କରୋନା ଗ୍ରାଫ୍ ତଳ ମୁହାଁ…
ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର ଆସିଛି। କରୋନା ଗ୍ରାଫ୍ ତଳମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ…
ଟିକା ଯୋଗୁ ଦେଶରେ ଗଲା ପ୍ରଥମ ଜୀବନ
ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ଟିକାକରଣ ପ୍ରକ୍ରିୟା ଜାରି ରହିଛି। ଜାନୁଆରୀ ୧୬ରୁ ଭାରତରେ କରୋନା ଟିକାକରଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଏପର୍ଯ୍ୟନ୍ତ ପ୍ରାୟ ୨୬କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କୁ ଟିକା ଦିଆଯାଇସାରିଛି। ଇତିମଧ୍ୟରେ ଟିକା ଯୋଗୁ ପ୍ରଥମ ମୃତ୍ୟୁ ହୋଇଥିବା ମାମଲା…
ଭୟଭୀତ କରାଉଛି କରୋନା: ରେଡ ଜୋନ୍ରେ ୧୬ଗାଁ, ୬ଓ୍ବାର୍ଡ
ଛତ୍ରପୁର,୧୫।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁରରେ କରୋନା ସଂକ୍ରମଣ ହ୍ରାସ ହେବାର ନା ନେଉନି। ଜିଲାର ବ୍ରହ୍ମପୁର ସହର ବ୍ୟତୀତ ଅନ୍ୟ ସ୍ଥାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଛତ୍ରପୁରର ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା…
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୨ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୧୫।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ଚିନ୍ତା ବଢ଼ାଇଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୩୮୮କୁ ବୃଦ୍ଧି ପାଇଛି। ଏହି ୪୨…
ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ
ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ମୃତ୍ୟୁସଂଖ୍ୟା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୪୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୪୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୪୬୩…
ପୁଣି ଘନେଇଲା ବିପଦ, ଆସିଲା କରୋନାର ନୂଆ ରୂପ: ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଅଧିକ ତାଣ୍ଡବ ରଚିବା ଆଶଙ୍କା…
ନୂଆଦିଲ୍ଲୀ,୧୫।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍ର ନୂଆ ରୂପ ଡେଲ୍ଟା ପ୍ଲସ୍ ଚିହ୍ନଟ କରାଯାଇଛି। କରୋନା ଭୂତାଣୁ ଲଗାତାର ମ୍ୟୁଟେଶନ ଦ୍ୱାରା ନିଜର ନୂଆ ନୁଆ…
ଦିଲ୍ଲୀରୁ ଖୁସି ଖବର: କରୋନା ଗ୍ରାଫ୍ ତଳ ମୁହାଁ,ଡେଲ୍ଟା ଭାରିଆଣ୍ଟ୍କୁ ପ୍ରଭାବହୀନ କରିବ ଭାକ୍ସିନ୍…
ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର ଆସିଛି। କରୋନା ଗ୍ରାଫ୍ ତଳମୁହାଁ ହେବାରେ ଲାଗିଛି। ଗତ ୭୫ ଦିନ ପରେ ଦେଶରେ…
ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ
ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର ଦ୍ୱିତୀୟ ଲହରର ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ ଧୀରେ ଧୀରରେ ଅନ୍ଲକ ପ୍ରକ୍ରିୟା ଆରମ୍ଭ…
ଭାକ୍ସିନ ନେବା ପରେ ୪୮୮ବ୍ୟକ୍ତିଙ୍କ ମୃତ୍ୟୁ, ୨୬ହଜାର ଲୋକଙ୍କ ମଧ୍ୟରେ ଦେଖାଦେଇଛି ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା: ତଥ୍ୟ
ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍ ଆତଙ୍କ ଜାରି ରହିଛି। କରୋନାକୁ ରୋକିବା ପାଇଁ ଦେଶରେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ହେଲେ ମିଳିଥିବା ସରକାରୀ ତଥ୍ୟ ଅନୁସାରେ ଭାକ୍ସିନ ନେବା ପରେ ଦେଶରେ ଏପର୍ଯ୍ୟନ୍ତ ୪୮୮ଜଣ ଲୋକଙ୍କ ମୃତ୍ୟୁ ହୋଇଛି।…
ତୃତୀୟ ଲହରର ମୁକାବିଲା ପ୍ରସ୍ତୁତି: ଦେଶରେ ନିର୍ମାଣ ହେବ ୫୦ମଡ୍ୟୁଲାର ହସ୍ପିଟାଲ
ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍ ଆତଙ୍କ ଜାରି ରହିଛି। ବର୍ତ୍ତମାନ ଦେଶରେ ଦୈନିକ ସଂକ୍ରମଣ ପୂର୍ବାପେକ୍ଷା ହ୍ରାସ ପାଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ଥମିବାର ନା ନେଉନି। ଦ୍ୱିତୀୟ ଲହର ସମୟରେ ସାରାଦେଶରେ ସ୍ବାସ୍ଥ୍ୟ ସୁବିଧାର ଘୋର ଅଭାବ ଦେଖାଯାଇଥିବା…
୧୦ଲକ୍ଷରୁ ତଳକୁ ଖସିଲା ସକ୍ରିୟ ମାମଲା: ଗତ ୨୪ଘଣ୍ଟାରେ ୭୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ବିଭିନ୍ନ ରାଜ୍ୟରେ ଲକ୍ଡାଉନ ହୋଇଥିବାରୁ ଦୈନିକ ସଂକ୍ରମଣରେ ହ୍ରାସ ଘଟିବା ସହ ସୁସ୍ଥହାର ମଧ୍ୟ ବଢ଼ିବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟା ଏବେ ବି ଚିନ୍ତାର କାରଣ ପାଲଟିଛି।…
୧୦୦ କୋଟି ଡୋଜ୍ ଟିକା ଦେବ ଜି ୭
କାର୍ବିସ୍ ବେ, ୧୪।୬: ବ୍ରିଟେନରେ ଚାଲିଥିବା ଜି ୭ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀ ରବିବାର ଶେଷ ହୋଇଛି। ଗରିବ ରାଷ୍ଟ୍ରଗୁଡ଼ିକୁ ୧୦୦ କୋଟିରୁ ଊର୍ଦ୍ଧ୍ୱ କୋଭିଡ୍ ଟିକା ଡୋଜ୍ ଯୋଗାଇଦେବାକୁ ଉକ୍ତ ଗୋଷ୍ଠୀର ୭ ଧନୀ ରାଷ୍ଟ୍ର ପ୍ରତିଶ୍ରୁତି ଦେଇଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ…
Archives


