କରୋନା ଭାଇରସ୍‌

୩୧ ଜୁଲାଇ ପର୍ଯ୍ୟନ୍ତ ଓ୍ବାନ୍‌ ନେଶନ୍‌-ଓ୍ବାନ୍‌ ରାଶନ କାର୍ଡ ସୁବିଧା ପାଇଁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୯।୬: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ପ୍ରବାସୀ ଶ୍ରମିକଙ୍କ ସୁବିଧା ପାଇଁ ଦେଶରେ ଓ୍ବାନ୍‌ ନେଶନ୍‌-ଓ୍ବାନ୍‌ ରାଶନ କାର୍ଡ ସୁବିଧା ୩୧ ଜୁଲାଇ ପର୍ଯ୍ୟନ୍ତ ଉପଲବ୍ଧ କରାଇବା ଲାଗି ସୁପ୍ରିମ୍‌କୋର୍ଟଙ୍କ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି।…

କୋଭିଶିଲ୍ଡର ୨ ଡୋଜ୍‌ର ସମୟ ସୀମା ୧୦ ମାସ ରହିଲେ ମିଳିବ ଅଧିକ ସୁଫଳ…

ଲଣ୍ଡନ,୨୯।୬: ଭାରତରେ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଦ୍ୱାରା ପ୍ରସ୍ତୁତ କରାଯାଇଥିବା କୋଭିଶିଲ୍ଡ ଭାକ୍ସିନ୍‌ର ୨ ଡୋଜ୍‌ ମଧ୍ୟରେ ସମୟ ସୀମା ୧୦ ମାସ ରହିଲେ ଅଧିକ ସୁଫଳ ମିଳିବ ବୋଲି ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ବ୍ରିଟେନ୍‌ର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ…

ରାଜ୍ୟରୁ ପୁଣି ୪୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉଥିଲା। ମଙ୍ଗଳବାର କରୋନା ଆଉ ୪୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୯୭୦କୁ ବୃଦ୍ଧି ପାଇଛି। ଏହି ୪୦…

ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ : ଖୋର୍ଦ୍ଧାକୁ କାଟିଲା ବାଲେଶ୍ୱର

ଭୁବନେଶ୍ୱର,୨୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୬୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୨୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ଆମେରିକା, ୟୁରୋପ ଥରହର

ନୂଆଦିଲ୍ଲୀ, ୨୯।୬: କରୋନା ଭୂତାଣୁର ଡେଲ୍‌ଟା ଭାରିଆଣ୍ଟ ପ୍ରଥମେ ଭାରତରେ ଚିହ୍ନଟ ହୋଇଥିଲା। ଦ୍ୱିତୀୟ ଲହରରେ ଭୂତାଣୁର ଏହି ନୂଆ ରୂପ ଦେଶରେ ହଇଚଇ ସୃଷ୍ଟି କରିଥିଲା। ଏବେ ଏହା ଆମେରିକା, ୟୁରୋପ ସମେତ ବିଶ୍ୱର ୮୫ରୁ ଊର୍ଦ୍ଧ୍ୱ ଦେଶକୁ ବ୍ୟାପିଲାଣି।…

୧୦୨ ଦିନ ପରେ ଦୈନିକ ସଂକ୍ରମଣ ୪୦ ହଜାର ତଳେ…

ନୂଆଦିଲ୍ଲୀ,୨୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ୧୦୨ ଦିନ ପରେ ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ହ୍ରାସ…

ତୃତୀୟ ଲହର ପୂର୍ବରୁ ମୁମ୍ବାଇରୁ ଆସିଲା ଖୁସି ଖବର

ମୁମ୍ବାଇ,୨୮।୬: ଦେଶରେ କରୋନା ଭାଇରସ୍‌ ସଂକ୍ରମଣର ଦ୍ୱିତୀୟ ଲହର ଆତଙ୍କ ଖେଳାଇଥିବା ବେଳେ ବର୍ତ୍ତମାନ ଦୈନିକ ସଂକ୍ରମଣରେ ହ୍ରାସ ଘଟିଛି। କିନ୍ତୁ ଏବେ ବି ସଙ୍କଟ ଜାରି ରହିଛି। କାରଣ ଆଗକୁ ସମ୍ଭାବ୍ୟ ତୃତୀୟ ଲହର ଆସିପାରେ ବୋଲି ବିଶେଷଜ୍ଞ ମତ…

ଶ୍ରଦ୍ଧାଳୁଙ୍କୁ ଚାରିଧାମ ଯାତ୍ରା ମନା

ଡେରାଡୁନ,୨୮।୬: କରୋନା ସଙ୍କଟକୁ ଦୃଷ୍ଟିରେ ରଖି ଜୁଲାଇ ୧ରୁ ଆରମ୍ଭ ହେବାକୁ ଥିବା ଚାରିଧାମ ଯାତ୍ରା ଉପରେ ରୋକ ଲଗାଇଛନ୍ତି ଉତ୍ତରାଖଣ୍ଡ ହାଇକୋର୍ଟ। ଜୁଲାଇ ୭ପର୍ଯ୍ୟନ୍ତ ଏହି ଯାତ୍ରା ଉପରେ ରୋକ ଲଗାଯାଇଛି। ଏଥିସହ କୋର୍ଟ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି।…

ଚୁମ୍ବନ ଯୋଗୁ ପଦ ହରାଇଲେ ସ୍ବାସ୍ଥ୍ୟମନ୍ତ୍ରୀ

ଲଣ୍ଡନ,୨୮।୬: ବ୍ରିଟେନର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ମ୍ୟାଟ ହନ୍‌କକ୍‌ ବର୍ତ୍ତମାନ ଚର୍ଚ୍ଚାରେ ରହିଛନ୍ତି। ସହଯୋଗୀଙ୍କ ସହ ନିଜର ସମ୍ପର୍କକୁ ନେଇ ବେଶ୍‌ ଚର୍ଚ୍ଚାରେ ରହିଥିବା ମ୍ୟାଟ ଏବେ ବିବାହଦ ଘେରକୁ ଆସିଛନ୍ତି। ସିସିଟିଭିରେ ଚୁମ୍ବନ ଦେଉଥିବାର ଦୃଶ୍ୟ ଲୋକଲୋଚନକୁ ଆସିବା ପରେ ମ୍ୟାଟଙ୍କୁ…

ଟିକାକରଣରେ ଆମେରିକାକୁ ପଛରେ ପକାଇଲା ଭାରତ

ନୂଆଦିଲ୍ଲୀ,୨୮।୬: ଭାରତରେ କରୋନା ଭାଇରସ୍‌ ସଂକ୍ରମଣ ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଏବେ ଚିନ୍ତା ବଢ଼ାଇଦେଇଛି। ଅନେକ ରାଜ୍ୟରେ ଏହି ଭାରିଆଣ୍ଟ ଯୋଗୁ ତୃତୀୟ ଲହର ଆଶଙ୍କାକୁ ଦୃଷ୍ଟିରେ ରଖି ଲକ୍‌ଡାଉନ ନିୟମକୁ…

ତୃତୀୟ ଲହରକୁ ନେଇ ଏମ୍ସ୍‌ର ଚେତାବନୀ, ସ୍ବାସ୍ଥ୍ୟସେବାକୁ ସୁଦୃଢ଼ କରିବା ଜରୁରୀ…

ନୂଆଦିଲ୍ଲୀ,୨୮।୬: ଭାରତରେ ତୃତୀୟ ଲହର ଆଶଙ୍କା ନେଇ ଏମ୍ସ୍‌ ପକ୍ଷରୁ ଚେତାବନୀ ଦିଆଯାଇଛି। ଏମ୍ସ୍‌ ନିର୍ଦ୍ଦେଶକ ରଣଦୀପ୍‌ ଗୁଲେରିଆ ଦେଶରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଏବଂ ତୃତୀୟ ଲହରକୁ ଦୃଷ୍ଟିରେ ରଖି ସାଧାରଣ ସ୍ବାସ୍ଥ୍ୟ ସେବାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱାରୋପ…

ଜୁଲାଇ ୧ରେ ଖୋଲିବନାହିଁ ସ୍କୁଲ

ଭୋପାଳ,୨୮।୬: କରେନାର ଦ୍ୱିତୀୟ ଲହରର ଦୈନିକ ସଂକ୍ରମଣ ହାର ଦିନକୁ ଦିନ ନିୟନ୍ତ୍ରଣ ହେବାରେ ଲାଗିଛି। ତେଣୁ ବିଭିନ୍ନ ରାଜ୍ୟରେ କରୋନା କଟକଣାକୁ କୋହଳ କରାଯାଇଛି। କଟକଣା କୋହଳ ହେବା ପରେ ରାଜ୍ୟଗୁଡ଼ିକରେ ସ୍କୁଲ ଖୋଲାଯିବା ନେଇ ଚର୍ଚ୍ଚା ହେଉଛି। ଇତିମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?