କରୋନା ଭାଇରସ୍‌

ନକଲି ଟିକାକରଣର ଶିକାର ହେଲା ଟିପ୍ସ ଇଣ୍ଡଷ୍ଟ୍ରି: ୩୬୫କର୍ମଚାରୀଙ୍କୁ ଟିକା ଦିଆଯିବା ପରେ ବି ମିଳିଲାନି ସାର୍ଟିଫିକେଟ

ମୁମ୍ବାଇ,୧୮।୬: ବର୍ତ୍ତମାନ ଦେଶରେ ନକଲି ଟିକାକରଣକୁ ନେଇ ଚର୍ଚ୍ଚା ଚୋର ଧରିଛି। ନିକଟରେ ମୁମ୍ବାଇର ହିରାନନ୍ଦାନୀ ସୋସାଇଟିରେ ୩୯୦ଜଣଙ୍କୁ ମିଛ ଟିକାକରଣ କରାଯାଇଥିବା ଅଭିଯୋଗ ହୋଇଥିବା ବେଳେ ଏବେ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବଲିଉଡ୍‌ ଇଣ୍ଡଷ୍ଟ୍ରିର ଟିପ୍ସ ଇଣ୍ଡଷ୍ଟ୍ରି…

୩୯୦ଜଣଙ୍କୁ ନକଲି ଟିକା ଦେବା ଘଟଣାରେ ୪ଗିରଫ

ମୁମ୍ବାଇ,୧୮।୬: ମୁମ୍ବାଇର କାନ୍ଦଓ୍ବଲି ଅଞ୍ଚଳର ହିରାନନ୍ଦାନୀ ସୋସାଇଟିର ୩୯୦ଜଣ ଲୋକଙ୍କୁ ନକଲି ଟିକା ଦେବା ମାମଲାର ପର୍ଦ୍ଦାଫାଶ୍‌ କରିଛି ପୋଲିସ। ଠକେଇ ଅଭିଯୋଗରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ଏଥିସହ ଅନ୍ୟଜଣଙ୍କୁ ହେପାଜତକୁ ନେଇ ପଚରାଉଚରା କରୁଛି ମୁମ୍ବାଇ ପୋଲିସ। ସୂଚନା…

କୋଭିଡ ନିୟମ ଉଲ୍ଲଂଘନ କଲେ ଶୀଘ୍ର ଆସିବ ତୃତୀୟ ଲହର: ହାଇକୋର୍ଟ

ନୂଆଦିଲ୍ଲୀ,୧୮।୬: ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସିଥିବା ବେଳେ ଦିଲ୍ଲୀରେ ଦୈନିକ ସଂକ୍ରମଣ ୧ପ୍ରତିଶତରୁ ବି କମ୍‌ ରହିଛି। ତେଣୁ ଦିଲ୍ଲୀ ସରକାର ରାଜ୍ୟରେ ଅନ୍‌ଲକ୍‌ ଘୋଷଣା କରିଛନ୍ତି। ଲକ୍‌ଡାଉନ ପ୍ରତିବନ୍ଧକ ହଟାଯିବା ପରେ ଦିଲ୍ଲୀ ବଜାରରେ ଦେଖାଦେଇଥିବା…

ସାବରମତି ନଦୀରେ କୋଭିଡ-୧୯ ଭାଇରସ୍‌

ଅହମଦାବାଦ,୧୮।୭: କରୋନା ଭାଇରସ୍‌ର ଦ୍ୱିତୀୟ ଲହରର ସ୍ଥିତି ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଦେଶରେ କରୋନା ସଙ୍କଟ ଏବେ ବି ଜାରି ରହିଛି। କରୋନାକୁ ନେଇ ପ୍ରତିଦିନ କିଛି ନୂଆ ନୂଆ ତଥ୍ୟା ସାମ୍ନାକୁ ଆସୁଛି। ଇତିମଧ୍ୟରେ ଗୁଜରାଟରୁ…

ଆଜି ଆଉ ୩୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଶୁକ୍ରବାର କରୋନା ମହାମାରୀ ରାଜ୍ୟରୁ ଆଉ ୩୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧା…

ତୃତୀୟ ଲହର ବିପଦ: ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ତାଣ୍ଡବ ରଚିବା ଆଶଙ୍କା …

ନୂଆଦିଲ୍ଲୀ,୧୭।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା ପ୍ଲସ୍‌ ଚିହ୍ନଟ କରାଯାଇଛି। ଏହି ନୂଆ ଭାରିଆଣ୍ଟ୍‌ ଯୋଗୁ ତୃତୀୟ ଲହର ସୃଷ୍ଟି ହୋଇ…

କୋଭାକ୍ସିନ୍‌କୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରୀ: ଜୁନ୍‌ ୨୩ରେ ବୈଠକ…

ଜେନେଭା,୧୭।୬: ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଭାକ୍ସିନ୍‌ କୋଭାକ୍ସିନ୍‌କୁ ବିଶ୍ୱସ୍ତରରେ ବ୍ୟବହାର କରାଯିବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର ମଞ୍ଜୁରୀ ପାଇଁ ଜୁନ୍‌ ୨୩ରେ ବୈଠକ ଅନୁଷ୍ଠିତ ହେବ। ଭାରତ ବାୟୋଟେକ୍‌ ପକ୍ଷରୁ ଏସମ୍ପର୍କିତ ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା…

ଆମେରିକାରୁ କରୋନା ଭୂତାଣୁ ଉତ୍ପତ୍ତି, କହିଲା ଚାଇନା…

ଓ୍ବାଶିଂଟନ/ବେଜିଂ,୧୭।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ କରୋନା ଭୂତାଣୁର ଉତ୍ପତ୍ତି ନେଇ ଆମେରିକା ଏବଂ ଚାଇନା ମୁହାଁମୁହିଁ ହୋଇଛନ୍ତି। ଚାଇନା ଜାଣିଶୁଣି ଲାବ୍‌ରେ କରୋନା ଭୂତାଣୁ ତିଆରି କରିଥିବା ଆମେରିକା ପକ୍ଷରୁ ବାରମ୍ବାର ଅଭିଯୋଗ…

ଦଶମ-ଏକାଦଶ ମାର୍କ ଆଧାରରେ ପ୍ରକାଶ ପାଇବ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା। ସିବିଏସ୍‌ଇ ପକ୍ଷରୁ ଭାଲ୍ୟଏଶନ୍‌ ଫର୍ମୂଲା ସୁପ୍ରିମ୍‌କୋର୍ଟରେ ଦାଖଲ କରାଯାଇଛି। ଫର୍ମୂଲା ଅନୁସାରେ ଦଶମ, ଏକାଦଶ…

ସ୍କେଟିଂରେ ସଚେତନତା

ଲକ୍ଷ୍ନୌ: ଶାଢ଼ି ପିନ୍ଧି ସ୍କେଟିଂ କରି ଗାଁ ଦାଣ୍ଡରେ ଲୋକଙ୍କୁ ଟିକା ନେବା ପାଇଁ ପ୍ରବର୍ତ୍ତାଉଛନ୍ତି ଶ୍ରୀଗୁପ୍ତା। ଉତ୍ତରପ୍ରଦେଶ ସୀତାପୁରର ରାମକୋଟ ଗାଁରେ ରୁହନ୍ତି ୧୧ ବର୍ଷର ବାଳିକା ଶ୍ରୀଗୁପ୍ତା। ଏଇ ବୟସରେ ସେ ଶାଢ଼ି ପିନ୍ଧି ଗାଁର ଗଳିକନ୍ଦି ରାସ୍ତାରେ…

୫ ଦେଶକୁ ଛୁଇଁନି କରୋନା

ନୂଆଦିଲ୍ଲୀ: ଦୀର୍ଘ ଦେଢ଼ ବର୍ଷରୁ ଅଧିକ ସମୟ ହେଲା କରୋନା କବଳରେ ପଡ଼ିଛି ପୃଥିବୀ। ଚାଇନାରୁ ଆରମ୍ଭ ହୋଇଥିବା ଏହି ଘାତକ ରୋଗରେ ଊଣା ଅଧିକେ ପ୍ରଭାବିତ ହୋଇଛନ୍ତି ଅଧିକାଂଶ ଦେଶ। ଆମେରିକା, ୟୁକେ ଭଳି ସୁଦୃଢ଼ ସ୍ବାସ୍ଥ୍ୟ ଭିତ୍ତିଭୂମି ଥିବା…

ବିଦେଶ ଯାଉଥିବା ଲୋକଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣକୁ ପ୍ରାଧାନ୍ୟ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ପାଠ ପଢ଼ିବା, ଚାକିରି ଓ ଟୋକିଓ ଅଲିମ୍ପିକ୍ସରେ ଯୋଗଦେବା ପାଇଁ ବିଦେଶ ଯିବାକୁ ଥିବା ଲୋକଙ୍କୁ ଦ୍ୱିତୀୟ ଡୋଜ୍‌ କୋଭିଶିଲ୍ଡ ଟିକାକରଣ ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି। ଅତିରିକ୍ତ ଜନସ୍ବାସ୍ଥ୍ୟ ଅଧିକାରୀ କିମ୍ବା ଅତିରିକ୍ତ ସହରାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?