କରୋନା ଭାଇରସ୍‌

କମୁଛିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୩୯ ଜୀବନ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ହେଲେ ଗତ ୨୪ ଘଣ୍ଟାରେ ଏହି ସଂଖ୍ୟାରେ ହ୍ରାସ ଘଟିଛି। ଗୁରୁବାର ରାଜ୍ୟରେ କରୋନାଜନିତ ୩୯ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ…

ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ବୁଧବାର ରାଜ୍ୟରେ ୩,୫୩୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ ସାମାନ୍ୟ…

ଜୁଲାଇ ୧ରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବ ସ୍କୁଲ

ଲକ୍ଷ୍ନୌ,୧୬।୬: କରୋନାର ଦ୍ୱିତୀୟ ଲହର ଉତ୍ତରପ୍ରଦେଶରେ ତାଣ୍ଡବ ରଚିଥିବା ବେଳେ ବର୍ତ୍ତମାନ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ତେବେ କିଛି ଜିଲାକୁ ଛାଡ଼ିଦେଲେ ଅନ୍ୟ ସମସ୍ତ ସ୍ଥାନରେ ଜୁନ ୧ରୁ ଅନ୍‌ଲକ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ଯୋଗୀ ସରକାର…

କୋଭାକ୍ସିନ୍‌ରେ ନବଜାତ ବାଛୁରୀ ସିରମ୍‌: ଗୋହତ୍ୟା ଅଭିଯୋଗ ଆଣିଲା କଂଗ୍ରେସ…

ନୂଆଦିଲ୍ଲୀ,୧୬।୬: ଭାରତ ବାୟୋଟକ୍‌ ଦ୍ୱାରା ତିଆରି ହୋଇଥିବା କୋଭାକ୍ସିନ୍‌ ଟିକାକୁ ନେଇ ବିବାଦ ସୃଷ୍ଟି ହୋଇଛି। ସୂଚନା ଅଧିକାର ଆଇନ ଅନ୍ତର୍ଗତ ପଚରା ଯାଇଥିବା ଏକ ପ୍ରଶ୍ନର ଉତ୍ତରରୁ ଜଣାପଡ଼ିଛି ଯେ, କୋଭାକ୍ସିନ୍‌ରେ ୩ରୁ ୨୦ ଦିନର ନବଜାତ ବାଛୁରୀ ସିରମ୍‌…

ଇନ୍ଦୋରରେ ଗ୍ରୀନ୍‌ ଫଙ୍ଗସ୍‌

ଇନ୍ଦୋର,୧୬।୬: କରୋନା ସଂକ୍ରମଣରୁ ଠିକ୍‌ ହେବା ପରେ ବ୍ୟକ୍ତିଙ୍କ ନିକଟରେ ଏବେ ବ୍ଲାକ୍‌, ହ୍ବାଇଟ ଓ ୟେଲୋ ଫଙ୍ଗସ୍‌ ପରେ ଏବେ ଗ୍ରୀନ୍‌ ପଙ୍ଗସ୍‌ ଲକ୍ଷଣ ଚିହ୍ନଟ ହୋଇଛି। ଯାହାକୁ ନେଇ ବିଶେଷଜ୍ଞ ଏବେ ଚିନ୍ତାରେ ପଡ଼ିଯାଇଛନ୍ତି। ପୂର୍ବରୁ ଦେଶରେ ବ୍ଲାକ୍‌,…

୮୯୯ ଜଣଙ୍କୁ ଏକ୍ସପାୟର ଭାକ୍ସିନ୍‌: ପୁଣି ଦିଆଯିବ ଡୋଜ୍‌…

ଓ୍ବାଶିଂଟନ,୧୬।୬: ଆମେରିକାରେ ଜାରି ରହିଥିବା ସାବର୍ଜନୀକ ଟିକାକରଣ ଅଭିଯାନରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଟାଇମ୍ସ୍‌ ସ୍କୋୟାରଠାରେ ଥିବା ଟିକାଦାନ କେନ୍ଦ୍ରରେ ୮୯୯ ଜଣଙ୍କ ଫାଇଜର ଭାକ୍ସିନ୍‌ର ଏକ୍ସପାୟର ଡୋଜ୍‌ ଦିଆଯାଇଛି। ଜୁନ୍‌ ୫ରୁ ଜୁନ୍‌ ୧୦ ମଧ୍ୟରେ ଏଭଳି…

ତୃତୀୟ ଲହର ମୁକାବିଲା ପ୍ରସ୍ତୁତି: ୫ହଜାର ସ୍ବାସ୍ଥ୍ୟସହାୟକଙ୍କୁ ଦିଆଯିବ ତାଲିମ୍‌

ନୂଆଦିଲ୍ଲୀ,୧୬।୫: କରୋନାର ସମ୍ଭାବ୍ୟ ତୃତୀୟ ଲହର ସହ ମୁକାବିଲା ନେଇ ଦିଲ୍ଲୀ ସରକାର ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଡାକ୍ତରୀ କର୍ମଚାରୀଙ୍କ ଅଭାବକୁ ଧ୍ୟାନରେ ରଖି ସରକାର ୫ହଜାର ସ୍ବାସ୍ଥ୍ୟସହାୟକଙ୍କୁ ତାମିଲ ଦେବା ପାଇଁ ଯୋଜନା କରିଛନ୍ତି। ଏନେଇ ବୁଧବାର ଆୟୋଜିତ…

ମିଛ ଟିକାକରଣ ଅଭିଯାନ: ଟିକା ନେଇଥିବା ୩୯୦ ଲୋକଙ୍କଠାରେ ନାହିଁ କୌଣସି ଲକ୍ଷଣ…

ମୁମ୍ବାଇ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍‌ର ଡୋଜ୍‌ ନେବା ପରେ ମୁମ୍ବାଇର ୩୯୦ ଲୋକଙ୍କଠାରେ କୌଣସି ଲକ୍ଷଣ ପ୍ରକାଶ…

ବିବାହରେ ବରଣମାଳା ବଦଳରେ ବର-କନ୍ୟା ପରସ୍ପରକୁ ପିନ୍ଧାଇଲେ ମାସ୍କ: ଲୋକେ କହିଲେ…

ନୂଆଦିଲ୍ଲୀ,୧୬।୬: ପ୍ରାୟ ସମୟରେ ସୋସିଆଲ ମିଡିଆରେ ବିବାହକୁ ନେଇ କେତେକ ମଜାଳିଆ ଭିଡିଓମାନ ଭାଇରାଲ ହୋଇଥାଏ। ଆଉ ଏସବୁ ଭିଡିଓକୁ ଲୋକମାନେ ମଧ୍ୟ ବେଶ୍‌ ପସନ୍ଦ କରିଥାନ୍ତି। ବର୍ତ୍ତମାନ ଦେଶରେ କରୋନା ସଙ୍କଟ ଜାରି ରହିଛି। ଏହାର ଅଧିକ ପଭାବ ବିବାହ…

ଡୋଜ୍‌ ନେଲା ପରେ ବି ହେଉଛି କରୋନା: ବଢୁଛି ଚିନ୍ତା…

ଓ୍ବାଶିଂଟନ/ଲଣ୍ଡନ/ନୂଆଦିଲ୍ଲୀ,୧୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍‌ର ଦୁଇ ଡୋଜ୍‌ ନେବା ପରେ ବି ଲୋକେ କରୋନାରେ ପୁଣି ଆକ୍ରାନ୍ତ ହେଉଛନ୍ତି। ତେଣୁ ସୁରକ୍ଷା…

କୋଭିଶିଲ୍ଡ ଡୋଜ୍‌ ସମୟସୀମା ବୃଦ୍ଧି: ବିଶେଷଜ୍ଞ କମିଟି ପରାମର୍ଶକୁ ଅଣଦେଖା କରିଛନ୍ତି କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଦେଶରେ ଭାରତ ବାୟୋଟେକ୍‌ର କୋଭାକ୍ସିନ୍‌ ଏବଂ ସିରମ୍‌ ଇନଷ୍ଟିଚ୍ୟୁଟର କୋଭିଶିଲ୍ଡ ଟିକାଦାନ…

ବ୍ରିଟେନରେ ଡେଲ୍ଟା ଭାରିଆଣ୍ଟ ଭୟ

ଲଣ୍ଡନ, ୧୬ା୬: ଭାରତରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନା ଭୂତାଣୁ ଡେଲ୍ଟା ଭାରିଆଣ୍ଟ ଏବେ ଡେଲ୍ଟା ପ୍ଲସ୍‌ର ରୂପ ନେଇଛି। ଏହି ଷ୍ଟ୍ରେନ୍‌ ବ୍ରିଟେନରେ ଆତଙ୍କ ସୃଷ୍ଟି କରିବାରୁ ଏହାର ମୁକାବିଲା ପାଇଁ ବୋରିସ୍‌ ଜନ୍‌ସନ ସରକାର ଅନ୍‌ଲକ୍‌ ପ୍ରକ୍ରିୟାକୁ ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?