କରୋନା ଭାଇରସ୍‌

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ ଫର୍ମୂଲା: ୧,୧୫୨ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ…

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା। ସିବିଏସ୍‌ଇ ପକ୍ଷରୁ ଭାଲ୍ୟଏଶନ୍‌ ନେଇ ଫର୍ମୂଲା ଗୁରୁବାର ସୁପ୍ରିମ୍‌କୋର୍ଟରେ ଦାଖଲ କରାଯାଇଥିଲା। ତେବେ...

କରୋନା କବଳରେ ଏବେ ପ୍ରାଣୀ: ୪ସିଂହ ଭିତରେ ଡେଲ୍‌ଟା ଭାରିଆଣ୍ଟ

ଚେନ୍ନାଇ,୧୯।୬: ମହାମାରୀ କରୋନା କବଳରୁ କେହି ବର୍ତ୍ତିପାରି ନାହାନ୍ତି। ମନୁଷ୍ୟ ପରେ ଏବେ ଜୀବଜନ୍ତୁ ମଧ୍ୟ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଇତିମଧ୍ୟରେ ତାମିଲନାଡ଼ୁର ଭଣ୍ଡାଲୁର ସ୍ଥିତ ଅରିନଗରର ଅନ୍ନା ପ୍ରାଣୀ ଉଦ୍ୟାନରେ ୪ସିଂହ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହି ସିଂହଙ୍କ...

ବିପଦ ଉପରେ ପୁଣି ନୂଆ ବିପଦ: ୬ରୁ ୮ସପ୍ତାହ ମଧ୍ୟରେ ତୃତୀୟ ଲହର…

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ମାଡ଼ି ଆସୁଥିବା ନେଇ ଏମ୍ସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଆଉ ୬ରୁ ୮ ସପ୍ତାହ ମଧ୍ୟରେ ଦେଶରେ କରୋନା ମହାମାରୀର ତୃତୀୟ ଲହର...

ସହାୟତାର ହାତ ବଢ଼ାଇଲା ଶତ୍ରୁ…

ଜେରୁଜେଲମ୍‌୍‌,୧୯।୬: କରୋନା ସଙ୍କଟରେ ଭେଦଭାବ ଭୁଲି ଜଣେ ଶତ୍ରୁ  ଅନ୍ୟ ଜଣଙ୍କୁ ସହାୟତାର ହାତ ବଢ଼ାଇଛି। ପାଲେଷ୍ଟାଇନ୍‌ ଏବଂ ଇସ୍ରାଏଲ୍‌ ମଧ୍ୟରେ ଦୀର୍ଘଦିନ ଧରି ଲଢ଼େଇ ଜାରି ରହିଛି। ତେବେ ଏବେ କରୋନା ମହାମାରୀ ସଂକ୍ରମଣ ସମୟରେ ପାଲେଷ୍ଟାଇନ୍‌କୁ ୧୪...

୧୮ରୁ ୪୪ ଟିକାକରଣ: ୭ ମ୍ୟୁନିସିପାଲିଟି, ୨ ଏନ୍‌ଏସିରେ ସୋମବାରରୁ ଆରମ୍ଭ ହେବ

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ରାଜ୍ୟର ୭ ଜିଲାର ୭ ମ୍ୟୁନିସିପାଲିଟି ଓ ୨ ଏନ୍‌ଏସିରେ ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ସ୍ଥାନଗୁଡ଼ିକ ହେଲା ଗଞ୍ଜାମ ଜିଲାର ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି, ପୋଲସରା ଏନ୍‌ଏସି, ଜଗତ୍‌ସିଂହପୁରର ପାରାଦୀପ ମ୍ୟୁନିସିପାଲିଟି,...

ଡାକ୍ତରଙ୍କୁ ଆକ୍ରମଣର ପ୍ରତିବାଦ: ଆଇଏମ୍‌ଏ କଟକ ଶାଖା ପକ୍ଷରୁ ଧାରଣା

କଟକ ଅଫିସ, ୧୯।୬: କରୋନା ସମୟରେ ଡାକ୍ତରମାନେ କୋଭିଡ୍‌ ଯୋଦ୍ଧା ଭାବେ ରୋଗୀଙ୍କ ସେବା ଜାରି ରଖିଛନ୍ତି। ମାତ୍ର ଏଭଳି ସ୍ଥିତିରେ ଡାକ୍ତରମାନଙ୍କ ପ୍ରତି ହିଂସାତ୍ମକ ବ୍ୟବହାର କରାଯାଉଛି। ଏପରି ଅଶୋଭନୀୟ କାର୍ଯ୍ୟ ରୋକିବା ପାଇଁ ଦୃଢ଼ ନିୟମ ପ୍ରଣୟନ...

ଉପାନ୍ତ ଅଞ୍ଚଳରେ ଟିକା ପହଞ୍ଚାଇବ ଡ୍ରୋନ୍‌

କଟକ ଅଫିସ,୧୯।୬: ଉପାନ୍ତ ଅଞ୍ଚଳରେ ଲୋକଙ୍କୁ ଟିକା ଯୋଗାଇବ ଡେଲଟା ୪୦୦ ଡ୍ରୋନ୍‌। ଏହି ଡ୍ରୋନ୍‌କୁ କଟକ ଖପୁରିଆ ଆଇଟିଆଇର ଛାତ୍ରୀଛାତ୍ର ତିଆରି କରିଛନ୍ତି। ଆଇଜି ଡ୍ରୋନ୍‌ସ ଏବଂ ଖପୁରିଆ ଆଇଟିଆଇ ସହଯୋଗରେ ଏହି ଡ୍ରୋନ ପ୍ରସ୍ତୁତ କରାଯାଇଛି। ଆଇଟିଆଇର...

ମୁମ୍ବାଇ ଗଲା କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୯।୬(ବ୍ୟୁରୋ): କଟକରୁ ବିପୁଳ ପରିମାଣର ନକଲି କରୋନା ଔଷଧ ଜବତ ଘଟଣାରେ ଏବେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଖୋଳତାଡ଼ କରୁଛି। ଗୁରୁବାର ଔଷଧ ଜବତ ହୋଇଥିବା ସଂସ୍ଥାର ମାଲିକଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବାବେଳେ ଶୁକ୍ରବାର ଏସ୍‌ଟିଏଫ୍‌ର...

ଜୁଲାଇ୧ରୁ ଶତ ପ୍ରତିଶତରେ ଚାଲିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟରେ ଶତପ୍ରତିଶତ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ। ତେବେ କାର୍ଯ୍ୟରେ ଯୋଗଦେବା ପୂର୍ବରୁ କର୍ମଚାରୀମାନଙ୍କୁ କୋଭିଡ୍‌-୧୯ ଟିକାର ଦୁଇଟି ଡୋଜ୍‌ ନେବା ବାଧ୍ୟତାମୂଳକ କରାଯାଇଛି। ସମସ୍ତ ବିଭାଗ, ବିଭାଗୀୟ...

ସରକାର ଲୁଚାଉଛନ୍ତି କୋଭିଡ୍‌ ମୃତ୍ୟୁ ସଂଖ୍ୟା

କଟକ ଅଫିସ, ୧୯।୬: ରାଜ୍ୟରେ ବାସ୍ତବ ପକ୍ଷେ ଯେତିକି କୋଭିଡ୍‌ଜନିତ ମୃତ୍ୟୁ ଘଟୁଛି ସରକାର ତାହାକୁ ଦର୍ଶାଉ ନାହାନ୍ତି। ଏହି ମୃତ୍ୟୁସଂଖ୍ୟାକୁ ରାଜ୍ୟ ସରକାର ଲୁଚାଉଛନ୍ତି। ତେଣୁ ଏହାର ସ୍ବତନ୍ତ୍ର ଅଡିଟ କରାଯିବାକୁ ଶୁକ୍ରବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା...

ସୁକିନ୍ଦା ତହସିଲଦାର ନିଲମ୍ବିତ: କରୋନା ନିୟମ ଉଲ୍ଲଂଘନ ଅଭିଯୋଗ

ଯାଜପୁର ଅଫିସ/କାଳିଆପାଣି, ୧୯।୬(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରାଙ୍କୁ ରାଜ୍ୟ ସରକାର ଶୁକ୍ରବାର ନିଲମ୍ବନ କରିଥିବା ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ସୂଚନା ଦେଇଛନ୍ତି। ଗତ ମେ ୨୧ରେ ତହସିଲଦାର ବେହେରା ନିଜ ଭାଇ ବାହାଘର...

ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ୭୫୩ ରେ ପହଞ୍ଚିଛି। ସେହିପରି ଏହି ସମୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri