କରୋନା ଭାଇରସ୍‌

ସମସ୍ତ ରାଜ୍ୟ ବୋର୍ଡରେ ସମାନ ମୂଲ୍ୟାଙ୍କନ ପଦ୍ଧତି ନୁହେଁ ସମ୍ଭବ, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରି ଦିଆଯାଇଛି। ଏନେଇ ସିବିଏସ୍‌ଇ ବୋର୍ଡ ପକ୍ଷରୁ ଆଗତ କରାଯାଇଥିବା ମୂଲ୍ୟାଙ୍କନ ସୂତ୍ରକୁ ସୁପ୍ରିମ୍‌କୋର୍ଟ ସ୍ବୀକୃତି ଦେଇ ସାରିଛନ୍ତି। ତେବେ ସମସ୍ତ ରାଜ୍ୟର ଦ୍ୱାଦଶ…

ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ନେଲା ପ୍ରଥମ ଜୀବନ…

ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ସମ୍ପର୍କରେ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ବଢ଼ିବାରେ ଲାଗିଛି। ନୂଆ…

ମାସ୍କ୍‌ ନ ପିନ୍ଧିବା ନିର୍ଦ୍ଦେଶ ପରେ ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

ଜେରୁଜେଲମ୍‌,୨୪।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ମାସ୍କ୍‌ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ସହିତ ନିୟମିତ ବ୍ୟବଧାନରେ ହାତଧୋଇବା ଗୁରୁତ୍ୱପୂର୍ଣ୍ଣ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗ ଦର୍ଶିକା ଜାରି କରାଯାଇଛି। ତେବେ କିଛି ଦିନ ପୂର୍ବରୁ ଇସ୍ରାଏଲ୍‌…

ଭାକ୍ସିନ୍‌ ନ ନେଇଥିବା ବିଧାୟକଙ୍କୁ ବିଧାନସଭାରେ ପ୍ରବେଶ ମନା…

ପାଟନା,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ବିହାରରେ ଭାକ୍ସିନ୍‌ ନ ନେଇଥିବା ବିଧାୟକଙ୍କୁ ବିଧାନସଭାରେ ପ୍ରବେଶ ମନା କରାଯାଇଛି। ଏନେଇ ବିଧାନସଭା…

କୋଭିଡ୍‌ ସହାୟତାରୁ ୨ଶହ କୋଟି ବାଟମାରଣା

ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍‌ ରାଶନକାର୍ଡ ଜରିଆରେ ପ୍ରାୟ ୨୦୦ କୋଟି ଟଙ୍କାର ଖାଉଟି ସାମଗ୍ରୀ ବାଟମାରଣା ହୋଇଥିବା ଅଭିଯୋଗ ହୋଇଛି। ଏହିମର୍ମରେ…

ଟିକା ଦିଅ, ଇଲିଶି ନିଅ

ନୂଆଦିଲ୍ଲୀ, ୨୪।୬: ଭାରତର ଇଲିଶି ଚାହିଦା ମେଣ୍ଟାଇବା ପାଇଁ ବାଂଲାଦେଶରୁ ଏହି ମାଛକୁ ଆମଦାନୀ କରାଯାଇଥାଏ। ତେବେ ଭାରତ ପଡ଼ୋଶୀ ଦେଶକୁ କୋଭିଡ୍‌ ଟିକା ଯୋଗାଇବାରେ ବିଳମ୍ବ କରୁଥିବାରୁ ନୂଆଦିଲ୍ଲୀକୁ ଢାକା ଇଲିଶି ରପ୍ତାନି ବନ୍ଦ ରଖିଥିବା ସୂତ୍ରରୁ ଜଣାପଡ଼ିଛି। ଭାରତ…

‘ସଫଳତାରେ ଶ୍ରେୟ ନେଉଛ, ବିଫଳତାର ବି ନିଅ’

ଭୁବନେଶ୍ୱର, ୨୪।୬(ବ୍ୟୁରୋ): କରୋନା ମହାମାରୀ ବିରୋଧରେ ଏକାଠି ହୋଇ ଲଢ଼ିବା ବଦଳରେ ଫଟୋକୁ ନେଇ ବିଜେଡି-ଭାଜପା ମଧ୍ୟରେ ଲଢ଼େଇ ଚାଲିଛି। ଉଭୟ ସରକାର ସଫଳତାର ଶ୍ରେୟ ନେବାକୁ ଯେମିତି ଆଗଭର ହେଉଛନ୍ତି, ବିଫଳତା ମୁଣ୍ଡାଇବାକୁ ବି ପ୍ରସ୍ତୁତ ରହିବା ଉଚିତ ବୋଲି…

‘ଟିକା ନ ନେଲେ ଭାରତ ଯାଅ’

ମାନିଲା, ୨୪।୬: ଯେଉଁମାନେ କୋଭିଡ୍‌ ଟିକା ନେବାକୁ ଅନିଚ୍ଛୁକ ସେମାନଙ୍କୁ ଗିରଫ କରାଯିବ ବୋଲି ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ଟେଲିଭିଜନ ବାର୍ତ୍ତାରେ କହିଛନ୍ତି। ଟିକା ନେବା ପାଇଁ ମନା କରୁଥିବା ଲୋକେ ଭାରତ କିମ୍ବା ଆମେରିକା ପଳାଇଯାଆନ୍ତୁ ବୋଲି…

ଭାଜପା-ବିଜେଡିର ଟୁଇଟ୍‌ ଯୁଦ୍ଧ

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟର ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ରହିବା ଏବଂ ପ୍ରଧାନମନ୍ତ୍ରୀଙ୍କ ପୋଷ୍ଟରକୁ ବାଦ୍‌ ଦିଆଯିବାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହାକୁ ନେଇ ବିଭିନ୍ନ ଜିଲାରେ ଭାଜପା କର୍ମୀମାନେ ତୀବ୍ର ପ୍ରତିବାଦ କରିଥିବାବେଳେ ଉଭୟ ଦଳର ତୁଙ୍ଗ ନେତାଙ୍କ…

ଟିକା ପାଇଁ କମ୍ପାନୀ ରିହାତି

ବେଙ୍ଗାଲୁରୁ, ୨୪।୬: କୋଭିଡ୍‌ ଟିକାକୁ ନେଇ କେତେକଙ୍କ ମଧ୍ୟରେ ରହିଥିବା କୁଣ୍ଠାବୋଧ ଦୂର କରିବା ଓ ଟିକାକରଣ ଅଭିଯାନରେ ବହୁସଂଖ୍ୟାରେ ସାମିଲ ହେବାକୁ ପ୍ରୋତ୍ସାହିତ କରିବା ଲାଗି ବିଭିନ୍ନ କମ୍ପାନୀ ପକ୍ଷରୁ ରିହାତି ଘୋଷଣା କରାଯାଇଛି। ଯେଉଁମାନେ କୋଭିଡ୍‌ ଟିକାର ଡବଲ…

ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…

ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୫୪ ହଜାର…

ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ବିଦ୍ୟାଳୟ ପାଠ୍ୟକ୍ରମରେ ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନ ପାଇଛି। ପ୍ରଥମ ଭାଷା ଓଡ଼ିଆ ବିଷୟରେ ‘ବନ୍ଦେ ଉତ୍କଳ ଜନନୀ’କୁ ସ୍ଥାନ ମିଳିଛି। ନବମ ଓ ଦଶମ ଶ୍ରେଣୀରେ ଏହି ରାଜ୍ୟ ସଙ୍ଗୀତ ପଢ଼ାଯିବ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?