କରୋନା ଭାଇରସ୍‌

ଭାକ୍ସିନ ନ ନେଲେ ସେଲୁନ-ପାର୍ଲର ମନା

ଭୋପାଳ,୨୮।୬: କରୋନା ଟିକା ନ ନେଲେ କଟାଯିବନି କେଶ କି ହେବ ନାହିଁ ସେଭିଂ। କିଛି ଏଭଳି ଚେତାବନୀ ଦେଇଛନ୍ତି ମଧ୍ୟପ୍ରଦେଶର ସେଲୁନ ପରିଚାଳକ। ଯୁବପୀଢ଼ି ହୁଅନ୍ତୁ ବା ବୃଦ୍ଧ ସମସ୍ତଙ୍କୁ ଟିକା ନେବା ବାଧ୍ୟତାମୂଳକ। ସୂଚନା ମୁତାବକ ଟିକାକରଣ ପ୍ରତି…

କରୋନା ସଙ୍କଟରେ ଘରୋଇ ସ୍କୁଲ୍‌ ଆଦାୟ କରିପାରିବେ ବାର୍ଷିକ ଫି ସହିତ ବିକାଶ ଶୁଳ୍କ, କହିଲେ ଏସ୍‌ସି…

ନୂଆଦିଲ୍ଲୀ,୨୮।୬: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଜାରି ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ସ୍କୁଲ୍‌ କଲେଜ ବନ୍ଦ ରହିଛି। ପାଠପଢ଼ା ଅନ୍‌ଲାଇନ୍‌ରେ କରାଯାଉଛି। ଏପରିସ୍ଥଳେ ଘରୋଇ ସ୍କୁଲ୍‌ଗୁଡ଼ିକର ବାର୍ଷିକ ଫି ସହିତ ବିକାଶ ଶୁଳ୍କ ଆଦାୟ ଉପରେ ରୋକ ଲଗାଇବା ପାଇଁ…

ପୁଣି ଘନେଇଲା ବିପଦ, ୪ ଭାରିଆଣ୍ଟ୍‌ ନେଇ ସତର୍କ ସୂଚନା ଜାରି କଲେ ସ୍ବାସ୍ଥ୍ୟ ବିଶେଷଜ୍ଞ…

ନୂଆଦିଲ୍ଲୀ,୨୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ଦେଶ ଉପରେ ନୂଆ ବିପଦ ଘନେଇବାରେ ଲାଗିଛି। ଏପରିସ୍ଥଳେ ସ୍ବାସ୍ଥ୍ୟ ବିଶେଷଜ୍ଞ ୪ ଭାରିଆଣ୍ଟ୍‌ ନେଇ ସତର୍କ ସୂଚନା ଜାରି କରିଛନ୍ତି। ଡେଲ୍ଟା( ବି-୧-୬୧୭-୧), ଡେଲ୍ଟା ପ୍ଲସ୍‌(…

ଡିଆର୍‌ଡିଓ ଆଣ୍ଟି-କୋଭିଡ୍‌ ଔଷଧ ଏବେ ବଜାରରେ, ୨-ଡିଜିଟିଏମ୍‌ ନାମରେ ହେବ ବିକ୍ରି…

ନୂଆଦିଲ୍ଲୀ,୨୮।୬: ଡିଆର୍‌ଡିଓ ଦ୍ୱାରା ପ୍ରସ୍ତୁତ ହୋଇଥିବା ଆଣ୍ଟି-କୋଭିଡ୍‌ ଔଷଧ ବଜାରରେ ୨-ଡିଜିଟିଏମ୍‌ ନାମରେ ହେବ ବିକ୍ରି କରାଯିବ। ଏନେଇ ଡିଆର୍‌ଡିଓ ପକ୍ଷରୁ ଘୋଷଣା କରାଯାଇଛି। ହାଇଦ୍ରାବାଦ୍‌ ସ୍ଥିତ ଡ. ରେଡ୍ଡୀ ଲାବୋରେଟୋରୀରେ ତିଆରି କରାଯାଇଥିବା ଏହି ଔଷଧର ବଜାର ଦାମ୍‌ ୯୯୦…

୫୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଜୁନ୍‌ ୨୭ରେ ୫୦ ହଜାର ତଳକୁ ଖସିଛିି। ଜୁନ୍‌ ୨୬ରେ…

ଝୁଲୁଛି ପିଲାଙ୍କ ଭାଗ୍ୟ

ନୂଆଦିଲ୍ଲୀ,୨୮ା୬: ମହାମାରୀ କରୋନା ଆସିବା ପରଠାରୁ ଦୀର୍ଘ ୧୫ ମାସ ଧରି ଦେଶର ସ୍କୁଲଗୁଡ଼ିକରେ ତାଲା ଝୁଲୁଛି। ସଂକ୍ରମଣ ଭୟ ଥିବାରୁ ପିଲାଙ୍କ ପାଠପଢ଼ାରେ ଏକପ୍ରକାର ଡୋରି ବନ୍ଧାହୋଇଛି। ଅନ୍‌ଲାଇନ୍‌ରେ ପଢ଼ିବା ବ୍ୟତୀତ ଅନ୍ୟ କିଛି ବିକଳ୍ପ ନ ଥିବାରୁ ଛାତ୍ରୀଛାତ୍ର…

ଆଜି ଆଉ ୪୩ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୯୩୦କୁ ବୃଦ୍ଧି

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୯୩୦କୁ ବୃଦ୍ଧି ପାଇଛି। ଏହି ମୃତକମାନଙ୍କ…

୩୩ କୋଟି ଲୋକଙ୍କ ମଧ୍ୟରେ ଭାକ୍ସିନ୍‌କୁ ନେଇ ଏବେ ବି ରହିଛି ଦ୍ୱନ୍ଦ…

ନୂଆଦିଲ୍ଲୀ,୨୭।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଦେଶର ୯୪ କୋଟି ଜନସଂଖ୍ୟାଙ୍କୁ ଭାକ୍ସିନ୍‌ ପ୍ରଦାନ ନେଇ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ତେବେ ଏବେ ମଧ୍ୟ ଦେଶର ୩୩ କୋଟି…

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୯ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୭।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ ୩୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୮୮୭କୁ ବୃଦ୍ଧି…

ରାଜ୍ୟରେ ୯ ଲକ୍ଷ ପାର ହେଲା କରୋନା ସଂକ୍ରମଣ ସଂଖ୍ୟା

ଭୁବନେଶ୍ୱର, ୨୭।୬(ବ୍ୟୁରୋ): ରାଜ୍ୟରେ ରବିବାର ୩,୪୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୪୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୬୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ଭାକ୍ସିନ୍‌ ପାଇଁ ପଞ୍ଜିକରଣ ଅନାବଶ୍ୟକ, ଟିକାକରଣ କେନ୍ଦ୍ରରେ ପହଞ୍ଚି ନେଇହେବ ଡୋଜ୍‌ …

ନୂଆଦିଲ୍ଲୀ,୨୭।୬: ଏଣିକି ଭାକ୍ସିନ୍‌ ନେବା ପୂର୍ବରୁ କୋଓ୍ବିନ୍‌ ଆପ୍‌ରେ ପଞ୍ଜିକରଣର ଅନାବଶ୍ୟକ। ଲୋକ ସିଧାସଳଖ ଟିକାକରଣ କେନ୍ଦ୍ରରେ ପହଞ୍ଚି ପଞ୍ଜିକରଣ କରିବା ସହିତ ଡୋଜ୍‌ ନେଇପାରିବେ। ସୁପ୍ରିମ୍‌କୋର୍ଟଙ୍କ କଡ଼ା ତାଗିଦ୍‌ ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି।…

ଭାକ୍ସିନ୍‌ ନେବାକୁ ଦିଅନି ପଛଘୁଞ୍ଚା, ସଭିଏଁ ନେବା ଅପରିହାର୍ଯ୍ୟ, କହିଲେ ମୋଦି…

ନୂଆଦିଲ୍ଲୀ,୨୭।୬: କରୋନା ମହାମାରୀ ଲଢ଼େଇରେ ଭାକ୍ସିନ୍‌ ଏକ ମାତ୍ର ବିକଳ୍ପ। ତେଣୁ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାକ୍ସିନ୍‌ ନେବାକୁ ପଛଘୁଞ୍ଚା ଦିଅନି ଅବା ମନରେ ଦ୍ୱିଧା ଆଣନ୍ତୁ ନାହିଁ। ସଭିଏଁ ଭାକ୍ସିନ୍‌ ଡୋଜ୍‌ ନେବା ଅପରିହାର୍ଯ୍ୟ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri