କରୋନା ଭାଇରସ୍‌

୮ ଜିଲାରେ ଅକ୍ସିଜେନ୍‌ ପ୍ଲାଣ୍ଟ ଶିଳାନ୍ୟାସ

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ୮ ଜିଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍‌ଘାଟନ କରିବା ସହ ତରଳ ମେଡିକାଲ ଅକ୍ସିଜେନ୍‌ (ଏଲ୍‌ଏମ୍‌ଓ) ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ ଅକ୍ସିଜେନ ଉତ୍ପାଦନ...

କୁଶଳୀ ହେବେ ଲକ୍ଷେ କୋଭିଡ୍‌ ଯୋଦ୍ଧା

ନୂଆଦିଲ୍ଲୀ, ୧୯।୬(ପି.ଟି.): ଦେଶର ଲକ୍ଷେରୁ ଊର୍ଦ୍ଧ୍ୱ କୋଭିଡ୍‌ ଯୋଦ୍ଧାଙ୍କୁ କୁଶଳୀ ତଥା ଅତିକୁଶଳୀ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ସଂକ୍ଷିପ୍ତ ଶିକ୍ଷା ପାଠ୍ୟକ୍ରମ ଶୁଭାରମ୍ଭ କରିଛନ୍ତି। କରୋନା ଭୂତାଣୁ ଏବେ ବି ଆମ ଭିତରେ ରହିଛି...

କମୁନିିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୨ ଜୀବନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରେ ଜତ ୨୪ଘଣ୍ଟାରେ କରୋନାଜନିତ ୪୨ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା...

ଅକ୍ଟୋବରରେ ତୃତୀୟ ଲହର

ବେଙ୍ଗାଲୁରୁ, ୧୯।୬: ଭାରତରେ କରୋନା ଭୂତାଣୁ ସଂକ୍ରମଣର ତୃତୀୟ ଲହର ଅକ୍ଟୋବର ସୁଦ୍ଧା ଆସିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଯଦିଓ ବର୍ତ୍ତମାନର ସଂକ୍ରମଣଠାରୁ ତୃତୀୟ ଲହରକୁ ଅଧିକ ଭଲ ଭାବରେ ନିୟନ୍ତ୍ରଣ କରାଯାଇପାରିବ, ତେବେ ମହାମାରୀ ଅନୂ୍ୟନ ଆଉ...

ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ଶୁକ୍ରବାର ରାଜ୍ୟରେ ୩,୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ...

ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍‌ ମିଲ୍‌ଖା

ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍‌ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି। ୯୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ୧୯୫୮ କମନୱେଲଥ୍‌ ଗେମ୍ସର...

ପରଲୋକରେ ଭିଜିଲାନ୍ସ ନିର୍ଦ୍ଦେଶକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପରଲୋକ ଘଟିଛି। କୋଲକାତାର ଏକ ଘରୋଇ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ବର୍ଷ...

ନକଲି ଟିକାକରଣର ଶିକାର ହେଲା ଟିପ୍ସ ଇଣ୍ଡଷ୍ଟ୍ରି: ୩୬୫କର୍ମଚାରୀଙ୍କୁ ଟିକା ଦିଆଯିବା ପରେ ବି ମିଳିଲାନି ସାର୍ଟିଫିକେଟ

ମୁମ୍ବାଇ,୧୮।୬: ବର୍ତ୍ତମାନ ଦେଶରେ ନକଲି ଟିକାକରଣକୁ ନେଇ ଚର୍ଚ୍ଚା ଚୋର ଧରିଛି। ନିକଟରେ ମୁମ୍ବାଇର ହିରାନନ୍ଦାନୀ ସୋସାଇଟିରେ ୩୯୦ଜଣଙ୍କୁ ମିଛ ଟିକାକରଣ କରାଯାଇଥିବା ଅଭିଯୋଗ ହୋଇଥିବା ବେଳେ ଏବେ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବଲିଉଡ୍‌ ଇଣ୍ଡଷ୍ଟ୍ରିର ଟିପ୍ସ...

୩୯୦ଜଣଙ୍କୁ ନକଲି ଟିକା ଦେବା ଘଟଣାରେ ୪ଗିରଫ

ମୁମ୍ବାଇ,୧୮।୬: ମୁମ୍ବାଇର କାନ୍ଦଓ୍ବଲି ଅଞ୍ଚଳର ହିରାନନ୍ଦାନୀ ସୋସାଇଟିର ୩୯୦ଜଣ ଲୋକଙ୍କୁ ନକଲି ଟିକା ଦେବା ମାମଲାର ପର୍ଦ୍ଦାଫାଶ୍‌ କରିଛି ପୋଲିସ। ଠକେଇ ଅଭିଯୋଗରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ଏଥିସହ ଅନ୍ୟଜଣଙ୍କୁ ହେପାଜତକୁ ନେଇ ପଚରାଉଚରା କରୁଛି ମୁମ୍ବାଇ ପୋଲିସ।...

କୋଭିଡ ନିୟମ ଉଲ୍ଲଂଘନ କଲେ ଶୀଘ୍ର ଆସିବ ତୃତୀୟ ଲହର: ହାଇକୋର୍ଟ

ନୂଆଦିଲ୍ଲୀ,୧୮।୬: ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସିଥିବା ବେଳେ ଦିଲ୍ଲୀରେ ଦୈନିକ ସଂକ୍ରମଣ ୧ପ୍ରତିଶତରୁ ବି କମ୍‌ ରହିଛି। ତେଣୁ ଦିଲ୍ଲୀ ସରକାର ରାଜ୍ୟରେ ଅନ୍‌ଲକ୍‌ ଘୋଷଣା କରିଛନ୍ତି। ଲକ୍‌ଡାଉନ ପ୍ରତିବନ୍ଧକ ହଟାଯିବା ପରେ ଦିଲ୍ଲୀ ବଜାରରେ...

ସାବରମତି ନଦୀରେ କୋଭିଡ-୧୯ ଭାଇରସ୍‌

ଅହମଦାବାଦ,୧୮।୭: କରୋନା ଭାଇରସ୍‌ର ଦ୍ୱିତୀୟ ଲହରର ସ୍ଥିତି ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଦେଶରେ କରୋନା ସଙ୍କଟ ଏବେ ବି ଜାରି ରହିଛି। କରୋନାକୁ ନେଇ ପ୍ରତିଦିନ କିଛି ନୂଆ ନୂଆ ତଥ୍ୟା ସାମ୍ନାକୁ ଆସୁଛି। ଇତିମଧ୍ୟରେ...

ଆଜି ଆଉ ୩୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଶୁକ୍ରବାର କରୋନା ମହାମାରୀ ରାଜ୍ୟରୁ ଆଉ ୩୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି ପାଇଛି। ଆଜି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri