ଖୁସି ଖବର: କରୋନାକୁ ହରାଇବ କୋର୍ବେଭାକ୍ସ୍ ଭାକ୍ସିନ୍…
ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଏବେ ଦିଲ୍ଲୀରୁ ଖୁସି ଖବର ଆସିଛି। ବାୟୋଲୋଜିକାଲ-ଇ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା…
ଏକ୍ମୋ ସପୋର୍ଟରେ ୧୦ରୁ ପ୍ରାୟ ୪ ଜଣ ବଞ୍ଚିଯାଇପାରନ୍ତି
ଭୁବନେଶ୍ୱର, ୧୭ା୬ (ବ୍ୟୁରୋ): କୋଭିଡ୍ ରୋଗୀଙ୍କ ପାଇଁ ଏବେ ଜୀବନ ରକ୍ଷକ ସାଜିଛି ଏକ୍ମୋ ମେଶିନ। କିନ୍ତୁ ରାଜ୍ୟରେ ଏହି ମେଶିନର ଅଭାବ ଥିବାରୁ ବହୁ ଗୁରୁତର ରୋଗୀ ରାଜ୍ୟ ବାହାରକୁ ଚିକିତ୍ସା ପାଇଁ ଯାଉଛନ୍ତି। ତେବେ ସବୁ ରୋଗୀ ଏକ୍ମୋ…
ଭିଡ଼ କଲେ, ବୋହିନେଲେ
ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ବାର ଅବାର ଯୋଗୁ ରଜରେ ଟିକେ ପାଟିରେ ଆମିଷ ବାଜି ନ ଥିଲା। ଶେଷ ରଜକୁ ଆମିଷ ବାର ପଡ଼ିଲା। ସୁଯୋଗ ହାତ ଛଡ଼ା ନ କରି ରାଜଧାନୀବାସୀ ରାତି ପାହିଛି କି ନାହିଁ ସିଧା ଆମିଷ ବଜାର…
କୋଭିଡ୍ ଯୁଦ୍ଧରେ ଡାକ୍ତର ଗୋଷ୍ଠୀ ଆଗରେ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଥମିକତା ଦେଉଛନ୍ତି। ସେଥିପାଇଁ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ୮,୫୦୦କୋଟି ଟଙ୍କା ବିନିଯୋଗ କରାଯାଉଛି। ଓଡ଼ିଶା ପ୍ରଶାସନିକ ସେବା ଆୟୋଗ(ଓପିଏସ୍ସି) ଦ୍ୱାରା ନବନିଯୁକ୍ତ ୭୮୬ ଡାକ୍ତରଙ୍କ ସହ ଭିଡିଓ କନ୍ଫରେନ୍ସରେ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ନବୀନ…
ବିଶ୍ୱର ୫୦ ସହର ମଧ୍ୟରେ ରାଉରକେଲା
ରାଉରକେଲା ଅଫିସ, ୧୭ା୬: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସହର ଚୂଡ଼ାନ୍ତ ପର୍ଯ୍ୟାୟକୁ ମନୋନୀତ ହୋଇଛି। ଫଳରେ ଏହି କାର୍ଯ୍ୟକ୍ରମ ଅଧୀନରେ ବିଶ୍ୱର ୫୦ଟି ପ୍ରମୁଖ ସହର ମଧ୍ୟରେ ରାଉରକେଲା ସ୍ଥାନ ପାଇଛି। କୋଭିଡ୍…
ଶିଶୁଙ୍କଠାରେ ଦୀର୍ଘମିଆଦୀ କୋଭିଡ୍ କମ୍ ଦେଖାଯାଏ
ଭୁବନେଶ୍ୱର,୧୭ା୬(ବ୍ୟୁରୋ): କୋଭିଡ୍ରୁ ସୁସ୍ଥ ହେବା ପରେ ବି ଆକ୍ରାନ୍ତଙ୍କ ଶରୀରରେ ଅନେକ ଲକ୍ଷଣ ଦେଖାଯାଉଛି। ଅତିଶୀଘ୍ର ଅବଶ ହୋଇପଡ଼ିବା, ରାତିରେ ନିଦ ନ ହେବା, ଭୋକ କମିଯିବା, ଛାତି ବଥା, କାଶ, ଧଇଁସଇଁ ଲାଗିବା, ପେଟ କାଟିବା, ମୁଣ୍ଡ ବିନ୍ଧିବା, ଚିଡ଼ିଚିଡ଼ା,…
ଟିକାକରଣ: ରାଶନ କାର୍ଡ ପରିଚୟ ପତ୍ର ହୋଇପାରିବ
ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ଏଣିକି ରାଶନ କାର୍ଡକୁ ମଧ୍ୟ ଟିକାକରଣବେଳେ ପରିଚୟ ପତ୍ର ଭାବେ ବ୍ୟବହାର କରିହେବ। ଟିକାକରଣ ପାଇଁ କୋଓ୍ବିନ ପୋର୍ଟାଲରେ ୭ ପ୍ରକାରର ପରିଚୟ ପତ୍ରକୁ ହିତାଧିକାରୀମାନେ ବ୍ୟବହାର କରିବା ପାଇଁ ବ୍ୟବସ୍ଥା ରହିଛି। ନିକଟରେ ୟୁନିକ୍ ଡିଜାବିଲିଟି ଆଇଡେଣ୍ଟିଫିକେଶନ…
ଭାରତ ନାଁରେ ବିପୁଳ ଅର୍ଥ ସଂଗ୍ରହ
ୱାଶିଂଟନ,୧୭ା୬: ଭାରତରେ କରୋନା ଭାଇରସ୍ର ଦ୍ୱିତୀୟ ଲହର ଯୋଗୁ ଅକ୍ସିଜେନ ସଙ୍କଟ ଦେଖାଦେଇଥିଲା। ଭାରତ ପକ୍ଷରୁ ଦିଆଯାଇଥିବା ସହାୟତା ବଦଳରେ ବିଶ୍ୱର ଅନେକ ଦେଶ ସହଯୋଗର ହାତ ବଢ଼ାଇଥିଲେ। ଏହାକୁ ଦେଖି କେତେକ ପାକିସ୍ତାନୀ ସଙ୍ଗଠନ ଭାରତକୁ ସହାୟତା ଦେବା ନାଁରେ…
୭୦ କୋଭି୍ଡ ଅନାଥଙ୍କ ଦାୟିତ୍ୱ ନେଲା ଲକ୍ଷ୍ନୌ ୟୁନିଭର୍ସିଟି
ଲକ୍ଷ୍ନୌ, ୧୭ା୬: ଉତ୍ତରପ୍ରଦେଶ ସ୍ଥିତ ଲକ୍ଷ୍ନୌ ୟୁନିଭର୍ସିଟି କରୋନାରେ ରୋଜଗାରିଆ ମାତାପିତାଙ୍କୁ ହରାଇଥିବା ୭୦ ଅନାଥ ପିଲାଙ୍କ ଦାୟିତ୍ୱ ନେଇଛି। ଏଥିସହ ଲକ୍ଷ୍ନୌ, ବାରାଣସୀ, ପ୍ରୟାଗରାଜ, ସୁଲତାନପୁର ସମେତ ଅନ୍ୟ ଜିଲାଗୁଡ଼ିକର ଶିକ୍ଷକମାନେ ପ୍ରାୟ ୧ ହଜାର ପିଲାଙ୍କ ଖର୍ଚ୍ଚ ବହନ…
ଲାବ୍ରୁ ବାହାରିନି ଭୂତାଣୁ: ବ୍ୟାଟ୍ ଓମ୍ୟାନ
ବେଜିଂ, ୧୭ା୬: ଚାଇନାର ଉହାନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଭାଇରୋଲୋଜିରୁ କରୋନା ଭୂତାଣୁ ଲିକ୍ ହୋଇଥିବା କଥା ଭୁଲ୍ ବୋଲି କହିଛନ୍ତି ଚାଇନା ବ୍ୟାଟ୍ ଓମ୍ୟାନ ଭାବେ ପରିଚିତ ଡା. ଶି ଝେଙ୍ଗଲି। କରୋନାଜନିତ ସ୍ବାସ୍ଥ୍ୟ ସଙ୍କଟ ପାଇଁ ତାଙ୍କ ଇନ୍ଷ୍ଟିଚ୍ୟୁଟ୍କୁ ବଦନାମ…
ସବୁ ଜିଲାରେ ଗାଡ଼ି ପଞ୍ଜୀକରଣ, ବିକ୍ରୟକୁ ଅନୁମତି
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ଲକ୍ଡାଉନ୍ କଟକଣାକୁ ସାମାନ୍ୟ କୋହଳ କରିଛନ୍ତି। ସମସ୍ତ ଜିଲାରେ ଅଟୋମୋବାଇଲ୍ ଶୋ’ରୁମ୍ଗୁଡ଼ିକ ଖୋଲାଯିବା ସହ ନୂତନ ଗାଡ଼ି ପଞ୍ଜୀକରଣ ଓ ବିକ୍ରୟ ପାଇଁ ଅନୁମତି ପ୍ରଦାନ କରାଯାଇଛି। ଏନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍ଟିଏ) ପକ୍ଷରୁ ଟୁଇଟର…
ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିନେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିଲେ ପୁଣି ଏହା ବଢୁଛି। ବୁଧବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୨…
Archives


