କରୋନା ଭାଇରସ୍‌

ଅଢ଼େଇ ମାସ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ଅଢ଼େଇ ମାସ ପରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ରବିବାର ସର୍ବନିମ୍ନରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ…

ଲାକ୍ଷାଦ୍ୱୀପର ୧୫ ଭାଜପା ନେତାଙ୍କ ଇସ୍ତଫା

କୋଚି, ୧୩।୬: ଅଭିନେତ୍ରୀ ତଥା ମଡେଲ ଆଇଶା ସୁଲତାନାଙ୍କ ବିରୋଧରେ ଦେଶଦ୍ରୋହ ମାମଲାକୁ ବିରୋଧ କରି ଲାକ୍ଷାଦ୍ୱୀପ ଭାଜପା ସାଧାରଣ ସମ୍ପାଦକ ଅବଦୁଲ ହମିଦ ମୁଲ୍ଲିପୁଝାଙ୍କ ନେତୃତ୍ୱରେ ୧୫ ଜଣ ନେତା ଇସ୍ତଫା ଦେଇଛନ୍ତି। ଭାଜପା ଲାକ୍ଷାଦ୍ୱୀପ ଶାଖା ସଭାପତି ଅବଦୁଲ…

ମୃତ୍ୟୁସଂଖ୍ୟା ଲୁଚାଇଛି ଏମ୍‌ପି

ଭୋପାଳ, ୧୩ା୬: ଦେଶରେ କରୋନାଜନିତ ମୃତ୍ୟୁ ତଥ୍ୟ ଲୁଚାଯିବା ଆଉ ନୂଆ କଥା ହୋଇ ନାହିଁ। ବିଭିନ୍ନ ରାଜ୍ୟ ସରକାର ପ୍ରକୃତ ସଂଖ୍ୟା ପ୍ରକାଶ କରୁ ନାହାନ୍ତି। ପାଟନା ହାଇକୋର୍ଟଙ୍କ ହସ୍ତକ୍ଷେପ ପରେ ସମୀକ୍ଷା ହେବାରୁ ବିହାରର ନୀତୀଶ କୁମାରଙ୍କ ସରକାର…

କରୋନା ମାତା ମନ୍ଦିର ହେଲା ନିର୍ମାଣ: ମାସ୍କ୍‌ ପିନ୍ଧି ପୂଜା କରିବାକୁ ନିର୍ଦ୍ଦେଶ…

ପ୍ରତାପଗଡ଼,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା ମାତାଙ୍କ ମନ୍ଦିର ନିର୍ମାଣ କରିଛନ୍ତି। ସାଙ୍ଗିପୁର ଥାନା ଅଞ୍ଚଳର ଶୁକ୍ଳପୁର ଗାଁରେ କରୋନା ମାତାଙ୍କ…

୧.୨୯ କୋଟି ଭାକ୍ସିନ୍‌ କିଣିଛନ୍ତି ଘରୋଇ ହସ୍ପିଟାଲ, ବ୍ୟବହାର ହୋଇଛି ୨୨ ଲକ୍ଷ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ମେ’ ମାସରେ ଦେଶର ବିଭିନ୍ନ ହସ୍ପିଟାଲକୁ ୭.୪ କୋଟି ଭାକ୍ସିନ୍‌ ଯୋଗାଇ ଦିଆଯାଇଛି। ଏନେଇ କେନ୍ଦ୍ରୀୟ ସ୍ବାସ୍ଥ୍ୟ…

କରୋନା ଦ୍ୱିତୀୟ ଲହର ୭୧୯ଡାକ୍ତରଙ୍କ ନେଇଛି ଜୀବନ

ନୂଆଦିଲ୍ଲୀ,୧୨।୬: କରୋନା ସଂକମ୍ରଣର ଦ୍ୱିତୀୟ ଲହର ସାରା ଦେଶରେ ଆତଙ୍କ ଖେଳାଇଛି। ବର୍ତ୍ତମାନ ଦୈନିକ ସଂକ୍ରମଣରେ ହ୍ରାସ ଘଟୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା ନେଉନି। ଏହି ଦ୍ୱିତୀୟ ଲହରରେ ଏଯାଏ ୭୧୯ଡାକ୍ତରଙ୍କ ଜୀବନ ନେଇଛି କରୋନା। ଏନେଇ ଇଣ୍ଡିଆନ…

କୋଭିଶିଲ୍ଡ ନେଇ ଭୟ ନାହିଁ, ଭାକ୍ସିନ୍‌ ଅଭାବ ଯୋଗୁ ବଢୁଛି ସମୟ ସୀମା: ନୀତି ଆୟୋଗ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ କୋଭିଶିଲ୍ଡ୍‌ ଭାକ୍ସିନ୍‌ର ୨ ଡୋଜ୍‌ ମଧ୍ୟରେ ବୃଦ୍ଧି କରାଯାଇଥିବା ସମୟ ସୀମାକୁ ନେଇ ଆମେରିକାର…

ଖୁସି ଖବର: ଭାକ୍ସିନ୍‌ ମିକ୍ସିଂରେ ପରାଜିତ ହେବ କରୋନା…

ନୂଆଦିଲ୍ଲୀ,୧୨।୬: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ତେବେ ଭାକ୍ସିନ୍‌ର ୨ ଡୋଜ୍‌ ମିକ୍ସିଂ ଦ୍ୱାରା ସୁଫଳ ମିଳିବା…

କୋଭିଡ ମୃତ୍ୟୁସଂଖ୍ୟାକୁ ନେଇ ଅସନ୍ତୁଷ୍ଟ ହାଇକୋର୍ଟ

ପାଟନା,୧୨।୬: ବିହାରରେ କରୋନାଜନିତ ହୋଇଥିବା ମୃତ୍ୟୁସଂଖ୍ୟାକୁ ନେଇ ପାଟନା ହାଇକୋର୍ଟ କଡ଼ା ଟିପ୍ପଣୀ ଦେଇଛନ୍ତି। ସରକାର ଦେଇଥିବା ମୃତ୍ୟୁସଂଖ୍ୟା ତଥ୍ୟ ଉପରେ କୋର୍ଟ ଅସନ୍ତୁଷ୍ଟ। ଏହି ଘଟଣା ଉପରେ ଲଗାତର ନଜର ରଖାଯାଇଛି ବୋଲି କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ଏହି…

ଭାକ୍ସିନ୍‌ ଯୋଗୁ ପୁଣି ନୂଆ ବିପଦ: ୨ ଡୋଜ୍‌ ମଧ୍ୟରେ ସମୟ ବଢ଼ିଲେ ସଂକ୍ରମଣ ଆଶଙ୍କା ଅଧିକ…

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ କୋଭିଶିଲ୍ଡ୍‌ ଭାକ୍ସିନ୍‌ର ୨ ଡୋଜ୍‌ ମଧ୍ୟରେ ବୃଦ୍ଧି କରାଯାଇଥିବା ସମୟ ସୀମାକୁ ନେଇ ଆମେରିକା…

ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ

କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍‌ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର ଟିକା ଉପଲବ୍ଧ ନ ଥିବାରୁ ଲୋକେ ଟିକାକରଣରୁ ବଞ୍ଚତ୍ତ ହେଉଛନ୍ତି ବୋଲି ଏସ୍‌ୟୁସିଆଇ ପକ୍ଷରୁ…

୭୦ ଦିନ ପରେ ନୂଆ ଆକ୍ରାନ୍ତ ସଂଖ୍ୟା ସର୍ବନିମ୍ନ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୭୦ ଦିନ ପରେ ଦେଶରେ ନୂଆ ଆକ୍ରାନ୍ତଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri