ ଦେଶରେ ହଇଚଇ ସୃଷ୍ଟି କରିଥିଲା। ଏବେ ଏହା ଆମେରିକା, ୟୁରୋପ ସମେତ ବିଶ୍ୱର ୮୫ରୁ ଊର୍ଦ୍ଧ୍ୱ ଦେଶକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri