କରୋନା ଭାଇରସ୍‌

୧୨ ରାଜ୍ୟରେ ୫୧ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତ …

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଯୋଗୁ ପୁଣି ବିପଦ ମାଡ଼ି ଆସୁଛି। ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି।...

ଭାକ୍ସିନ୍‌ ମାଗିଲା ଡବ୍ଲ୍ୟୁଏଚ୍‌ଓ, ଡେଲ୍ଟା ଭାରିଆଣ୍ଟ୍‌ ନେଇ ଦେଲା ଚେତାବନୀ…

ଜେନେଭା,୨୬।୬: ପୃଥିବୀର ୮୫ ଦେଶରେ ବ୍ୟାପିଥିବା କରୋନା ମହାମାରୀ ଭୂତାଣୁର ନୂଆ ରୂପକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଅତି ସଂକ୍ରାମକ ବୋଲି କୁହାଯାଇଛି। ଏହା ବିରୋଧରେ ଲଢ଼େଇ ଲାଗି ଭାକ୍ସିନ୍‌କୁ ଏକ ମାତ୍ର ବିକଳ୍ପ ଭାବେ ଗ୍ରହଣ କରାଯାଇଥିବା ଡବ୍ଲ୍ୟୁଏଚ୍‌ଓ...

ରେକର୍ଡ ଭାଙ୍ଗିଲା ଭାରତ, ଏକ ସପ୍ତାହରେ ୪ କୋଟିଙ୍କୁ ଭାକ୍ସିନ୍‌ ଡୋଜ୍‌…

ନୂଆଦିଲ୍ଲୀ ,୨୬।୬: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଦ୍ରୁତବେଗରେ କରାଯାଉଛି। ଭାରତ ଟିକାକରଣରେ ନିଜର ପୂର୍ବ ରେକର୍ଡ ଭାଙ୍ଗିଛି। ଗତ ଏକ ସପ୍ତାହ ମଧ୍ୟରେ ଦେଶରେ...

ରାଜସ୍ଥାନରୁ ପ୍ରଥମ ଡେଲ୍ଟା ପ୍ଲସ୍‌ ଭାରାଆଣ୍ଟ ରୋଗୀ ଚିହ୍ନଟ

ଜୟପୁର,୨୬।୬: କରୋନା ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ମଧ୍ୟରେ ଦେଶର ଅନେକ ରାଜ୍ୟରେ ଏବେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ମାମଲା ସାମ୍ନାକୁ ଆସୁଛି। ଏହିକମ୍ରରେ ଏବେ ରାଜସ୍ଥାନ ମଧ୍ୟ ସାମିଲ ହୋଇଯାଇଛି। ରାଜସ୍ଥାନରେ ପ୍ରଥମ ଡେଲ୍ଟା ପ୍ଲସ୍‌...

୨ ପ୍ରକାର ଭାକ୍ସିନ୍‌ ନେଲେ ବଢ଼ିବ ପ୍ରତିରୋଧକ ଶକ୍ତି, ଅଧିକ ପରୀକ୍ଷା ନିରୀକ୍ଷା ଆବଶ୍ୟକ…

ନୂଆଦିଲ୍ଲୀ,୨୬।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ କରାଯାଉଛି। ଏପରିସ୍ଥଳେ ଏମ୍ସ୍‌ ପକ୍ଷରୁ କୁହାଯାଇଛି ଯେ, ୨ ପ୍ରକାର ଭାକ୍ସିନ୍‌ ନେଲେ ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି...

ଖୁସି ଖବର, ହ୍ରାସ ପାଇବ ତୃତୀୟ ଲହରର ତାଣ୍ଡବ , ଏମ୍ସ୍‌ ପକ୍ଷରୁ ସୂଚନା…

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ଭୂତାଣୁ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। କରୋନାର ଦ୍ୱିତୀୟ ଲହର ଦ୍ୱାରା ଦେଶରେ ଦେଖାଦେଇଥିବା ସଙ୍କଟ ଜନକ ସ୍ଥିତି ସମ୍ଭାବ୍ୟ ତୃତୀୟ ଲହରରେ ହ୍ରାସ ପାଇବ ବୋଲି...

ପୁଣି ବିପଦ, ବ୍ୟାପିଲା ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌, ସ୍ବତନ୍ତ୍ର ନିର୍ଦ୍ଦେଶ ଜାରି କଲେ ମୁଖ୍ୟମନ୍ତ୍ରୀ…

ଲକ୍ଷ୍ନୌ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଯୋଗୁ ପୁଣି ବିପଦ ମାଡ଼ି ଆସୁଛି। ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି।...

ଟିକା ନେବା ସତ୍ତ୍ୱେ ୨୭୪ ଆକ୍ରାନ୍ତ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ନେବା ପରେ କରୋନାରେ ଆକ୍ରାନ୍ତଙ୍କ ସମ୍ପର୍କରେ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି) ଏକ ଗବେଷଣା କରିଥିଲା। ରାଜ୍ୟର ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରୁ ୩୬୧ ଜଣଙ୍କ ନମୁନା ପରୀକ୍ଷଣ କରାଯାଇଥିଲା। ରିପୋର୍ଟ ଅନୁଯାୟୀ କରୋନା ଟିକାର ୨ଟି...

ଦୈନିକ ସଂକ୍ରମଣ ୫୦ ହଜାର ତଳେ…

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ୫ ଦିନ ପରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ୫୦ ହଜାର ତଳେ...

ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୭ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୮୪୮କୁ ବୃଦ୍ଧି...

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ଶନିବାର ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ଶୁକ୍ରବାର ରାଜ୍ୟରେ ୨,୯୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟା ବୃଦ୍ଧି...

୩୦ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ କାମ ଆରମ୍ଭ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ଆଉ ୭ଟି ଜିଲାରେ ଲିକ୍ୟୁଡ୍‌ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ ୩୦ ଜିଲାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri