ଖୁସି ଖବର, ଜୁଲାଇରେ ସିଙ୍ଗଲ୍ ଡୋଜ୍ ଭାକ୍ସିନ୍ …
ନୂଆଦିଲ୍ଲୀ,୨୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସର୍ବାଜନୀକ ଟିକାକରଣ ଅନ୍ତର୍ଗତ କୋଭାକ୍ସିନ୍ ଏବଂ କୋଭିଶିଲ୍ଡ୍ର ୨ ଡୋଜ୍ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ପ୍ରଦାନ କରାଯାଉଛି। ସେହିପରି ରୁଷିଆ ଭାକ୍ସିନ୍…
ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି…
ନୂଆଦିଲ୍ଲୀ,୨୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ୫୦ ହଜାର ଟପିଛି। ଜୁନ୍ ୨୫ରେ ନୂଆ ଆକ୍ରାନ୍ତଙ୍କ…
ଟେଷ୍ଟିଂ ବଢ଼ାଅ:ମୋଦି
ନୂଆଦିଲ୍ଲୀ, ୨୭।୬ : ଚଳିତ ସପ୍ତାହରେ ଦେଶରେ ଟିକାକରଣର ଅଗ୍ରଗତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସନ୍ତୋଷ ବ୍ୟକ୍ତ କରିଛନ୍ତି। ଏଥିସହିତ କୋଭିଡ୍ ପରୀକ୍ଷା ବଢ଼ାଇବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ଶନିବାର ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କୋଭିଡ୍ ଟିକାକରଣ ଉପରେ ସମୀକ୍ଷା…
୮୮୭ ମହାମାରୀ ଭୂତାଣୁ ତାଲିକା ପ୍ରସ୍ତୁତ, ୩୦ ମଧ୍ୟରେ ରହିଛି ତାଣ୍ଡବ ରଚିବା ଶକ୍ତି…
କାଲିଫର୍ନିଆ,୨୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆମେରିକାର କାଲିର୍ଫନିଆ ବିଶ୍ୱବିଦ୍ୟାଳୟର ସଂକ୍ରାମକ ରୋଗ ବିଶେଷଜ୍ଞ ଜୋନା ମୈଜେଟ୍ ୮୮୭ ମହାମାରୀ ଭୂତାଣୁର ତାଲିକା ପ୍ରସ୍ତୁତ କରିଛନ୍ତି। ସେଥିମଧ୍ୟରେ ୩୦ ଭୂତାଣୁ ଭବିଷ୍ୟତରେ ପୃଥିବୀରେ ତାଣ୍ଡବ…
ନକଲି ଭାକ୍ସିନ୍ ନେଇ ଟିଏମ୍ସି ଏମ୍ପି ଅସୁସ୍ଥ…
କୋଲକାତା,୨୬।୬: ନକଲି ଭାକ୍ସିନ୍ ନେଇ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମ୍ସି) ଏମ୍ପି ତଥା ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ସକାଳେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କ ଘରକୁ ଡାକ୍ତରଙ୍କୁ ଡକାଯାଇଥିଲା। ୪ ଦିନ ତଳେ ସେ ଏକ ନକଲି ଟିକାକରଣ…
୧୨ ରାଜ୍ୟରେ ୫୧ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତ …
ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍ ପରେ ଏବେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଯୋଗୁ ପୁଣି ବିପଦ ମାଡ଼ି ଆସୁଛି। ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ…
ଭାକ୍ସିନ୍ ମାଗିଲା ଡବ୍ଲ୍ୟୁଏଚ୍ଓ, ଡେଲ୍ଟା ଭାରିଆଣ୍ଟ୍ ନେଇ ଦେଲା ଚେତାବନୀ…
ଜେନେଭା,୨୬।୬: ପୃଥିବୀର ୮୫ ଦେଶରେ ବ୍ୟାପିଥିବା କରୋନା ମହାମାରୀ ଭୂତାଣୁର ନୂଆ ରୂପକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଅତି ସଂକ୍ରାମକ ବୋଲି କୁହାଯାଇଛି। ଏହା ବିରୋଧରେ ଲଢ଼େଇ ଲାଗି ଭାକ୍ସିନ୍କୁ ଏକ ମାତ୍ର ବିକଳ୍ପ ଭାବେ ଗ୍ରହଣ କରାଯାଇଥିବା ଡବ୍ଲ୍ୟୁଏଚ୍ଓ ମହାନିର୍ଦ୍ଦେଶକ…
ରେକର୍ଡ ଭାଙ୍ଗିଲା ଭାରତ, ଏକ ସପ୍ତାହରେ ୪ କୋଟିଙ୍କୁ ଭାକ୍ସିନ୍ ଡୋଜ୍…
ନୂଆଦିଲ୍ଲୀ ,୨୬।୬: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଦ୍ରୁତବେଗରେ କରାଯାଉଛି। ଭାରତ ଟିକାକରଣରେ ନିଜର ପୂର୍ବ ରେକର୍ଡ ଭାଙ୍ଗିଛି। ଗତ ଏକ ସପ୍ତାହ ମଧ୍ୟରେ ଦେଶରେ ରେକର୍ଡ…
ରାଜସ୍ଥାନରୁ ପ୍ରଥମ ଡେଲ୍ଟା ପ୍ଲସ୍ ଭାରାଆଣ୍ଟ ରୋଗୀ ଚିହ୍ନଟ
ଜୟପୁର,୨୬।୬: କରୋନା ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ମଧ୍ୟରେ ଦେଶର ଅନେକ ରାଜ୍ୟରେ ଏବେ କରୋନାର ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ମାମଲା ସାମ୍ନାକୁ ଆସୁଛି। ଏହିକମ୍ରରେ ଏବେ ରାଜସ୍ଥାନ ମଧ୍ୟ ସାମିଲ ହୋଇଯାଇଛି। ରାଜସ୍ଥାନରେ ପ୍ରଥମ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ…
୨ ପ୍ରକାର ଭାକ୍ସିନ୍ ନେଲେ ବଢ଼ିବ ପ୍ରତିରୋଧକ ଶକ୍ତି, ଅଧିକ ପରୀକ୍ଷା ନିରୀକ୍ଷା ଆବଶ୍ୟକ…
ନୂଆଦିଲ୍ଲୀ,୨୬।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ କରାଯାଉଛି। ଏପରିସ୍ଥଳେ ଏମ୍ସ୍ ପକ୍ଷରୁ କୁହାଯାଇଛି ଯେ, ୨ ପ୍ରକାର ଭାକ୍ସିନ୍ ନେଲେ ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ପାଇବ।…
ଖୁସି ଖବର, ହ୍ରାସ ପାଇବ ତୃତୀୟ ଲହରର ତାଣ୍ଡବ , ଏମ୍ସ୍ ପକ୍ଷରୁ ସୂଚନା…
ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ଭୂତାଣୁ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। କରୋନାର ଦ୍ୱିତୀୟ ଲହର ଦ୍ୱାରା ଦେଶରେ ଦେଖାଦେଇଥିବା ସଙ୍କଟ ଜନକ ସ୍ଥିତି ସମ୍ଭାବ୍ୟ ତୃତୀୟ ଲହରରେ ହ୍ରାସ ପାଇବ ବୋଲି ଏମ୍ସ୍…
ପୁଣି ବିପଦ, ବ୍ୟାପିଲା ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍, ସ୍ବତନ୍ତ୍ର ନିର୍ଦ୍ଦେଶ ଜାରି କଲେ ମୁଖ୍ୟମନ୍ତ୍ରୀ…
ଲକ୍ଷ୍ନୌ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍ ପରେ ଏବେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଯୋଗୁ ପୁଣି ବିପଦ ମାଡ଼ି ଆସୁଛି। ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଉତ୍ତରପ୍ରଦେଶର…
Archives


